ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର : ବିଦ୍ୟାଳୟକୁ ଘେରିଲେ ଅଭିଭାବକ
ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଲାଠୋର ନୋଡାଲ ପ୍ରକଳ୍ପ ବିଦ୍ୟାଳୟରେ ଶିକ୍ଷକଙ୍କ ମାଡ଼ରେ ଛାତ୍ର ଗୁରୁତର ହେବା ଘଟଣାକୁ ନେଇ ଶୁକ୍ରବାର ଦିନ ଅଭିଭାବକମାନେ ବିଦ୍ୟାଳୟକୁ ଘେରି ଥିବା ଜଣାପଡ଼ିଛି । ସୂଚନା ଯୋଗ୍ୟ ଯେ ଗତ ମଙ୍ଗଳବାର ଦିନ ସପ୍ତମ!-->…
Read More...
Read More...