ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୭୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ!-->…
Read More...
Read More...