Monthly Archives

July 2022

ଯାଦବ ସମାଜ ପକ୍ଷରୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ସମ୍ବର୍ଦ୍ଧନା

କଳା ମଣ୍ଡଳଠାରେ କଳା କେନ୍ଦ୍ର ଓ ଆଦିବାସୀ ମେଳା ଦାବୀ କଲା ଯାଦବ ସମାଜ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଯାଦବ ଭବନଠାରେ ଯାଦବ ମହାସଭାର ପୌରାଞ୍ଚଳ ସଭାପତି ପଙ୍କଜ ସେଲମାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଯାଦବ ମହାସଭା ବଲାଙ୍ଗିର ତରଫରୁ
Read More...

ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘର କାର୍ଯ୍ୟକାରୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କଲେଜ ଛକ ସ୍ଥିତ କଲ୍ୟାଣ ମଣ୍ଡପଠାରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘର ଏକ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରୀ ସଭାପତି ବନଲତା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୬ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୬ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ପାଇକମାଲଠାରେ ସମଲପୁରୀ ଦିନ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲରେ ସମଲପୁରୀ ଦିନ ପାଇଁ ଅନ୍ତିମ ପ୍ରସ୍ତୁତି ବୈଠକ ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂପାଦକ ରାଜେନ୍ଦ୍ର କୁମାର ମହାନ୍ତି ବୈଠକର
Read More...

ବେଲପଡାରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡାରେ ଚଳିତ ବର୍ଷ ପ୍ରଥମ କରି ରଥଯାତ୍ରା, ବାହୁଡା ଯାତ୍ରା ହୋଇଥିବା ବେଳେ ଆଜି ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଜୟ ଜଗନ୍ନାଥ ପରିଚାଳନା କମିଟିର ସଭାପତି ରଞ୍ଜିତ ମେହେରଙ୍କ ନେତୃତ୍ୱରେ
Read More...

ସହକାରୀ ଗ୍ରନ୍ଥାଧ୍ୟକ୍ଷ ଅମିୟ ଧଳଙ୍କୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ସ୍ୱତନ୍ତ୍ର ଦାୟିତ୍ୱ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ନିକଟ ରାଜ୍ୟ ଗ୍ରନ୍ଥାଗାରରେ ଅବସ୍ଥାପିତ ହୋଇଥିବା ଗଞ୍ଜାମ ଜିଲ୍ଲା ପାଠାଗାରର ଅବସରପ୍ରାପ୍ତ ସହକାରୀ ଗ୍ରନ୍ଥାଗାରୀକ ଅମିୟ କୁମାର ଧଳଙ୍କୁ ପୁଣି ଏକ ନୂତନ ଦାୟିତ୍ୱ ମିଳିଛି । ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତିଷ୍ଠାନ
Read More...

ଜାତୀୟ ଆନ୍ତର୍ଜାତୀୟ ମହିଳା ଫୁଟ୍‌ବଲ ଖେଳାଳିଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲୋଇସିଂହା ଷ୍ଟାଡିୟମଠାରେ ପଶ୍ଚିମ ଓଡିଶା ମହିଳା ସଂଗଠନ ବଲାଙ୍ଗିର ଜାତୀୟ ମହିଳା ଫୁଟ୍‌ବଲ ଖେଳାଳି ଅନିସା କୁମ୍ଭାର ଏବଂ ଆନ୍ତର୍ଜାତୀୟ ଫୁଟ୍‌ବଲ ଖେଳାଳି ନିକିତା ବିଶିଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଏକ ସଭା ଆୟୋଜନ କରିଥିଲା । ସଭାନେତ୍ରୀ ସବିତା
Read More...

ବରିଷ୍ଠ ପ୍ରଧାନ ଶିକ୍ଷକ ଜତିନ୍ଦ୍ର ଦାଶଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ କଂସର ବିଦ୍ୟାଳୟରେ କାର୍ଯ୍ୟରତ ଥିବା ପ୍ରଧାନ ଶିକ୍ଷକ ଜତିନ୍ଦ୍ର କୁମାର ଦାଶ ଅବସର ଗ୍ରହଣ କରିଛନ୍ତି । ସେ ଜଣେ ଆଦର୍ଶ ଶିକ୍ଷକ ଭାବରେ ଅଞ୍ଚଳରେ ବେଶ ପରିଚିତ । ଏହି ଅବସରରେ ସଦାନନ୍ଦ ପୁରୋହିତଙ୍କ ସଭାପତିତ୍ୱରେ ସମ୍ବର୍ଦ୍ଧନା ସଭା
Read More...

ବଲାଙ୍ଗିର ଚାନ୍ଦ ମନ୍ଦିରରେ ଶ୍ରୀ ଶ୍ରୀ ଜଗନ୍ନାଥଙ୍କ ସୁନାବେଶ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସକଳ ରୂପର ଆଧାର, ବେଶ ବହୁଳ ଓ ବିଭିନ୍ନତାର ପରିପୂର୍ଣ୍ଣ ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପ୍ରସିଦ୍ଧ ସୁନାବେଶ ରବିବାର ଦିନ ସ୍ଥାନୀୟ ଟିକ୍ରାପଡାଠାରେ ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଆଷାଢ ଶୁକ୍ଳ ବଡ ଏକାଦଶୀ ଦିନ
Read More...

ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ବାହୁଡା ଉପଲକ୍ଷେ ପ୍ରସାଦ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ପବିତ୍ର ବାହୁଡା ଯାତ୍ରା ଉପଲକ୍ଷେ ସ୍ଥାନୀୟ ପାଟଣେଶ୍ୱରୀ ମନ୍ଦିର ଛକରେ ପ୍ରସାଦ ବଣ୍ଟନ କରାଯାଇଥିଲା । ମାଁ ପାଟଣେଶ୍ୱରୀ ମନ୍ଦିରଠାରେ ଭୋଗ ଲଗାଇବା ପରେ ସମସ୍ତଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା । ବଲାଙ୍ଗିର
Read More...