Monthly Archives

July 2022

ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ମୋ ଗ୍ରାମ ମୋ ବ୍ୟାଙ୍କ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ମୋ ଗ୍ରାମ ମୋ ବ୍ୟାଙ୍କ କାର୍ଯ୍ୟକ୍ରମ ବଣେଇ ବ୍ଲକର ବାବୁନୁଆଗାଁଠାରେ କୃଷକଙ୍କ ନିମନ୍ତେ କରାଯାଇଥିଲା । ଷ୍ଟେଟ ବ୍ୟାଙ୍କର ବଣେଇ ଶାଖା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବଣେଇ ଓ ଗୁରୁଣ୍ଡିଆ ବ୍ଲକର କୃଷି, ଓଡିଶା…
Read More...

ଜିଲ୍ଲା ଦଳିତ ବିକାଶ ମଞ୍ଚର ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ଦଳିତ ବିକାଶ ମଞ୍ଚ ବଲାଙ୍ଗିରର ସାଧାରଣ ପରିଷଦ ବୈଠକ ସ୍ôଥାନୀୟ ଡୁଙ୍ଗୁରିପଡାଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନଟରାଜ ନାଗଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଉକ୍ତ ସଭାରେ ସମ୍ପାଦକ ବିପିନ ନନ୍ଦ, କୋଷାଧ୍ୟକ୍ଷ ମୁରଳିଧର ସୁନା, ଭୁବନ ନାଗ,…
Read More...

ବ୍ୟକ୍ତିତ୍ୱ ନିର୍ମାଣ, ପରିବାର ନିର୍ମାଣ ହେଲେ ହିଁ ରାଷ୍ଟ୍ର ନିର୍ମାଣ ସମ୍ଭବ : ଜୈନ ଗୁରୁ ମୁନିଶ୍ରୀ ପ୍ରଶାନ୍ତ କୁମାର

କଂଟାବାଂଜି, (ଗୁରୁଦୟାଲ ହଂସ) : ବ୍ୟକ୍ତିତ୍ୱ ନିର୍ମାଣ କରିବା ସହିତ ପରିବାର ନିର୍ମାଣ ହେଲେ ହିଁ ରାଷ୍ଟ୍ର ନିର୍ମାଣ ସମ୍ଭବ ହୋଇପାରିବ ବୋଲି ଜୈନ ଗୁରୁ ମୁନିଶ୍ରୀ ପ୍ରଶାନ୍ତ କୁମାର ରବିବାର ଦିନ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି । ଚର୍ତୁମାସ ଅବସରରେ ସ୍ଥାନୀୟ ଜୈନ…
Read More...

ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ବୃକ୍ଷ ରୋପଣ

ଟିଟିଲାଗଡ, (କେପିଏନ୍‌ଏସ୍‌) : ଆଜି ଟିଟିଲାଗଡ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ଧବଳେଶ୍ୱର ଉନ୍ନିତ ଉଚ୍ଚ ବିଦ୍ୟାଳୟଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଳ ସଂପଦ ଓ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ…
Read More...

ବିଜୁ ଜନତା ଦଳର ୨୫ତମ ପୂର୍ତ୍ତି ଅବସରରେ ସହରର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆଜି ସହରର ବିଭିନ୍ନ ସ୍ଥାନରେ ବିଜୁ ଜନତା ଦଳର ୨୫ତମ ପୂର୍ତ୍ତି ଅବସରରେ ବିଜୁ ଜନତା ଦଳ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିବା ଜଣାପଡିଛି । ଏଥିରେ ବଲାଙ୍ଗିର ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳର ସମସ୍ତ ବର୍ଗର ଶତାଧିକ ସଦସ୍ୟ…
Read More...

ବରଗଡ-ନୂଆପଡା ନୂତନ ରେଲୱେ ଲାଇନ ଅନୁମୋଦନ ପାଇଥିବାରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜନ ସାଧାରଣଙ୍କ ବହୁ ଦିନର ଆଶା ଆକାଂକ୍ଷା ଓ ଦାବୀ ପ୍ରତି ସରକାର ମୋହର ମାରି ବରଗଡରୁ ନୂଆପଡା ପର୍ଯ୍ୟନ୍ତ ଏକ ନୂତନ ରେଲୱେ ଲାଇନକୁ ଅନୁମୋଦନ କରିଥିବାରୁ ନୂଆଦିଲ୍ଲୀ ରେଲୱେ ଭବନରେ କେନ୍ଦ୍ର ରେଲୱେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପଦ୍ମପୁର ଓ…
Read More...

ଶୋଚନୀୟ ଅବସ୍ଥାରେ ବରଗଡ଼ ଭଟଲି ରାସ୍ତା

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସହରରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସଂଯୋଗ କରୁଥିବା ଏକମାତ୍ର ମୁଖ୍ୟ ରାସ୍ତା ବରଡୋଲ ପଞ୍ଚାୟତ ଡାଙ୍ଗ ଗ୍ରାମ ପଧାନଟିକିରାଠାରେ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପଡି ରହିଥିବା ଅଭିଯୋଗ ହେଉଛି । ଉକ୍ତ ରାସ୍ତା ଦେଇ ପ୍ରତ୍ୟେକ ଦିନ ହଜାର ହଜାର ଲୋକ…
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଳପୁର ବ୍ଲକ ବକ୍‌ଟି ଗ୍ରା.ପ., ଆଗଲପୁର ଗ୍ରା.ପ., ଭରସୁଜା ଗ୍ରା.ପ., ସାଲେଭଟା ଗ୍ରା.ପ.ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ…
Read More...

ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ଭାସି ବୃଦ୍ଧ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ରେ ଗାଧୋଉଥିବା ବେଳେ ନଦୀରେ ଭାସିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମୁଣ୍ଡିଗଡ଼ ଗାଁର ରାଇସିଂ ପାତ୍ର । ମୁଣ୍ଡିଗଡ଼ ଗାଁର ରାଇସିଂ ଶନିବାର ନଦୀ…
Read More...

ତହଁକ କୁଟୁମ ପକ୍ଷରୁ ଝକେର୍ କବିତା ଆସର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ଅମଲାଭବନଠାରେ ତହଁକ କୁଟୁମ ତରଫରୁ ଝକେର୍ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ଧର୍ମସିଂହ ମିଶ୍ରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ନିରଞ୍ଜନ ପଣ୍ଡା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦେବେନ୍ଦ୍ର ନାଏକ ଯୋଗ ଦେଇଥିଲେ । ମୁଖ୍ୟବକ୍ତା…
Read More...