ଲୋଇସିଂହା ବ୍ଲକ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଲୋଇସିଂହା, (କେପିଏନ୍ଏସ୍) : ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଲୋଇସିଂହା ବନ ବିଭାଗ ତରଫରୁ ସ୍ଥାନୀୟ ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଜିଲ୍ଲା କଂଗ୍ରେସ ସଭାପତି!-->…
Read More...
Read More...