Monthly Archives

July 2022

ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର

ସୋର : ସିମୁଳିଆ ଥାନା ପାହିତୋରଣା ପଞ୍ଚାୟତ ଦୋରା ଗ୍ରାମରୁ ନିଖୋଜ ଥିବା ମହିଳାଙ୍କର ବାଲି ବସ୍ତାରେ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହକୁ ଉଦ୍ଧାର କଲେ ଗ୍ରାମବାସୀ । ମୃତ ମହିଳା କୁନୁ ଲତା ନାୟକ ବୋଲି ଜଣାପଡିଛି । କୁନୁ ନିଖୋଜ ହେବା ପରଠାରୁ ସ୍ୱାମୀ ଧନେଶ୍ୱର ନାୟକ ଫେରାର ଥିବା ନେଇ
Read More...

କାଠମାଣ୍ଡୁରେ ଭୂମିକମ୍ପ ଅନୁଭୂତ

ନେପାଳ : ଆଜି ସକାଳେ ନେପାଳର ରାଜଧାନୀ କାଠମାଣ୍ଡୁରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଭୂକମ୍ପର ତୀବ୍ରତା ଥିଲା ୫.୫ । ତେବେ ଏହି ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ରହିଛି । ସୂଚନାନୁସାରେ, ବିହାରର ଅନେକ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ, ୨ ଗୁରୁତର

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ୩୫୩ ନଂ ଜାତୀୟ ରାଜପଥର ତରବୋଡ ନିକଟରେ ଦୁଇଟି ଟ୍ରକ୍ ମୁହାମୁହିଁ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଥିବା ଜଣାପଡିଛି । ମୃତାହତଙ୍କ ପରିଚୟ ଏ ଯାଏଁ ଜଣା ପଡ଼ିନାହିଁ । ୨ ଗୁରୁତର ଆହତଙ୍କୁ
Read More...

ଗଡଖାରଦ ଗ୍ରାମରେ ବିଳମ୍ବିତ ରାତିରେ ଘର ଉପରକୁ ବୋମାମାଡ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା କଣାସ ବ୍ଲକ ଗାଡ଼ିଶାଗୋଦା ଥାନା ଅନ୍ତର୍ଗତ ଗଡଖାରଦ ଗ୍ରାମରେ ଏକ ଘର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଗଡ଼ଖାରଦ ଗ୍ରାମର ରଘୁ ମାନସିଂହ ଘର ଉପରକୁ ଏହି ବୋମାମାଡ ହୋଇଥିବା ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି
Read More...

ଆସନ୍ତା କାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିରରେ ଆସନ୍ତା କାଲି ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଏହା ଅନୁଷ୍ଠିତ ହୋଇଥାଏ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଶ୍ରୀ ବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ସର୍ବସାଧାରଣ ଦର୍ଶନ
Read More...

ମନରେଗା ଦୁର୍ନୀତି ନେଇ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଞ୍ଚାୟତରେ ଅଳ୍ପ କାମ କରି ମନରେଗାର ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହୋଇ ନଥିବାରୁ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ।
Read More...

୧୦ ଲିଟର ମଦ ଜବତ ସହ ୧ ଗିରଫ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ବିଶ୍ୱାମିତ୍ର ସାହୁ(୫୫) ନାମକ ଜଣେ ବ୍ୟକ୍ତିଙ୍କ ପାଖରୁ ୧୦ ଲିଟର ଦେଶୀ ମଦ ଜବତ କରି ତାଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ନିର୍ଦ୍ଦେଶ ଓ ଇନ୍ସପେକ୍ଟର ସାଗରିକା
Read More...

ଦେଓଗାଁ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍ କାଟ : ବଢୁଛି ଜନ ଅସନ୍ତୋଷ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଅଞ୍ଚଳରେ କିଛି ଦିନ ହେଲା ଅଘୋଷିତ ବିଦ୍ୟତ କାଟ ବୃଦ୍ଧି ପାଇବାରେ ଲାଗିଛି । ଫଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି । ଟାଟା ପାୱାର କମ୍ପାନୀ ବିଦ୍ୟୁତ୍ ବିତରଣ ପରିଚାଳନା ନେବାପରେ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ ହୋଇପଡ଼ୁଥିବା ନେଇ ମତ
Read More...

ସ୍ୱରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକ ଅନୁଷ୍ଠିତ

ଶିକ୍ଷା ସାଙ୍ଗକୁ ସଂସ୍କାରିତ ଆଚରଣ ହିଁ ଶିକ୍ଷାର ମୂଳ : ବିଇଓ ଶଙ୍କର ମାଝୀ ପାଟଣାଗଡ, (ଗୋରେଖନାଥ ବରିହା) : ଶିକ୍ଷା କ୍ଷେତ୍ରରେ ଶିକ୍ଷାର ଅଗ୍ରଗତି ପାଇଁ ଶିକ୍ଷା ବିକାଶ ସମିତି ଓଡିଶାଙ୍କ ଯୋଜନା ଅଧୀନରେ ବଳାଙ୍ଗିରରେ ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକ ଉଦ୍‌ଘାଟନି ଉତ୍ସବ
Read More...

କ୍ଲଷ୍ଟରସ୍ତରୀୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ସାଲେଭଟା, (କେପିଏନ୍‌ଏସ୍‌) : ମୁରଷୁଣ୍ଢି ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନେତ୍ରାନନ୍ଦ ସାହୁଙ୍କ ସରକାରୀ ଚାକିରିରୁ ଅବସର ନେବା ଅବସରରେ ଆଂଚଳିକ ସାଧନ କେନ୍ଦ୍ର, ସାଲେଭଟାରେ ସିଆରସିସି ସଦାନନ୍ଦ ଭୁଏଙ୍କ ନେତୃତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସାଲେଭଟା
Read More...