ପର୍ଶୁପାଲି, ମୁରସିଂରେ ବୁଲା କୁକୁର ଆତଙ୍କ : ୮ ଆହତ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ କୁତୁର୍ଲା ପଞ୍ଚାୟତ ମୁରସିଂ ଗାଁରେ ବୁଧବାର ଏକ ପାଗଳ କୁକୁର କାମୁଡ଼ାରେ ୮ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ଚିକିତ୍ସା ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ!-->…
Read More...
Read More...