Monthly Archives

July 2022

ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶାର ଆଠଟି ପ୍ରକଳ୍ପ ପାଇଁ ୧୨୦୮.୮୬ କୋଟି ଟଙ୍କା ଯୋଗାଇ ଦେଇଛନ୍ତି…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶା ଆଠଟି ତ୍ୱରାନ୍ୱିତ ଜଳସେଚନ ସୁବିଧା କାର୍ଯ୍ୟକ୍ରମ (ଏଆଇବିପି) ପ୍ରକଳ୍ପ ମଧ୍ୟରୁ ପାଞ୍ଚଟି ଯଥା ଉପର ଇନ୍ଦ୍ରାବତୀ, ରୁକୁଡା, ରେତ, ତେଲଙ୍ଗିର ଓ ନିମ୍ନ ଇନ୍ଦ୍ରାବତୀର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଏହାଛଡା
Read More...

ଓଏଏସ ସ୍ତରରେ ଅଦଳବଦଳ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଏଏସ ଅଧିକାରୀଙ୍କ ସ୍ତରରେ ଗତକାଲି ଛୋଟ ଧରଣର ଅଦଳବଦଳ ହୋଇଛି । ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଚିଠି ନମ୍ବର No.PR.BDO.ESST.0001-2022/13720,PR& DW dt.19.7.2022 ଅନୁଯାୟୀ ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକର
Read More...

ପାଞ୍ଚ ବର୍ଷ ମଧ୍ୟରେ ରାଜ୍ୟମାନଙ୍କୁ ମିଳିଛି ୫ ଲକ୍ଷ ୫୫ ହଜାର ୧୨୧ କୋଟି ଟଙ୍କାର ଜିଏସଟି କ୍ଷତିପୂରଣ

● ଜିଏସଟି କାର୍ଯ୍ୟକାରୀ ହେବା କାରଣରୁ ରାଜ୍ୟମାନଙ୍କର ରାଜସ୍ବ ହାନି ବାବଦରେ ମିଳିଛି ଏହି କ୍ଷତିପୂରଣ● ୨୦୧୭-୧୮ ଆର୍ଥିକ ବର୍ଷ ଠାରୁ ୨୦୨୨-୨୩ ଆର୍ଥିକ ବର୍ଷ ମଧ୍ୟରେ ଓଡ଼ିଶାକୁ ମିଳିଛି ମୋଟ୍ ୧୬ ହଜାର ୧୬୫ କୋଟି ଟଙ୍କାର କ୍ଷତିପୂରଣ ନୂଆଦିଲ୍ଲୀ, (ପିଆଇବି) : ବିଗତ ପାଞ୍ଚ ବର୍ଷ
Read More...

ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଟ୍ୟାପ୍ ଯୋଗେ ପାନୀୟ ଜଳ ଯୋଗାଣ : ରାଜ୍ୟସଭାରେ ସୂଚନା ଦେଲେ କେନ୍ଦ୍ର ଜଳ ଶକ୍ତି…

ନୂଆଦିଲ୍ଲୀ, (ପିଆଇବି) : ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ
Read More...

୧ ମାସରୁ ଅଧିକ ହେବ କଲରାକୋଠା ଗ୍ରାମରେ ବିଦ୍ୟୁତ ସରୋବରାହ ବନ୍ଦ ଥିବା ଅଭିଯୋଗ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା ଖୁଣ୍ଟିଗୋରା ପଞ୍ଚାୟତର ବଡ଼ କଲରାକୋଠା ଗ୍ରାମରେ ୧ ମାସରୁ ଅଧିକ ହେବ ବିଦ୍ୟୁତ ସରୋବରାହ ବନ୍ଦ ଥିବା ଅଭିଯୋଗ ହେଉଛି । ଗ୍ରାମରେ ୩୦ଟି ପରିବାର ରହୁଥିବା ବେଳେ ବିଦ୍ୟୁତ ନଥିବା ହେତୁ ସନ୍ଧ୍ୟା ହେଲେ ଡିବିରି ବତୀ ହିଁ ସେମାନଙ୍କ ପାଇଁ ଆଲୋକର ଉତ୍ସ
Read More...

ବେଆଇନ ବାଲି ଚୋରା ଚାଲାଣ : ୪୫ ହଜାର ଟଙ୍କା ଜରିମାନା

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ ବେନ୍ଦେର ପଞ୍ଚାୟତ ଅନ୍ତର୍ଗତ ଭାଲୁଚୁଆଁଠାରେ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଥିବା ବେଳେ ଖପ୍ରାଖୋଲ ତହସିଲଦାରଙ୍କ ତରଫରୁ ଚଢଉ କରାଯାଇ ତିନୋଟି ଟ୍ରାକ୍ଟର ଜବତ କରାଯାଇଛି । ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ବେଆଇନ ବାଲି ଚୋରା ଚାଲାଣକୁ ନେଇ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଉଦ୍ଭିଦ ବିଜ୍ଞାନ ବିଭାଗର ବିଦାୟକାଳୀନ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନରେ ଯୁକ୍ତତିନି ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ମହା ବିଦ୍ୟାଳୟର ଅଧ୍ୟକ୍ଷ ଡ ଲତିତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଦାୟ ଉତ୍ସବରେ ବିଭାଗୀୟ ମୁଖ୍ୟ ଡ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୨୩ଟି କେନ୍ଦ୍ରରେ ୧୮ରୁ ଅଧିକ ବୟସର ନାଗରିକଙ୍କୁ ଟୀକାକରଣ

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୧ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ବରପଲ୍ଲୀରେ ବନମହୋତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଆଜି ଗଞ୍ଜାମ ବ୍ଲକ ଅଧିନସ୍ଥ ରାମଗଡ଼ ପଞ୍ଚାୟତର ଏନ୍‌ ବରପଲ୍ଲୀ ଶିକ୍ଷାନୁଷ୍ଠାନ ପାର୍ଶ୍ୱରେ ୭୩ ତମ ବନମହୋତ୍ସବ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନା, ମୁଖ୍ୟ ବକ୍ତା
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ଝରଣୀପାଲି ଗ୍ରା.ପରୁ ୧ ଜଣ, ବଲାଙ୍ଗିର ବ୍ଲକ ବୈଦିପାଲି ଗ୍ରା.ପରୁ ୧ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୦,
Read More...