Monthly Archives

July 2022

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ନଅଗାଁ(ଖ) ଗ୍ରା.ପ.ରୁ ୧ ଜଣ, ବୁଦୁଲା ଗ୍ରା.ପ. ୧ ଜଣ, ଆଗଲପୁର ଗ୍ରା.ପ.ରୁ ବ ଜଣ, ରିନ ବଚନ ଗ୍ରା.ପ.ରୁ ୧ ଜଣ,
Read More...

ବ୍ଲକସ୍ତରୀୟ ବରଗଡ଼ ଇନୋଭେସନର କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଏକ ବ୍ଲକସ୍ତରୀୟ ପ୍ରଶିକ୍ଷଣ ଶିବିର ଆୟୋଜନ ହୋଇଯାଇଅଛି । ଉକ୍ତ ଶିବିରରେ ବ୍ଲକରେ ମୋନାନୀତ ୭ଟି ସ୍କୁଲର ୭ଜଣ ପ୍ରଧାନ ଶିକ୍ଷକ, ୨୮ଜଣ ମେଣ୍ଟର ଓ ୨୮ ଜଣ କେପଟେନ ସର୍ବମୋଟ ୬୩ ଜଣ ପ୍ରଶିକ୍ଷଣ ନେଇଥିଲେ
Read More...

ଭିଜିଲାନ୍ସ ଜାଲରେ ପଡ଼ିଲେ ତହସିଲ କିରାଣୀ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ଭାଭୋନା ତହସିଲ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ବଲରାମ କଲାରି ଆଜି ଜନୈକ ବ୍ୟକ୍ତିଙ୍କ ମ୍ୟୁଟେସନ କାମ କରିଦେବା ବାବାଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଥିଲେ । ବରିଷ୍ଠ ସହାୟକ ଉକ୍ତ କାମ ପାଇଁ
Read More...

ବରକେରାରେ ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ, ବରିଷ୍ଠ ଶିକ୍ଷକ ମିଟୁ କିଶୋର ପ୍ରଧାନଙ୍କ ଆୟୋଜନରେ ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳିତ ହୋଇଯାଇଛି । ଏଥିପାଇଁ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ
Read More...

ବଲାଙ୍ଗିର ଜିଲ୍ଲା ପୌରପାଳିକା ସ୍ୱାସ୍ଥ୍ୟକର୍ମୀଙ୍କ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ୨୦୨୨ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସହର ମଧ୍ୟରେ ଥିବା କଲେଜ ଛକ, କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ପୌରପାଳିକାରେ କାର୍ଯ୍ୟରତ ସଫେଇ କର୍ମଚାରୀମାନଙ୍କ ସବିଶେଷ ସ୍ୱାସ୍ଥ୍ୟ ନିରୀକ୍ଷଣ, ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କ ବିଭିନ୍ନ ରୋଗ ଓ ସମ୍ଭାବ୍ୟ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଯଥା
Read More...

ଲୋଇସିଂହା ବ୍ଲକ ବିଜେଡି ପକ୍ଷରୁ ବୃକ୍ଷ ରୋପଣ

ଲୋଇସିଂହା, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀ ଅଧୀନସ୍ତ ଲୋଇସିଂହା ବ୍ଲକ ବିଜୁ ମହିଳା, ଯୁବ ଛାତ୍ର ଜନତା ଦଳ ତରଫରୁ ବିଜେଡି ବ୍ଲକ ସଭାପତି ହୃଡାନନ୍ଦ
Read More...

ଆମ ପୁଲିସ ତରଫରୁ ସେକ୍ଟର ୧୯ ଥାନା ପ୍ରଭାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜିଲ୍ଲା ପୁଲିସ ତରଫରୁ ସେକ୍ଟର ୧୯ ଥାନା ପ୍ରଭାରୀ ମାନସ ସ୍ୱାଇଁଙ୍କୁ ସେକ୍ଟର ୧୫ ଥାନାକୁ ବଦଳି କରାଯାଇଛି । ଏହି ଅବସରରେ ସେକ୍ଟର ୧୯ ଥାନା ଆମ ପୁଲିସ ତରଫରୁ ଏକ ନିରାଡମ୍ବର ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଆମ ପୁଲିସ
Read More...

ଶ୍ରୀ ସତ୍ୟସାଇ ସଂଗଠନ ଦ୍ୱାରା ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଶ୍ରୀ ସତ୍ୟସାଇ ସଂଗଠନ ଦ୍ୱାରା ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛିନ୍ଦେଇକେଲା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ସାହୁ ଓ ଖେଳ ଶିକ୍ଷକ ହେମ ସାଗର ସାହୁ ଉକ୍ତ
Read More...

ରୋଟାରୀ କ୍ଲବ ଷ୍ଟିଲ ସିଟି ତରଫରୁ ବନମହୋତ୍ସବ ସପ୍ତାହ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ସଭାପତି ରୋଟାରୀଆନ ଆନାବେଲ ଡିସୌଜାଙ୍କ ନେତୃତ୍ଵରେ କୋଏଲନଗର ବି ବ୍ଲକ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରଠାରେ ବନମହୋତ୍ସବ ଉପଲକ୍ଷେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ମହିଳା ଗୋଷ୍ଠୀକୁ ମହୁଚାଷ ଉପକରଣ ବଣ୍ଟନ

ଦେଓଗାଁ, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ ଗାଈବାହାଲ ଓ ଉଡାର ପଞ୍ଚାୟତର ବିଭିନ୍ନ ମହିଳା ଗୋଷ୍ଠୀକୁ ମହୁଚାଷ ପାଇଁ ଉପକରଣ ବଣ୍ଟନ କରାଯାଇଛି । ଏନେଇ ଜିଲ୍ଲାପାଳ ଚଞ୍ଚଳ ରାଣା ସୂଚନା ଦେଇଛନ୍ତି । ଗାଈବାହାଲ ପଞ୍ଚାୟତ ଘୁଚିପାଲି ଗାଁର ମା' ସାବିତ୍ରୀ, ଗାୟତ୍ରୀ, ବୀଣାପାଣି ଗୋଷ୍ଠୀର ୩୦
Read More...