Monthly Archives

July 2022

ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପିଏଚସି ଏବଂ ସିଏଚସିଠାରେ କୋଭିଡ କେୟାର ସେଣ୍ଟର ନିର୍ମାଣ ଚାଲୁଥିବା ନେଇ ଜିଲ୍ଲାପାଳଙ୍କ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ସଜାଗ ରହିବା ପାଇଁ ସରକାର ତରଫରୁ କୁହାଯାଇଥିବା ବେଳେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ପିଏଚସି ଏବଂ ସିଏଚସିଠାରେ ୬ଟି
Read More...

ଆର୍ଥିକ ବର୍ଷ ୨୦୨୨-୨୩ ର ପ୍ରଥମ ତିନି ମାସରେ କ୍ୟାପଟିଭ୍ ଓ ବାଣିଜ୍ୟିକ କୋଇଲା ବ୍ଲକର ଉତ୍ପାଦନ ୭୯ ପ୍ରତିଶତ ବୃଦ୍ଧି…

ଗତ ବର୍ଷ ନିଲାମ କରାଯାଇଥିବା ଦୁଇଟି ଖଣିରୁ ୧.୫୭ ନିୟୁତ ଟନ୍ କୋଇଲା ଉତ୍ପାଦନ ହୋଇଛିଚଳିତ ବର୍ଷ ୧୨ ନୂଆ ଖଣିରେ ଉତ୍ପାଦନ ଆରମ୍ଭ ହେବାର ସମ୍ଭାବନା ନୂଆଦିଲ୍ଲୀ, (ପିଆଇବି) : କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଏବଂ ମନୋନୀତ କର୍ତ୍ତୃପକ୍ଷ ୬ ଜୁଲାଇ ୨୦୨୨ ରେ ପ୍ରକଳ୍ପ ପ୍ରସ୍ତାବକଙ୍କ
Read More...

ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ କାର୍ଯ୍ୟକ୍ରମ ଆୟୋଜନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଗଂମଚରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ କାର୍ଯ୍ୟକ୍ରମ ଆୟୋଜନ ହେଉଅଛି । ସେହିପରି ବିଭାଗ ପକ୍ଷରୁ ବିଭିନ୍ନ ସୂଚନା କେନ୍ଦ୍ରରେ ପାଲା, ଦାସକାଠିଆ ଓ ଲୋକ ନୃତ୍ୟ
Read More...

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ପାଇଁ ଭାରତର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର

• ଅଲିମ୍ପିକ୍ସ ପରେ ପ୍ରଶିକ୍ଷଣ ଓ ପ୍ରତିଯୋଗିତାର ସ୍ତର ବୃଦ୍ଧି ପାଇଛି : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପ୍ରତିଯୋଗିତା ପାଇଁ ଭାରତର
Read More...

ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ‘ଏ ଏସ୍’ ସିରିଜ୍ ଉଠାଣ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ସ୍ୱଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ, ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା 'ଏ ଏସ୍' ସିରିଜ୍ ଉଠାଣ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟ ଅତିଥି ଭାବରେ ଯୋଗ
Read More...

ଡାକ ବିଭାଗ ପକ୍ଷରୁ ଦୀନ ଦୟାଲ ସ୍ପର୍ଶ ଯୋଜନା ଆରମ୍ଭ : ଡାକ ଟିକଟ ସଂଗ୍ରହ ଓ ଗବେଷଣାକୁ ପ୍ରୋତ୍ସାହନ

ଭୁବନେଶ୍ବର, (ପିଆଇବି) : ଷଷ୍ଠରୁ ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ବାର୍ଷିକ ଛାତ୍ର ବୃତ୍ତି ପ୍ରଦାନ କରିବା ପାଇଁ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଦୀନ ଦୟାଲ ସ୍ପର୍ଶ ଯୋଜନା ଆରମ୍ଭ କରାଯାଇଛି । ସଉକ ଭାବେ ଡାକ ଟିକଟ ସଂଗ୍ରହ ଏବଂ ଗବେଷଣାକୁ ପ୍ରୋତ୍ସାହନ ଦେବା ଲାଗି ଏହି
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୮୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୬ ଜଣ
Read More...

ଭାଲୁମୁଣ୍ଡା ଓ ମହିମୁଣ୍ଡା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ବାଳିକା ହଷ୍ଟେଲ କାର୍ଯ୍ୟକ୍ଷମ ହୋଇଥିବା ନେଇ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଭାଲୁମୁଣ୍ଡା ଓ ମହିମୁଣ୍ଡା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଛାତ୍ରୀ ଏବଂ ତାଙ୍କ ଅବିଭାବକମାନେ ଜିଲ୍ଲା ପ୍ରଶାସନଙ୍କୁ ବହୁବାର ଅନୁରୋଧ କରିବା ପରେ ଜିଲ୍ଲା ପ୍ରଶାସନ ତରଫରୁ ଏହି ଅନୁରୋଧକୁ ରକ୍ଷା କରି ଏଠାରେ ବାଳିକା
Read More...

ଜମି କେଳେଙ୍କାରୀ ମାମଲା : ଗିରଫ୍‌ ହେଲେଣି ୫ ଜଣ, ତା’ପରେ କାହାର ପାଳି ?

ବଲାଙ୍ଗିର, (କେପିଏନ୍‌ଏସ୍‌) : ଧୁମାମରା ଜମି କେଳେଙ୍କାରୀ ମାମଲାକୁ ନେଇ ଏବେ ଉଠୁଛି ପଡ଼ୁଛି ସହର । ଏଯାଏଁ ୫ ଜଣ ଅଭିଯୁକ୍ତ ଗିରଫ୍‌ ହୋଇ ସାରିଥିବା ବେଳେ ତା'ପରେ କାହାର ପାଳି ବୋଲି ହାଟରେ ବାଟରେ ଚର୍ଚ୍ଚା ଜୋର୍‌ ଧରିଛି । ତତ୍‌କାଳୀନ ସବ୍‌ରେଜିଷ୍ଟ୍ରାର ଅଫିସର ବରିଷ୍ଠ କିରାଣୀ ଦୀପକ
Read More...

ପଦ୍ମପୁର ମହାବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ବନ ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଯୁବ ରେଡକ୍ରସ୍,ଏନଏସଏସ, ଏନ୍‌ସିସି ଓ ଇକୋ କ୍ଲବ୍‌ର ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ
Read More...