Monthly Archives

July 2022

ଉପୁଡିଲା ୨୫୦ ବର୍ଷ ପୁରୁଣା ଗଛ : ୧ ମୃତ, ୧୩ ଆହତ

ଚଣ୍ଡିଗଡ : ଚଣ୍ଡିଗଡ଼ର ସେକ୍ଟର ୯ର କାର୍ମେଲ କନଭେଣ୍ଟ ସ୍କୁଲରେ ଏକ ୨୫୦ ବର୍ଷ ପୁରୁଣା ଓସ୍ତ ଗଛ ଉପୁଡିପଡିଥିଲା । ଏଥିରେ ଜଣେ ପିଲାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ସିଭିଲ ଡିଫେନ୍ସ ଏବଂ ପୋଲିସ କଟର
Read More...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି : ଛତିଶଗଡ଼ ସୁକ୍‌ମା ଏସ୍‌ପିଙ୍କ ନିକଟରେ ଗୁରୁବାର ଜଣେ ମହିଳାଙ୍କ ସମେତ ୨ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନେ ହେଲେ ଆସୋସୀ ଏବଂ ମୁକେଶ ରାଓ୍ବଡେ । ମହିଳା ମାଓବାଦୀ ଆସୋସୀଙ୍କ ନାମରେ ୮ ଲକ୍ଷ ଏବଂ ମୁକେଶଙ୍କ ନାମରେ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା
Read More...

ରାତି ପାହିଲେ ବାହୁଡ଼ା ଯାତ୍ରା, ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରାତି ପାହିଲେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ମହାପ୍ରଭୁ ଜନ୍ମବେଦୀ ଛାଡି ରତ୍ନବେଦୀକୁ ବାହୁଡିବେ । ଶୁକ୍ରବାର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି । ସନ୍ଧ୍ୟାଦର୍ଶନ ଲାଗି ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼
Read More...

ଆଡପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କଲେ କଣ୍ଠଶିଳ୍ପୀ ଅନୁରାଧା ପୋଢୁଆଲ୍

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବିଶିଷ୍ଟ କଣ୍ଠଶିଳ୍ପୀ ଅନୁରାଧା ପୋଢୁଆଲ୍ ଆଜି ଶ୍ରୀଗୁଣ୍ଡିଚା ମନ୍ଦିର ଆସି ଆଡପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଆଡପ ମଣ୍ଡପରେ ଶେଷ ଦର୍ଶନ ହୋଇଥିବାରୁ ଅନୁରାଧା ଗର୍ଭଗୃହକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ
Read More...

ଶ୍ରୀମନ୍ଦିରର ସମସ୍ତ ଦ୍ୱାର ହେବ ରୂପା ଛାଉଣୀ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିରର ସମସ୍ତ ଦ୍ୱାର ହେବ ରୂପା ଛାଉଣୀ । ପ୍ରସ୍ତାବିତ ଏହି କାମ ଆସନ୍ତା ୧୦ ତାରିଖ ମଧ୍ୟରେ ଶେଷ ହେବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି । ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବାରୁ କଳାହାଟ ଦ୍ୱାରର ରୂପା
Read More...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ତହସିଲଦାର ଓ ଅମିନ

କରଞ୍ଜିଆ : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରାଜସ୍ବ ବିଭାଗର ଦୁଇ ଜଣ କର୍ମଚାରୀ । ଦୁଇ କର୍ମଚାରୀ ହେଉଛନ୍ତି ମୟୁରଭଞ୍ଜ ଜିଲା ରରୁଆଁ ତହସିଲଦାର ସତ୍ୟସୁନ୍ଦର ରାଉତ ଓ ଅମିନ କମଳ ଲୋଚନ ପାତ୍ର । ମିଳିଥିବା ସୂଚନା ଅନୁସାରେ, ତହସିଲଦାର ସତ୍ୟସୁନ୍ଦର ରାଉତ
Read More...

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ଟୋକିଓ : ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି । ନାରା ସହରରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ୨ଟି ଗୁଳି ଚଳାଇଥିଲେ । ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇପାରିଲା
Read More...

ପ୍ରକୃତି ମିତ୍ର ହରିହର ନୋଡାଲ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ଲୋଇସିଂହା, (କେିଏନ୍‌ଏସ୍‌) : ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ହରିହର ନୋଡାଲ ଉଚ୍ଚ ବିଦ୍ୟାଳୟ ଯୋଗୀସର୍ଡାରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ରେଞ୍ଜର ପାଉଲ ହରପାଲ, ଫରେଷ୍ଟର ସୁନୀଲ ମିଶ୍ର ଓ ଚିନ୍ମୟ ପ୍ରଧାନଙ୍କ ଉପସ୍ଥିତିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷକ,
Read More...

କୁଲିଙ୍ଗାମାଲ ସେବାଶ୍ରମରେ ବନମହୋତ୍ସବ ପାଳିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ କୁଲିଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟରେ ୟୁଥ୍ ଓ ଇକୋ କ୍ଲବ ଆନୁକୂଲ୍ୟରେ ବନମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନାରାୟଣ ମାଝୀ ତଥା ସମାଜସେବୀ
Read More...

ଗୋଇମୁଣ୍ଡ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅଶୋକ ନାରାୟଣ ଭୋଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପକ୍ଷୀରାଜ ମାଝୀ, ସହକାରୀ
Read More...