Daily Archives

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଜୀଅନ୍ତା ଜାଳି ଦେଇଥିବା ଅଭିଯୋଗ

ସୋର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାରିଙ୍ଗିଆରେ ଗାଁରେ ଘଟିଛି ଏକ ଅମାନୁଷିକ କାଣ୍ଡ । ଜଣେ ଯୁବକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୌଚାଳୟ ଭିତରେ କିରୋସିନି ଢାଳି ଜାଳି ଦେଇଥିବା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, ରବିବାର ସକାଳ ସମୟରେ ବାରିଙ୍ଗିଆ ଗାଁର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ
Read More...

କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ବିନା କୌଣସି ସୁଧରେ ଋଣ ପ୍ରଦାନ ନିମନ୍ତେ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ବିନା କୌଣସି ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ କୃଷି ଋଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଉଭୟ ଖରିଫ ଓ ରବି ଫସଲ ଋତୁ ପୂର୍ବରୁ ମିଳିବାକୁ ଥିବା ଏହି ଋଣ ବ୍ୟବସ୍ଥା ଦ୍ୱାରା ରାଜ୍ୟର ୩୨ ଲକ୍ଷ କ୍ଷୁଦ୍ର ଓ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିର ଜିଲ୍ଲାରୁ ୨୫

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୧୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୪୪୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ
Read More...

ପତରା ଜଙ୍ଗଲ ଚାଷ କରୁଥିବାରୁ ଥାନାକୁ ଟଣା ହେଲେ ନିରୀହ ବୃଦ୍ଧବୃଦ୍ଧା, ସାଧାରଣରେ ଅସନ୍ତୋଷ

ତୁରେକେଲା, (କୈଳାଶ ସଗ୍ରିଆ) : ପତରା ଜଙ୍ଗଲ ଚାଷ କରୁଥିବାରୁ ନିରୀହ ବୃଦ୍ଧ ବୃଦ୍ଧାଙ୍କୁ ଥାନାକୁ ଟଣା ହୋଇଥିବା ଭଳି ଏକ ଖବର ସାମ୍ନାକୁ ଆସିଥିବା ବେଳେ ଏଥିଯୋଗୁଁ ସାଧାରଣରେ ଅସନ୍ତାଷ ଦେଖାଦେଇଛି । ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ବଡବାଙ୍କି ଗ୍ରାମ
Read More...

ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଙ୍ଘର ଅନୁଦାନ ସତ୍ୟାଗ୍ରହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରାଜ୍ୟ ବେସରକାରୀ ଓ କର୍ମଚାରୀ ସଙ୍ଘ ଆହ୍ୱାନ କ୍ରମେ ଗୁରୁବାର ଗଞ୍ଜାମ କଲେଜ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ ମୁଖ୍ୟ ଫାଟକ ସମ୍ମୁଖରେ ଦୁଇ ଘଣ୍ଟା ଧରି ଅନୁଦାନ ସତ୍ୟାଗ୍ରହ ଚାଲୁ ରହିଥିଲା । ଆମର ଦାବୀ ସରକାର ତୁମେ ମାନି ନିଅ ଆଦି ସ୍ଲୋଗାନ
Read More...

ନିଜ ସମ୍ମାନ ନିଜେ ରକ୍ଷା କରନ୍ତୁ

ସୁଶ୍ରୀ ସ୍ନେହଲତା ନିଜ ସମ୍ମାନ ନିଜେ ରକ୍ଷା କରିବା ନିହାତି ଆବଶ୍ୟକ । ବର୍ତ୍ତମାନ ଯୁଗରେ ଏହା ଏକ ବଡ଼ ଆହ୍ୱାନ । ଭବିଷ୍ୟତ ପାଇଁ ନିଜେ ଦେଖିଥିବା ସ୍ୱପ୍ନକୁ ନିଜ ଭିତରେ ନିଜେ ପାଳନ୍ତୁ । ଯଦି ଉତ୍ତମ ପାଳନ ପାଏ, ତେବେ ସତ୍‌ ସ୍ୱପ୍ନ ନିଶ୍ଚୟ ଦିନେ ନା ଦିନେ ବାସ୍ତବ ରୂପ ନେବ, ଏଥିରେ
Read More...

୨ ବାଇକ୍ ମୁହାଁମୁହିଁ ଧକ୍କା : ୨ ଗୁରୁତର ଆହତ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଗଏତାପଡାରୁ ମହଖଣ୍ଡ ଯିବା ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ ତୁରେକେଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତ ବ୍ୟକ୍ତିମାନଙ୍କୁ ତୁରେକେଲା
Read More...

ପୂର୍ବ ଶତ୍ରୁତାରୁ ନୂଆଗାଁ ଛକ ଦୋକାନ ଉପରକୁ ବୋମା ମାଡ଼ : ଅଳ୍ପକେ ବର୍ତ୍ତିଲେ ଦୋକାନ ମାଲିକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ନୂଆଗାଁ ସ୍ଥିତ ଷୋହଳ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଏକ ଜେନେରାଲ ଷ୍ଟୋର ଉପରକୁ ଶନିବାର ସନ୍ଧ୍ୟାରେ ୬.୪୦ ମିନିଟ୍‌ ସମୟରେ ଚାରୋଟି ବୋମା ମାଡ଼ ହୋଇଥିବା ଜଣାପଡିଛି । ଏଥିରେ ଅଳ୍ପକେ ବର୍ତ୍ତିଛନ୍ତି ଦୋକାନ ମାଲିକ ରାମ
Read More...

ଦିନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା ବ୍ଲକସ୍ତରୀୟ ଚୟନ ଓ ପରାମର୍ଶ ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ ପରିସରରେ ଦିନଦୟାଲ କୌଶଲ୍ୟ ଯୋଜନା ବ୍ଲକସ୍ତରୀୟ ଚୟନ ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିବା ସହ ଶିବିରକୁ ଆସିଥିବା
Read More...

ବାଲୁକା କଳାରେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ନବ ନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଉଦିୟମାନ ଯୁବ ବାଲୁକାଶିଳ୍ପୀ ସଚ୍ଚିଦାନନ୍ଦ ପ୍ରଧାନ । ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର
Read More...