Monthly Archives

July 2022

ଇରାନରେ ଶକ୍ତିଶାଳୀ ଭୂମିକମ୍ପ : ୫ ମୃତ, ୪୪ ଆହତ

ତେହରାନ : ଇରାନରେ ଶନିବାର ଏକ ବଡ ଧରଣର ଭୂକମ୍ପ ଝଟକା ଅନୁଭବ ହୋଇଛି । ଭୂକମ୍ପର ତିବ୍ରତା ଖୁବ ଅଧିକ ଥିବାରୁ କତର,ୟୁଏଇ ଓ ଚୀନ ପର୍ୟ୍ୟନ୍ତ ଏହାର ପ୍ରଭାବ ଅନୁଭବ ହୋଇଛି । ଇରାନର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭୂକମ୍ପର ତିବ୍ରତା ୬.୧ ରେକର୍ଡ କରାଯାଇଛି । ଭୂକମ୍ପରେ ପ୍ରାୟ ୫ ଜଣଙ୍କ
Read More...

କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ, (କେପିଏନ୍‌ଏସ୍‌) : କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସିଏମ୍‌ସି ପକ୍ଷରୁ କଟକରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଭୁବନେଶ୍ୱର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ସିଏମ୍‌ସି ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ
Read More...

ଶ୍ରୀ ସତ୍ୟସାଇ ବାବାଙ୍କ ୫୦ତମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨,ସି/୫୬ ସ୍ଥିତ ଶ୍ରୀ ସତ୍ୟସାଇ ବାବାଙ୍କ ବିଗ୍ରହ ପ୍ରତିଷ୍ଠା ଦିବସର ୫୦ତମ ବାର୍ଷିକୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବନବାସ ପଟ୍ଟନାୟକ, ସ୍ୱର୍ଣ୍ଣପ୍ରଭା ପଟ୍ଟନାୟକ, ଗୋପୀନାଥ ପଟ୍ଟନାୟକ ଓ ବନ୍ଦନା ପଟ୍ଟନାୟକ
Read More...

କଲରାପତ୍ରିଆ ବାଘ ଛାଲ ଜବତ ସହ ଜଣେ ଗିରଫ

ଉମରକୋଟ : ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଏକ କଲରାପତ୍ରିଆ ବାଘ ଛାଲ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ଗିରଫ ବ୍ୟକ୍ତିଙ୍କ ନାଆଁ ଅନନ୍ତ ପନକା ବୋଲି ଜଣାପଡିଛି । ତାଙ୍କର ଘର ଝରିଗାଁ ନିକଟସ୍ଥ ବେଲଗାଁରେ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଅନନ୍ତ ପନକା ରାଇଘର
Read More...

ଦୋକାନ ବାହାରେ ଥିବା ବାଇକକୁ ଜାଳି ଦେଇଥିବା ଅଭିଯୋଗ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲାର କଣ୍ଟାବାଞ୍ଜି ସହର ବେହେରାପଡାର ଏକ ଦୋକାନ ବାହାରେ ଥିବା ବାଇକକୁ କିଛି ଦୁର୍ବୃତ୍ତ ଜାଳି ଦେଇଥିବା ଅଭିଯୋଗ ହୋଇଛି । ସୂଚନାନୁସାରେ ଘଟଣାଟି ବିଳମ୍ବିତ ରାତିରେ ହୋଇଥିବା ବେଳେ ବାଇକ ଜଳା ଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ
Read More...

ଶନିବାର ଦିନ ପୂର୍ବ ଭଳି ସକାଳ ସ୍କୁଲ ପାଇଁ ଶିକ୍ଷକ ସଂଘ ପକ୍ଷରୁ ଦାବୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ଦିନ ପୂର୍ବ ଭଳି ସକାଳ ସ୍କୁଲ କରାଯିବାକୁ ଶିକ୍ଷକ ସଂଘ ପକ୍ଷରୁ ଦାବୀ କରାଯାଇଛି । ଓଷ୍ଟା ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ କହିଛନ୍ତି ଯେ, ଶନିବାର ଦିନ ସ୍କୁଲ ସକାଳୁଆ ହେଲେ ଛାତ୍ରଛାତ୍ରୀମାନଙ୍କ ପ୍ରତିଭା ବିକାଶ ନିମନ୍ତେ ବିଭିନ୍ନ
Read More...

ଜୁଲାଇ ୬ରେ ଜିଲ୍ଲାସ୍ତରୀୟ ଓଡିଆ ପ୍ରବନ୍ଧ, ସାହିତ୍ୟ ସମ୍ପର୍କିତ ବକୃତା, କବିତା ଆବୃତି, ସାହିତ୍ୟ ସମ୍ପର୍କିତ ସାଧାରଣ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତା କନିଷ୍ଠ ବର୍ଗ ୬ଷ୍ଠରୁ ୭ମ ଶ୍ରେଣୀ ଏବଂ ବରିଷ୍ଠ ବର୍ଗ ୮ମରୁ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହେବ । ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ
Read More...

ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ କରିଛନ୍ତି ।
Read More...

ଏଚ୍‌ଡିଏଫ୍‌ସି କମ୍ପାନୀ ଚଞ୍ଚକତା କରି ବରଗଡ ଜିଲ୍ଲାର ୭୦ ହଜାରରୁ ଅଧିକ ଚାଷୀଙ୍କ ପଞ୍ଜିକୃତ ଫସଲ ରିଜେକ୍ଟ କରିଛି,…

ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ତୁରନ୍ତ ପ୍ରଦାନ ପାଇଁ ଓଡିଶା କୃଷି ସଚିବଙ୍କୁ ଭେଟି ଆଲୋଚନା କଲେ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଆଜି
Read More...

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡକ ଦୁର୍ଘଟଣାରେ ଅକାଳ ବିୟୋଗ ହୋଇଥିବା ଖବର ପାଇ ରାଜ୍ୟ ସୂଚନା ଓ ଲୋକ ସମ୍‌ପର୍କ ବିଭାଗର ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କର ଅକାଳ ବିୟୋଗ ସାମ୍ୱାଦିକ ଜଗତ ପାଇଁ ଏକ ଅପୁରଣୀୟ
Read More...