Monthly Archives

July 2022

ବିଙ୍ଗ୍‌ ହ୍ୟୁମାନ ଫାଉଣ୍ଡେସନର ସବୁଜ ଗାଁ କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସାମାଜିକ ଅନୁଷ୍ଠାନ ବିଙ୍ଗ୍‌ ହ୍ୟୁମାନ ଫାଉଣ୍ଡେସନ ତରଫରୁ ପରିବେଶ ସୁରକ୍ଷା ଜୀବନ ରକ୍ଷା ନାରା ନେଇ ସବୁଜ ଗାଁ ନାମକ ଏକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଆଜି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଗାଁରେ କରାଯାଇଛି ।
Read More...

ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନା ସଂକ୍ରାନ୍ତୀୟ ସୂଚନା ନିମନ୍ତେ ହେଲ୍ପ ଲାଇନ ନମ୍ବର ଜାରି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନା ସଂକ୍ରାନ୍ତୀୟ ସୂଚନା ନିମନ୍ତେ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି । ଏଣୁ ଏଣିକି କରୋନା ସଂକ୍ରାନ୍ତୀୟ ସୂଚନା ପାଇଁ ୨୪X୭ କଣ୍ଟ୍ରୋଲ ରୁମର ସୁବିଧା ଜିଲ୍ଲାବାସୀ ପାଇପାରିବେ । କୋଭିଡ-୧୯ ସମ୍ବନ୍ଧୀୟ
Read More...

ନେମାଳରେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ : ଉତ୍କଳ ସାମ୍ବାଦିକ ସଂଘ ଆନ୍ଦୋଳନକୁ ଓହ୍ଲାଇବ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ସାଲେପୁର ସ୍ଥିତ ନେମାଳରେ କାର୍ଯ୍ୟରତ ବରିଷ୍ଠ ସାମ୍ବାଦିକ ରତ୍ନାକର ବାରିକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଘଟଣାରୁ ଜଣାପଡିଛି କି, ସଂପୃକ୍ତ ଅଭିଯୁକ୍ତ ଦ୍ଵୟ ଅଭ୍ୟାସଗତ ଅପରାଧୀ । ଏମାନଙ୍କ ମଧ୍ୟରୁ ଜଣେ ଅଭିଯୁକ୍ତ ଏଥିପୂର୍ବରୁ ସ୍ଥାନୀୟ ସାମ୍ବାଦିକ
Read More...

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌

କୋରୁକୋଣ୍ଡା : ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌ । ଜୟପୁରରୁ ମାଲକାନଗିରି ଅଭିମୁଖେ ଯାତ୍ରା କରୁଥିବା ସରକାରୀ ଅଲ୍ଟ୍ରା ବସ୍‌ଟି କୁଡୁମୁଲୁଗୁମ୍ମା ନିକଟସ୍ଥ ସୁନାନଗର ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ ବସ୍‌ଟି ଦୃତଗତିରେ ବାଲିମେଳା ଆଡ଼କୁ ଯାଉଥିବା
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୨୩ଟି କେନ୍ଦ୍ରରେ ୧୮ରୁ ଅଧିକ ବୟସର ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ହୀରାକୁଦରୁ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର : ଉପର ମୁଣ୍ଡରେ ବର୍ଷା କମିଯାଇଥିବାରୁ ହୀରାକୁଦ ଜଳଭଣ୍ଡାରକୁ ଏବେ ପୂର୍ବାପେକ୍ଷା ଜଳ କମ ପ୍ରବେଶ କରୁଛି । ତେଣୁ ଜଳଭଣ୍ଡାରରୁ ୩ଟି ଗେଟ୍‌ ବନ୍ଦ କରିଦିଆଯାଇଛି । ବର୍ତ୍ତମାନ ଜଳଭଣ୍ଡାରରୁ ୭ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି । ବାମପାର୍ଶ୍ବରୁ ୪ଟି ଓ ଡାହାଣ ପାର୍ଶ୍ବରୁ
Read More...

ତ୍ରିରଙ୍ଗା ଉଡ଼ାଇବା ନିୟମରେ ପରିବର୍ତ୍ତନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଏବେ ଯେ କୌଣସି ବ୍ୟକ୍ତି ନିଜ ଘରେ ଦିନ ରାତି ତ୍ରିରଙ୍ଗା ଉଡ଼ାଇପାରିବେ । ଏବେ ଏଭଳି ଏକ ନିୟମ ଆଣିଛନ୍ତି କେନ୍ଦ୍ର ସରକାର । ସ୍ୱାଧୀନତା ଦିବସ ପୂର୍ବରୁ 'ହର ଘର ତ୍ରିରଙ୍ଗା ସମାରୋହ' ଦ୍ୱାରା ନିୟମରେ ପରିବର୍ତ୍ତନ କରିବାକୁ ଯାଉଛନ୍ତି । ଏବେ ପର୍ଯ୍ୟନ୍ତ ସାଧାରଣ ଲୋକେ
Read More...

ସ୍ୱାସ୍ଥ୍ୟମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଡାଇରିଆ ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ରାୟଗଡ଼ା : ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲି ଶନିବାର କାଶୀପୁର ବ୍ଲକର ଡାଇରିଆ ପ୍ରଭାବିତ ଗ୍ରାମଗୁଡ଼ିକ ଗସ୍ତ କରିଛନ୍ତି । ପ୍ରଥମେ ଟିକିରି ଉଷାପଡ଼ା ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆଜାଦ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକର ଏକ ମାତ୍ର ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ, ଯେଉଁ ବିଦ୍ୟାଳୟ କି ସବୁ ବେଳେ ତାର ସ୍ୱତନ୍ତ୍ରତା ବଜାୟ ରଖି ଆସୁଛି । ପାଠ୍ୟକ୍ରମ ସହିତ ଛାତ୍ରୀମାନଙ୍କ ମାନସିକ, ଶାରୀରିକ, ଆଧ୍ୟାତ୍ମିକ, ଉନ୍ନତି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ
Read More...

ଟିଟିଲାଗଡ ନଗର ବିଜେପି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଟିଟିଲାଗଡ, (କେପିଏନ୍‌ଏସ୍‌) : ଆଜି ଟିଟିଲାଗଡ ଘଣ୍ଟାଶୁଣି ମନ୍ଦିର ସଭାଗୃହରେ ଟିଟିଲାଗଡ ନଗର ବିଜେପିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ନଗର ସଭାପତି ପ୍ରଶାନ୍ତ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସଭାପତି ଶିବାଜୀ ମହାନ୍ତି,
Read More...