Monthly Archives

July 2022

ପୁରୀରେ ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଖୋଲାଯାଉଛି ରଥ । ବିଶ୍ଵକର୍ମା ମହାରଣାଙ୍କ ତତ୍ତ୍ଵାବଧାନରେ ଭୋଇ ସେବକମାନେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଖୋଲିବା କାର୍ଯ୍ୟ ଆରମ୍ଭ କରିଛନ୍ତି । ଏହାପରେ
Read More...

କୋଠା ଭୁଶୁଡ଼ି ଜଣେ ମୃତ

ନୂଆଦିଲ୍ଲୀ : ଦିଲ୍ଲୀର ମୁସ୍ତଫାବାଦର ବାବୁନଗରରେ ଆଜି ସକାଳେ ଏକ ଘର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଖବର ପାଇ ୩ଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଏହି ଘଟଣାରେ ଆଉ କ'ଣ କ୍ଷୟକ୍ଷତି ଘଟିଛି ତାହା ପରେ ଆକଳନ କରାଯିବ ବୋଲି
Read More...

ବିଶ୍ୱ ଚାମ୍ପିୟନସିପ୍‌ରେ ରୌପ୍ୟ ଜିତି ଇତିହାସ ରଚିଲେ ନୀରଜ

ନୂଆଦିଲ୍ଲୀ : ବିଶ୍ୱ ଆଥଲେଟିକ ଚାମ୍ପିଅନସିପ୍‌ରେ ରୌପ୍ୟ ଜିତି ଆଉ ଏକ ଇତିହାସ ରଚିଛନ୍ତି ଗୋଲ୍ଡେନ ବଏ ନୀରଜ ଚୋପ୍ରା । ୨୦୦୩ ପରେ ସେ ଏହି ଚାମ୍ପିୟନସିପ୍‌ରେ ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି । ନୀରଜ ଆମେରିକାର ୟୁଗେନରେ ଅନୁଷ୍ଠିତ ଚାମ୍ପିୟନସିପ୍‌ର ଫାଇନାଲରେ ଚତୁର୍ଥ ରାଉଣ୍ଡରେ
Read More...

କଳାକାର ମହାସଂଘର ସଭାପତି ପ୍ରେମ ସାଗର ଫୌଜଦାର ଆଙ୍ଗୋତ୍ସର୍ଗ ସମ୍ମାନରେ ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କଳାକାର ମହାସଂଘ ସଭାପତି ପ୍ରେମ ସାଗର ଫୌଜଦାରଙ୍କୁ 'ଭଞ୍ଜ କଳାମଣ୍ଡପ' ଭୁବନେଶ୍ୱରଠାରେ ଅନୁଷ୍ଠିତ 'ରାଜ୍ୟ କଳାକାର ମହାସଂଘ ଓଡ଼ିଶା' ସୋଜନ୍ୟରେ 'ଆଙ୍ଗୋତ୍ସର୍ଗ ସମ୍ମାନ -୨୦୨୨' ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି ।
Read More...

ଓଡ଼ିଶା ଇତିହାସରେ ପ୍ରଥମ ଘଟଣା, ରାଜ୍ୟ ସରକାରଙ୍କ ସମ୍ପତ୍ତି ଜବତ କଲା ଏକ ଘରୋଇ ସଂସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ଇତିହାସରେ ପ୍ରଥମ ଘଟଣା, ରାଜ୍ୟ ସରକାରଙ୍କ ସମ୍ପତ୍ତି ଏକ ଘରୋଇ ସଂସ୍ଥା ଜବତ କରିଛି । ଅଧିକାରୀମାନଙ୍କର ଅପାରଗତା ଓ ପରିଚାଳନାଗତ ତୃଟି ଯୋଗୁଁ ସରକାର ଏଭଳି ଏକ ଅଭାବନୀୟ ପରିସ୍ଥିତିର ସାମ୍ନା କରିଛନ୍ତି ବୋଲି ମତ ପ୍ରକାଶ ପାଉଛି । ସମ୍ବଲପୁରରେ
Read More...

ଘସିଏନ ପ୍ରାଥମିକ ବିଦ୍ୟାଳୟରେ ଲହଡି ମାରୁଛି ବର୍ଷା ଜଳ : ଅବ୍ୟବସ୍ଥାରେ ଅନ୍ୟ ସ୍କୁଲରେ ପିଲାଙ୍କ ପାଠପଢା ଚାଲିଥିବା…

ପାଟଣାଗଡ଼, (ଗୋରେଖନାଥ ବରିହ।) : ପାଟଣାଗଡ଼ ବ୍ଲକ ଘସିଏନ ପଞ୍ଚାୟତ ଘସିଏନ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବର୍ଷା ଜଳ ଲହଡୀ ମାରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି । ଯାହାଫଳରେ ସ୍କୁଲରେ ପାଠପଢ଼ା ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଥିବା ଅଭିଯୋଗ ହେଉଛି । ଅଭିଯୋଗ ଅନୁସାରେ
Read More...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଜୀଅନ୍ତା ଜାଳି ଦେଇଥିବା ଅଭିଯୋଗ

ସୋର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାରିଙ୍ଗିଆରେ ଗାଁରେ ଘଟିଛି ଏକ ଅମାନୁଷିକ କାଣ୍ଡ । ଜଣେ ଯୁବକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୌଚାଳୟ ଭିତରେ କିରୋସିନି ଢାଳି ଜାଳି ଦେଇଥିବା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, ରବିବାର ସକାଳ ସମୟରେ ବାରିଙ୍ଗିଆ ଗାଁର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ
Read More...

କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ବିନା କୌଣସି ସୁଧରେ ଋଣ ପ୍ରଦାନ ନିମନ୍ତେ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ବିନା କୌଣସି ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ କୃଷି ଋଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଉଭୟ ଖରିଫ ଓ ରବି ଫସଲ ଋତୁ ପୂର୍ବରୁ ମିଳିବାକୁ ଥିବା ଏହି ଋଣ ବ୍ୟବସ୍ଥା ଦ୍ୱାରା ରାଜ୍ୟର ୩୨ ଲକ୍ଷ କ୍ଷୁଦ୍ର ଓ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିର ଜିଲ୍ଲାରୁ ୨୫

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୧୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୪୪୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ
Read More...

ପତରା ଜଙ୍ଗଲ ଚାଷ କରୁଥିବାରୁ ଥାନାକୁ ଟଣା ହେଲେ ନିରୀହ ବୃଦ୍ଧବୃଦ୍ଧା, ସାଧାରଣରେ ଅସନ୍ତୋଷ

ତୁରେକେଲା, (କୈଳାଶ ସଗ୍ରିଆ) : ପତରା ଜଙ୍ଗଲ ଚାଷ କରୁଥିବାରୁ ନିରୀହ ବୃଦ୍ଧ ବୃଦ୍ଧାଙ୍କୁ ଥାନାକୁ ଟଣା ହୋଇଥିବା ଭଳି ଏକ ଖବର ସାମ୍ନାକୁ ଆସିଥିବା ବେଳେ ଏଥିଯୋଗୁଁ ସାଧାରଣରେ ଅସନ୍ତାଷ ଦେଖାଦେଇଛି । ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ବଡବାଙ୍କି ଗ୍ରାମ
Read More...