ଦେଶ ଛାଡ଼ି ପଳାୟନ କଲେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେ
କଲମ୍ବୋ: ଦେଶ ଛାଡ଼ି ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେ ପଳାୟନ କରିଥିବା ଏବେ ସାରା ବିଶ୍ୱରେ ଆଲୋଚନାର ବିଷୟ ପାଲଟିଛି । ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେଙ୍କ ଇସ୍ତଫା ଦାବୀରେ ଶ୍ରୀଲଙ୍କାରେ ବିକ୍ଷୋଭକାରୀମାନେ ଶନିବାର ଦିନ ତାଙ୍କ ସରକାରୀ ବାସଭବନ ଘେରିଛନ୍ତି । ଶନିବାର ସକାଳେ!-->…
Read More...
Read More...