Monthly Archives

July 2022

ସର୍ପାଘାତରେ ନାବାଳିକା ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ କଗାଁରେ ସର୍ପାଘାତରେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ନାବାଳିକା ଜଣକ କଗାଁର ଶ୍ରାବଣୀ ଧରୁଆ ବୋଲି ଜଣାପଡିଛି । ସୂଚନା ଅନୁସାରେ ଶ୍ରାବଣୀ ଘରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଏକ ବିଷଧର ସାପ ତାଙ୍କୁ
Read More...

ଆଜିଠୁ ସିୟୁଇଟି ପ୍ରବେଶିକା ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକ ନାମଲେଖା ପାଇଁ ଏକକ ୟୁଜି ପ୍ରବେଶିକା (ସିୟୁଇଟି) ଆଜିଠାରୁ ଆରମ୍ଭ ହେବ । ୧୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଦେଶରେ ୫୦୦, ବିଦେଶର ୧୦ଟି ସହରରେ ପରୀକ୍ଷା କେନ୍ଦ୍ର କରାଯାଇଛି । ଜାତୀୟ ପରୀକ୍ଷଣ ସଂସ୍ଥାନ ପରୀକ୍ଷା
Read More...

କିସ୍ତି ଟଙ୍କା ଶୁଝି ନ ପାରି ଆତ୍ମହତ୍ୟା

ଯାଜପୁର ରୋଡ୍‌ : ଯାଜପୁର ରୋଡ୍‌ ଥାନା ଅଧୀନ ସାପଗାଡ଼ିଆ ଗାଁରେ କିସ୍ତି ଟଙ୍କା ପରିଶୋଧ କରି ନ ପାରିବାରୁ ଦୀନବନ୍ଧୁ ମଣ୍ଡଳ ନାମକ ଜଣେ ବ୍ୟକ୍ତି ଗୁରୁବାର ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଦୀନବନ୍ଧୁ ତାଙ୍କ ସ୍ତ୍ରୀ ସାବିତ୍ରୀ ଏବଂ ୩ ପିଲାଙ୍କୁ ନେଇ
Read More...

ଡିକି ଭାଙ୍ଗି ୧ ଲକ୍ଷ ୨ ହଜାର ଟଙ୍କା ଲୁଟ୍‌ ଅଭିଯୋଗ

ଆଠଗଡ଼ : କଟକ ଜିଲ୍ଲା ନରସିଂହପୁର ମୁଖ୍ୟ ବଜାର ଉପରେ ଥିବା ୟୁକୋ ବ୍ୟାଙ୍କ ସାମ୍ନାରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସୂଚାନା ଅନୁସାରେ ନରସିଂହପୁର ବ୍ଲକ ଅନ୍ତର୍ଗତ ଜୟମଙ୍ଗଳ ପଞ୍ଚାୟତରେ ଭତ୍ତା ବଣ୍ଟନ ପାଇଁ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅଭେଦ କୁମାର ରାଉତରାୟ ଏକ ଲକ୍ଷ ଦୁଇ
Read More...

ଖରସ୍ରୋତା ନଦୀରେ ଭାସିଗଲେ ଯୁବକ

ଯାଜପୁର : ବିଂଝାରପୁର ଥାନା ଅନ୍ତର୍ଗତ ସୟଦପୁର ମିରସାହି ନିକଟରେ ଥିବା ମାହାକାଳ ଗଣ୍ଡରେ ଗାଧୋଇବାକୁ ଯାଇ ଭାସିଗଲେ ଯୁବକ । ଯୁବକ ଜଣକ ରଘୁନାଥପୁର ପଂଚାୟତର ବିଶ୍ୱଜିତ୍ ଦାସ ବୋଲି ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
Read More...

ବଜ୍ରପାତରେ ଯୁବକ ମୃତ

ଦେବଗଡ : ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଦେଓଝରଣ ଗ୍ରାମରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଉତ୍ତରପ୍ରଦେଶ ମିର୍ଜାପୁର ଅଞ୍ଚଳର ଦୀପ ଚାନ୍ଦ । ସୂଚନା ଅନୁସାରେ ଦୀପ ଚାନ୍ଦ ଅନ୍ୟ କିଛି ବ୍ୟକ୍ତିଙ୍କ ସହ ଓଟ ବୁଲାଇ ପେଟ ପ୍ରତିପୋଷଣ କରୁଥିବା ବେଳେ କିଛି
Read More...

ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ ଗିରଫ

ସାନଖେମୁଣ୍ଡି : ୧୮୦ କେଜି ଗଞ୍ଜେଇ ସହ ଏକ ଟାଟା ଏସି ଗାଡି ଜବତ କରିଛି ଗଞ୍ଜାମ ପୋଲିସ । ଏଥିସହ ୪ ଜଣଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ କଂସାମାରିରୁ ଶବରପଲି ରାସ୍ତାରେ ଟାଟା ଏସିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ପାଟପୁର ଥାନା ଅଧିକାରୀ ଅତର୍କିତ
Read More...

କଟୁରୀରେ ହାଣି ସ୍ତ୍ରୀର ମୁଣ୍ଡ ଗଣ୍ଡି ଅଲଗା କରିଦେଲା ନୃଶଂସ ସ୍ଵାମୀ

ଢେଙ୍କାନାଳ, (କେପିଏନ୍‌ଏସ୍‌) : ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଚନ୍ଦ୍ରଶେଖରପୁରରେ ନିଜ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ବିଭତ୍ସ ଭାବେ ହତ୍ୟା କଲା ନୃଶଂସ ସ୍ଵାମୀ । ସ୍ତ୍ରୀର କଟାମୁଣ୍ଡ ଧରି ଜୋରନ୍ଦା ଫାଣ୍ଡିକୁ ଯାଉଥିବା ବେଳେ ଖଙ୍କିରା ନିକଟରେ ଅଭିଯୁକ୍ତ ସ୍ଵାମୀକୁ କାବୁ କଲେ ସ୍ଥାନୀୟ
Read More...

ପୁରୀ ବେଳାଭୂମିରେ ଅସୁରକ୍ଷିତ ୱାଚ୍‌ ଟାୱାର

ପୁରୀ, (ଦିଲ୍ଲୀପ କମୁାର ଧାଉଡିଆ) : ପୁରୀ ସମୁଦ୍ର ବାରମ୍ବାର କୂଳ ଲଙ୍ଘୁଥିବାର ଦୃଶ୍ୟ ଦେଖିବାକୁ ମିଳୁଛି । ସମୁଦ୍ର ବାରମ୍ବାର ଉଗ୍ରରୂପ ଧାରଣ କରିବା ସହ ବାଲି ଅତଡ଼ା ଖସୁଥିବାରୁ ବ୍ୟବସାୟୀମାନେ ଭୟଭୀତ ଅଛନ୍ତି । ଏଭଳି ସ୍ଥିତିରେ ଅସୁରକ୍ଷିତ ୱାଚ୍‌ ଟାୱାରରେ ଯାତ୍ରୀଙ୍କୁ ସୁରକ୍ଷା
Read More...

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଦ୍ୱାରା ରାଜ୍ୟର କୋଭିଡ୍ ସ୍ଥିତି ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି । ୧୮ରୁ ୫୯ ବର୍ଷ ବୟସ୍କଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ୍ ଆରମ୍ଭ କରାଯିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ଟୀକାକରଣ, ସଚେତନତା ଏବଂ
Read More...