Monthly Archives

July 2022

ବାମରା ମୁକ୍ତିଧାମ ନିର୍ମାଣ କମିଟି ଦ୍ୱାରା ୪ ସୁତ୍ର ଦାବୀ ନେଇ ୨୮ ଜୁଲାଇରୁ ବାମରା ବନ୍ଦ ଡାକରା

ସମ୍ବଲପୁର : ବାମରା ଗୋବିନ୍ଦପୁର କଲ୍ୟାଣ ମଣ୍ଡପଠାରେ ବାମରା ନାଗରିକ କମିଟିର ତତ୍ୱାବଧାନରେ ମୁକ୍ତିଧାମ ନିର୍ମାଣ କମିଟି, ରେଳ କ୍ରିୟାନୁଷ୍ଠାନ କମିଟି, ବାମରା ବଣିକ ସଂଘ ଓ ଅନ୍ୟ ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୨୦୦ ବର୍ଷ ପୁରୁଣା ଷ୍ଟେସନ
Read More...

ଉପର ମୁହାଁ କରୋନା ସଂକ୍ରମଣ : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧୩୦ ନୂଆ ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିର ଜିଲ୍ଲାରୁ ୧୭

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉପର ମୁହାଁ କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧୩୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୩୪୫ ରହିଥିବା ବେଳେ
Read More...

ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରଙ୍କୁ ଦଣ୍ଡିଲେ ପ୍ରଧାନ ଶିକ୍ଷକ

ବୌଦ୍ଧ, (ବଂଶୀଧର ମାଝୀ) : ସରକାର ପ୍ରତ୍ୟେକ ସ୍କୁଲକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି । କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀଙ୍କୁ କୌଣସି ପ୍ରକାର ମାନସିକ କିମ୍ବା ଶାରିରୀକ ଭାବେ ଦଣ୍ତ ଦେଇ ପାରିବେ ନାହିିଁ ବୋଲି ନିୟମ କରିଛନ୍ତି । କିନ୍ତୁ ସବୁ ନିୟମକୁ ଭଙ୍ଗ କରି
Read More...

ଏଚ୍‌ଏସ୍‌ସି ପରୀକ୍ଷାରେ କୃତିତ୍ୱ ହାସଲ କଲେ ବଲାଙ୍ଗିର ପବ୍ଲିକ ସ୍କୁଲର ଶତୀଶ କୁମାର ପତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏଚ୍‌ଏସ୍‌ସି ପରୀକ୍ଷାରେ ବଲାଙ୍ଗିର ପବ୍ଲିକ ସ୍କୁଲରୁ ସିବିଏସ୍‌ଇ କୋର୍ସରେ ୯୨ ପ୍ରତିଶତ ମାର୍କ ରଖି ଶତୀଶ କୁମାର ପତି ଉତୀର୍ଣ୍ଣ ହୋଇଛନ୍ତି । ତାଙ୍କର ଏହି ସଫଳତା ପାଇଁ ତାଙ୍କ ଆତ୍ମୀୟ ସ୍ୱଜନ ଓ ବଲାଙ୍ଗିର ସହରର ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଠାରୁ
Read More...

ବରଗଡ଼ ଜିଲ୍ଲା କଂଗ୍ରେସ ତରଫରୁ ପ୍ରତିବାଦ ଏବଂ ବିକ୍ଷୋଭ ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧୀ ଛକଠାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଇଡି ସମନ ନେଇ ବିଜେପି ଏବଂ ଇଡି ବିରୁଦ୍ଧରେ ପ୍ରତିବାଦ ଏବଂ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା କଂଗ୍ରେସ ସଭାପତି ନୀହାର ମହାନନ୍ଦଙ୍କ
Read More...

କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ପ୍ରତିବାଦ ଏବଂ ବିକ୍ଷୋଭ ପ୍ରଦର୍ଶନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଇଡି ସମନ ନେଇ ବିଜେପି ଏବଂ ଇଡି ବିରୁଦ୍ଧରେ ଜୋରଯାର ପ୍ରତିବାଦ ଏବଂ ବିକ୍ଷୋଭ କରାଯାଇଛି । ଏଥିରେ ଜିଲ୍ଲା କଂଗ୍ରେସ ସଭାପତି
Read More...

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଡେଙ୍ଗୁ ରୋଗ ପ୍ରତି ସତର୍କ ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଡେଙ୍ଗୁ ରୋଗ ଏଡିସ୍ ମଶା ଦ୍ବାରା ବ୍ୟାପେ । ସାଧାରଣତଃ ସକାଳ ସମୟରେ ଓ ସନ୍ଧ୍ୟା ପୂର୍ବରୁ ଏହି ମଶା କାମୁଡେ । ଏଡିସ୍ ମଶା ଅବଢା ହାଣ୍ଡି, ଡିସପୋଜେବଲ୍ କପ୍, ଗ୍ଲାସ୍ ଓ ଥାଳି, ଫୁଲକୁଣ୍ଡ, ଛାତ ଉପରେ ଥିବା ପାଣି ଟାଙ୍କି ତଥା ଘର ଆଖପାଖରେ ଜମିଥିବା ସ୍ବଚ୍ଛ
Read More...

୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ପାଳନ ନିମନ୍ତେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ପାଳନ ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ ଦାୟିତ୍ୱ ସମ୍ପାଦନକୁ ନେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାରୋହର ସଫଳ
Read More...

ଅଭିନନ୍ଦନ ନବ ନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଓଡ଼ିଶା ମାଟିର ପ୍ରଥମ ଏବଂ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ମହାମହିମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଆଜି ମେକ୍ ଇନ ଇଣ୍ଡିଆ ଆଣ୍ଡ ମିଡିଆ ପରିବାର, ଡେଲାଙ୍ଗ ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ଦ୍ରୌପଦୀ
Read More...

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଗତକାଲି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉକ୍ତ ଦିନ ତମାମ୍‌ ପାଳନ ହେବାକୁ ଥିବା ବିଭିନ୍ନ
Read More...