Monthly Archives

July 2022

କୃଷି ବୀମା ରାଶି ପ୍ରଦାନ ଓ ଖପ୍ରାଖୋଲ ପଞ୍ଚାୟତକୁ ସଂପୂର୍ଣ୍ଣ ମରୁଡ଼ି ଘୋଷଣା କରିବା ପାଇଁ ଖପ୍ରାଖୋଲ ପଞ୍ଚାୟତ…

ପାଟଣାଗଡ, (ଗୋରେଖ ନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ସ୍ଥାନୀୟ ପଞ୍ଚାୟତର କୃଷି ବୀମା ରାଶିକୁ ବୀମା କମ୍ପାନୀ ସ୍ଥଗିତ ରଖିଛି । ଏହାକୁ ପଞ୍ଚାୟତର ଚାଷୀ ବିରୋଧ କରି ସୋମବାର ଦିନ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ରଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ୫ ଦଫା ସମ୍ବଳିତ ଏକ ଦାବୀପତ୍ର
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
Read More...

ଅଶୋକା ବିଲ୍ଡକନ୍ ଓ ନିଷ୍ଠା ପରିବାର ତରଫରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଅଶୋକା ବିଲ୍ଡକନ୍ ଓ ନିଷ୍ଠା ପରିବାରର ମିଳିତ ଆନୁକୁଲ୍ୟରେ ଟୋଲଗେଟ୍ ବରାହଗୋଡାଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରକୁ ମୁଖ୍ୟ ଅତିଥି ଭାରତୀୟ ଜାତୀୟ ରାଜପଥ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନାଗେଶ୍ଵର ରାଏ ଓ
Read More...

ଅର୍ଦ୍ଧେନ୍ଦୁ ଦାସଙ୍କ ଅନ୍ୟାୟ ଗିରଫଦାରୀକୁ ନେଇ ବାଲିଗୁଡା ସାମ୍ବାଦିକଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ : ଉପ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସତ୍ୟ ନିର୍ଭିକ ନିରପେକ୍ଷ ଖବର ପ୍ରସାରଣ କରୁଥିବା ବରିଷ୍ଠ ସାମ୍ବାଦିକ ତଥା ବଡ଼ ଖବରର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ରାଜ୍ୟ ସରକାର ଇଓଡବ୍ଲୁ ଲଗାଇ ଆକ୍ରୋଶ ମୂଳକ ଭାବେ କଣ୍ଠରୋଧ କରିବା ପାଇଁ ଗିରଫ କରାଯାଇ ଥିବାରୁ ବାଲିଗୁଡା
Read More...

କୁରୁଲ ରାମଜୀ ହାଇସ୍କୁଲର ପୁରାତନ ବିଦ୍ୟାର୍ଥୀମାନଙ୍କ ମୋ ସ୍କୁଲ ଅଭିଯାନ ଯୋଜନାର ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ମୋ ସ୍କୁଲ ଅଭିଯାନ ଯୋଜନାରେ ନିଜକୁ ସାମିଲ କରିବା ପାଇଁ ରାମଜୀ ହାଇସ୍କୁଲ କୁରୁଲର ୨୦୧୦ ବ୍ୟାଚର ପୁରାତନ ବିଦ୍ୟାର୍ଥୀମାନେ ଏକତ୍ରିତ ହୋଇ ନିଜକୁ ମଣିଷ କରି ଗଢି ତୋଳିଥିବା ବିଦ୍ୟା ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ପାଇଁ ସଂକଳ୍ପ ନେଇଥିଲେ ।
Read More...

ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କଲେଜଛକ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନା ଅନୁସାରେ ବଲାଙ୍ଗିର ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ସଙ୍କୁଳ ପ୍ରମୁଖ କାର୍ଯ୍ୟକ୍ରମରେ ରାମ କୁମାର
Read More...

ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା

କଟକ : ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁସାରେ ଜୁନ୍‌ ୬ ତାରିଖ ଦିନ ୧ଟା ବେଳେ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ବୋର୍ଡ ୱେବ୍‌ ସାଇଟ bseodisha.ac.in bseodisha.nic.in କିମ୍ବା ଏସ୍‌ଏମ୍‌ଏସ୍‌ ଜରିଆରେ ରିଜଲ୍ଟ
Read More...

ଅଂକୁର ସାହିତ୍ୟ ସଂସଦ ତରଫରୁ ଭକ୍ତି କବିତା ଆସର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ରଥଯାତ୍ରା ଅବସରରେ ବଲାଙ୍ଗିର ସନାତନ ମନ୍ଦିରଠାରେ ଅଂକୁର ସାହିତ୍ୟ ସଂସଦ ବଲାଙ୍ଗିର ତରଫରୁ ଭକ୍ତି କବିତା ଆସର ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ସଭାପତି ଡ଼ ଅଶୋକ କୁମାର ସେଠିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ କବି
Read More...

ବଲାଙ୍ଗିର ପୌରପରିଷଦରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଯୋଗଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ସାମିରେଡ୍ଡିଜୟଶ୍ରୀ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁଙ୍କ ସମେତ ସମସ୍ତ କାଉନସିଲର ସଭ୍ୟସଭ୍ୟା ଓ ପୌର ପ୍ରଶାସନର ସମସ୍ତ କର୍ମଚାରୀ ସ୍ୱାଗତ ଜଣାଇଥିଲେ ।
Read More...

ନେହେରୁ ଯୁବକେନ୍ଦ୍ର ସଂଗଠନ ପକ୍ଷରୁ “ବନ ମହୋତ୍ସବ” ସପ୍ତାହ ଉଦ୍‌ଘାଟନ

ଭବାନୀପାଟଣା, (ପି.କେ. ସାହୁ) : ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧିନସ୍ତ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ଓ ଆମର ତିଳଯୋଡି ଯୁବକ ସଙ୍ଘର ମିଳିତ ଉଦ୍ୟମରେ ତିଳଯୋଡି ଗ୍ରାମର ଅଙ୍ଗନବାଡି ସେଣ୍ଟରଠାରେ "ବନ ମହୋତ୍ସବ " ସପ୍ତାହ କାର୍ଯ୍ୟକ୍ରମ ଉଦ୍‌ଘାଟନ
Read More...