ସ୍ୱାସ୍ଥ୍ୟ ଓ ଆନନ୍ଦ ପାଇଁ ପ୍ରେମ ଓ ସଂହତି ବିଷୟକୁ ନେଇ ଚିତ୍ରାଙ୍କନ ପ୍ରତିଯୋଗିତା
ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାସ୍ଥ୍ୟ ଓ ଆନନ୍ଦ ପାଇଁ ପ୍ରେମ ଓ ସଂହତି ବିଷୟ ବସ୍ତୁକୁ ଆଧାର କରି ଚିତ୍ରାଙ୍କନ ପ୍ରତିଯୋଗିତାରେ ସେକ୍ଟର ୫ସ୍ଥିତ ଶ୍ରୀଅରବିନ୍ଦ ସ୍କୁଲଠାରେ ରାଉରକେଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ । ସ୍କୁଲର ଅଧ୍ୟକ୍ଷ ଗୋଦାବରୀଶ!-->…
Read More...
Read More...