Daily Archives

ଗଞ୍ଜାମ ମହାବିଦ୍ୟାଳୟରେ ଓଡ଼ିଆ ବିଭାଗର ସେମିନାର ଓ ବିଦାୟକାଳୀନ ସଭା ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ଫକୀର ମୋହନଙ୍କ ସାହିତ୍ୟରେ ସମାଜ ସଂସ୍କାର ବିଷୟ ଆଧାରିତ ପାଠଚକ୍ର ଓ ଶେଷ ବର୍ଷ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଏକ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି । ସଭାରେ ବିଭାଗୀୟ ମୁଖ୍ୟ
Read More...