Monthly Archives

July 2022

କୁମ୍ଭୀର ଆକ୍ରମଣରେ ଯୁବକ ମୃତ

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ଥାନା ଅଧିନ କାଁପଡା ପଞ୍ଚାୟତ ଅଞ୍ଚଳରେ କୁମ୍ଭୀର ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାନୁସାରେ, ବରଣାକୁଳ ଗାଁର ବୁଦ୍ଧିରାମ ମଳିକ ତାଙ୍କର ଜଣେ ସାଙ୍ଗଙ୍କ ସହ ହୀରାଘାଇ ନିକଟକୁ ନଦୀରେ ମାଛ ଧରିବା ପାଇଁ ଯାଇଥିଲେ । ଏହା ସହ ସେଠାରେ
Read More...

ବିପୁଳ ପରିମାଣର ଗଞ୍ଜେଇ ଜବତ

ଲମତାପୁଟ : ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି । ଲମତାପୁଟ ଜଲାହଞ୍ଜର ଗ୍ରାମକୁ ଗଞ୍ଜେଇ ଚାଲଣ ବେଳେ ମାଡ଼ିବସିଲା ପୋଲିସ । ପୋଲସ ପେଟ୍ରୋଲିଂ କରୁଥିବା ବେଳେ ଦେଉଳପଡ଼ା ଛକରେ ଗଞ୍ଜେଇ କାଉଡ଼ି ନେଇ ରାସ୍ତା ପାର ହେଉଥିବା ବେଳେ ପୋଲିସ ଗାଡ଼ି ଦେଖି ମାଫିଆମାନେ ଗଞ୍ଜେଇ ଛାଡ଼ି
Read More...

ଡେଲାଙ୍ଗରେ ବିଜେଡି ପକ୍ଷରୁ ବୃକ୍ଷ ରୋପଣ

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ବିଜୁ ଜନତା ଦଳର ୨୫ତମ ପୂର୍ତ୍ତି ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ପକ୍ଷରୁ ଶନିବାର ଡେଲାଙ୍ଗରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି ମହାନ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ମୁଖ୍ୟ ଅତିଥି ଭାବେ
Read More...

ସିନାପାଲିରେ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା ସଂପନ୍ନ

ସିନାପାଲି, (ନିରାକାର ମେହେର) : ଶ୍ରଦ୍ଧାଳୁଙ୍କ ଭିଡ଼ ଭିତରେ ସିନାପାଲିରେ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା ଶନିବାର ସଂପନ୍ନ ହୋଇଯାଇଛି । ଗତକାଲି ଭୋରରୁ ନେହେରୁ ମଣ୍ତପ ସ୍ଥିତ ମାଉସି ମାଁ ମନ୍ଦିରରେ ରୀତିନୀତି ଅନୁଯାୟୀ ପୂଜାପାଠ ଆରମ୍ଭ ହେବା ସହ ଲୋକଙ୍କ ଭିଡ଼ ଆରମ୍ଭ ହୋଇଥିଲା । ଅପରାହ୍ନରେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୨୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୭ ଜଣ
Read More...

ମାଉସୀ ମନ୍ଦିରରୁ ବହୁଡ଼ିଲେ ମହାପ୍ରଭୁ

ଦେଓଗାଁ, (ମନୀଷ କୁମାର ସାହୁ) : ଶନିବାର ଦିନ ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଦେଓଗାଁ ବ୍ଲକ ବିଭିନ୍ନ ଗାଁର ମାଉସୀ ମନ୍ଦିରରୁ ତିନି ଠାକୁର ଜଗନ୍ନାଥ ମନ୍ଦିରକୁ ବାହୁଡ଼ି ଯାଇଛନ୍ତି । ମନ୍ଦିରରେ ପୂଜାର୍ଚ୍ଚନା ପରେ ମାଉସୀ ମନ୍ଦିରରୁ ଅପରାହ୍ନରେ ବାହାରି ବିଳମ୍ବିତ ରାତିରେ ମନ୍ଦିରରେ
Read More...

ପାଟଣାଗଡ଼ରେ ବାହୁଡ଼ା ଯାତ୍ରା ସମ୍ପନ୍ନ, ଶ୍ରୀମନ୍ଦିରକୁ ବାହୁଡିଲେ ମହାପ୍ରଭୁ

ପାଟଣାଗଡ଼, (ଗୋରେଖନାଥ ବରିହା) : ମାଉସୀ ଘରେ ୯ ଦିନ ରହିବା ପରେ ଶ୍ରୀମନ୍ଦିରକୁ ବାହୁଡିଲେ ମହାପ୍ରଭୁ । ଏହି ଅବସରରେ ପାଟଣାଗଡ଼ରେ ଭକ୍ତ ସହ ଭଗବାନଙ୍କ ମିଳନର ଦୃଶ୍ୟ ଅତି ମନୋରମ ଥିଲା । ପାଟଣାଗଡ଼ ରାମଜୀ ଛକ ସ୍ଥିତ ମାଉସୀ ମନ୍ଦିର ୯ ଦିନ ଧରି ଦଶ ଅବତାର ରୁପେ ଭଗବାନ ଭକ୍ତମାନଙ୍କୁ
Read More...

ବିଜୟ କୁମାର କର ଜିଏସଟି ଭୁବନେଶ୍ୱର ଜୋନର ନୂତନ ଚିଫ କମିଶନର

ଭୁବନେଶ୍ୱର, (ପିଆଇବି) : ୧୯୮୯ ବ୍ୟାଚର ଆଇଆରଏସ ଅଧିକାରୀ ବିଜୟ କୁମାର କର ନୂତନ ଚିଫ କମିଶନର, ଜିଏସଟି, ସେଣ୍ଟ୍ରାଲ ଏକ୍ସାଇଜ ଓ କଷ୍ଟମ୍ସ, ଭୁବନେଶ୍ୱର ଜୋନ ଭାବେ ଯୋଗ ଦେଇଛନ୍ତି । ଚିଫ କମିଶନର ଭାବେ ଯୋଗ ଦେବା ପୂର୍ବରୁ ଶ୍ରୀ କର ଭୁବନେଶ୍ୱର ଜିଏସଟି ଓ ସେଣ୍ଟ୍ରାଲ ଏକ୍ସାଇଜ କମିଶନରେଟର
Read More...

ମଦନପୁରଠାରେ ଭକ୍ତଙ୍କ ଭିଡରେ ପାଳିତ ହେଲା ବାହୁଡା ଯାତ୍ରା

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମଦନପୁରଠାରେ ଭକ୍ତଙ୍କ ଭିଡରେ ପାଳିତ ହେଲା ବାହୁଡା ଯାତ୍ରା । ମାଉସୀ ଘରୁ ବାହୁଡ଼ିଛନ୍ତି ତିନି ଠାକୁର, ସହଶ୍ରାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ହରି ବୋଲ, ହୁଳହୁଳି ଓ ସଂକୀର୍ତ୍ତନର ତାଳେ ତାଳେ ଉଛୁଳି ପଡିଥିଲା ଆଜି ମଦନପୁର ବଡ ଦାଣ୍ଡ, ଭକ୍ତ
Read More...

ଆଜାଦିର ଅମୃତ ମହୋତ୍ସବ ଉପଲକ୍ଷେ କାରାଗାର ଅନ୍ତେବାସୀଙ୍କ ସହ ଦେଶାତ୍ମବୋଧକ ସଙ୍ଗୀତ ଓ ଭଜନ ଆଧାରିତ କାର୍ଯ୍ୟକ୍ରମ…

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ପବିତ୍ର ବାହୁଡା ଯାତ୍ରା ଚାଲିଥିବା ବେଳେ ରାଉରକେଲା ସ୍ୱତନ୍ତ୍ର କାରାଗାର ପରିସରରେ ସ୍ୱାଧୀନତାର ୭୫ ବର୍ଷ ତଥା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ 'ପରିବର୍ତ୍ତନ' ଆଧାରିତ ଏକ ସଙ୍ଗୀତ କାର୍ଯ୍ୟକ୍ରମ କାରାଗାର ଅନ୍ତେବାସୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି ।
Read More...