ଛତିଶଗଡ଼ରେ ଭୂକମ୍ପ ଅନୁଭୂତ
ଅମ୍ବିକାପୁର : ଛତିଶଗଡ଼ର କୋରେଆ ଜିଲ୍ଲାରେ ସୋମବାର ସକାଳେ ୪.୩ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି । ରାୟପୁରଠାରୁ ୩୦୦ କିମି ଦୂରରେ ଅବସ୍ଥିତ କୋରେଆର ବୈକୁଣ୍ଠପୁରରୁ ୧୬ କିମି ଦୂରରେ ଏହି ଝଟକା ଅନୁଭୂତ ହୋଇଛି । ତେବେ ଏହି ମଧ୍ୟମ ଧରଣର କମ୍ପନରେ କୌଣସି କ୍ଷୟକ୍ଷତି ଏବଂ ପ୍ରାଣହାନୀ ହୋଇ!-->…
Read More...
Read More...