Monthly Archives

July 2022

ମାହଗାଁ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଅନ୍ତର୍ଗତ ମହଗାଁ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଶତାଧିକ ଛାତ୍ରଛାତ୍ରୀ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିବା ସହିତ ଜଙ୍ଗଲ ଓ ପରିବେଶ ସୁରକ୍ଷା,
Read More...

ଡେଲାଙ୍ଗ ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ ପ୍ରକୋଷ୍ଠରେ ସୋମବାର ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ମଣ୍ଡଳ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୫୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୬ ଜଣ
Read More...

ସିନାପାଲିରେ ବ୍ଲକସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ସିନାପାଲି, (ନିରାକାର ମେହେର) : ଓଡ଼ିଶା ସାହିତ୍ୟ ଏକାଡ଼େମୀର ସ୍ୱନକ୍ଷତ୍ର ଦିବସ ଅବସରରେ ସିନାପାଲି ଗୋଷ୍ଠୀ ଶିକ୍ଷା ଅନ୍ତର୍ଗତ ଉଭୟ କନିଷ୍ଠ ଓ ବରିଷ୍ଠ ବର୍ଗର ଛାତ୍ରଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ମଙ୍ଗଳବାର ଅନୁଷ୍ଠିତ ହୋଇଛି । ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୋଡ଼ାଲଠାରେ
Read More...

ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେଙ୍ଗଳରେ ବନ ମହୋତ୍ସବ ଅନୁଷ୍ଠିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ରେଙ୍ଗଳ ଗ୍ରାମ ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେଙ୍ଗଳରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ବନ ମହୋତ୍ସବ ଉପଲକ୍ଷେ ଏକ ସଭା ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ନିଖିଳ ଉତ୍କଳ ପ୍ରାଥମିକ
Read More...

ତୁର୍ଲାରେ ବନ ମହୋତ୍ସବ ଓ ବୃକ୍ଷ ରୋପଣ

ଆଜିର ଆହ୍ୱ।ନ ଏକଗଛ ଏକ ସନ୍ତାନ ପାଟଣାଗଡ଼, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ତୁର୍ଲା ଗାଁ ଆଶ୍ରମ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ହରିଶଙ୍କର ବନପାଳ ଅରବିନ୍ଦ ଧରୁଆ
Read More...

ମୁଣ୍ଡପଳାରେ ‘ଦୁଗ୍ଧ ଚାଷୀ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଗତକାଲି ଦେଓଗାଁ ବ୍ଲକ ଅର୍ନ୍ତଗତ ମୁଣ୍ଡପଲା ଗାଁରେ ଏକ ହଜାର କ୍ଷମତା ବିଶିଷ୍ଟ ଦୁଗ୍ଧ ଶିତଳକ ଯନ୍ତ୍ର ସ୍ଥାପନ, ଦୁଗ୍ଧ ଶିତଳକ କେନ୍ଦ୍ର ଓ ମିଲକ୍‌ ବାଇକ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଦ୍ୱାରା ଉଦ୍‌ଘାଟନ ହୋଇଯାଇଛି । ଦୁଗ୍ଧ ସଂଘର ସାଧାରଣ
Read More...

ଜାତୀୟ ମୁଏଥାଇ ୨୦୨୨- ବରଗଡକୁ ୩ଟି ରୌପ୍ୟ ଏବଂ ୪ଟି କାଂସ୍ୟ ସହ ସମୁଦାୟ ୭ଟି ପଦକ : ସମ୍ବର୍ଦ୍ଧିତ ହେଲେ ପ୍ରତିଯୋଗୀ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆନ୍ତର୍ଜାତିକ ଅଲମ୍ପିକ କମିଟି ଦ୍ୱାରା ସ୍ୱୀକୃତ "ଇଣ୍ଟରନେସନାଲ ଫେଡେରେସନ ଅଫ ମୁଏଥାଇ ଆସୋସିଏସନ" ସହ ଅନୁବନ୍ଧିତ ଏକମାତ୍ର ଭାରତୀୟ ସଂସ୍ଥା "ୟୁନାଇଟେଡ଼ ମୁଏଥାଇ ଆସୋସିଏସନ- ଇଣ୍ଡିଆ" ପକ୍ଷରୁ ମଧ୍ୟପ୍ରଦେଶର ଦେବାସ ସ୍ଥିତ ଶ୍ରୀମନ୍ତ ଟୁକୋଜି ରାଓ ପାୱାର
Read More...

ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି : ପ୍ରତ୍ୟେକ ଶନି ଓ ରବିବାର ଦିନ ହେବ ଶତ ପ୍ରତିଶତ ହେଲମେଟ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ପାଇଁ ଗତ ଜୁନ୍‌ ୦୧ ତାରିଖଠାରୁ ସୁବର୍ଣ୍ଣପୁର ଜିଲ୍ଲାରେ ନୋ ହେଲମେଟ ନୋ ପେଟ୍ରୋଲ କଡାକଡି ଭାବେ କାର୍ଯ୍ୟକାରୀ କରାଯାଉଛି । ତେବେ ଏହି ଧାରାକୁ ବଜାୟ ରଖିବା ସହ ଗାଡିଚାଳନା ସମୟରେ ହେଲମେଟ ପିନ୍ଧିବା ଅଭ୍ୟାସକୁ ଆହୁରି
Read More...

ରାତ୍ରୀକାଳୀନ ଚଢ଼ାଉ : ବେନିୟମ ବାଲି ଚାଲାଣ ନିମନ୍ତେ ୩ ଗୋଟି ଟ୍ରାକ୍ଟରକୁ ୭୫ହଜାର ଟଙ୍କା ଜୋରିମାନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଗତକାଲି ରାତିରେ ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୩ ଗୋଟି ଟ୍ରାକ୍ଟରକୁ ବେନିୟମ ବାଲି ଚାଲାଣ କରୁଥିବା ସମୟରେ ଉପଜିଲ୍ଲାପାଳ ସୋନପୁର ଡ଼.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ତତ୍ୱାବଧାନରେ ତହସିଲଦାର ସୋନପୁର ନଵୀନ କିଶୋର ପାଢ଼ୀ, ଆର ଆଇ ସୁଧୀର
Read More...