Monthly Archives

July 2022

ଛତିଶଗଡ଼ରେ ଭୂକମ୍ପ ଅନୁଭୂତ

ଅମ୍ବିକାପୁର : ଛତିଶଗଡ଼ର କୋରେଆ ଜିଲ୍ଲାରେ ସୋମବାର ସକାଳେ ୪.୩ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି । ରାୟପୁରଠାରୁ ୩୦୦ କିମି ଦୂରରେ ଅବସ୍ଥିତ କୋରେଆର ବୈକୁଣ୍ଠପୁରରୁ ୧୬ କିମି ଦୂରରେ ଏହି ଝଟକା ଅନୁଭୂତ ହୋଇଛି । ତେବେ ଏହି ମଧ୍ୟମ ଧରଣର କମ୍ପନରେ କୌଣସି କ୍ଷୟକ୍ଷତି ଏବଂ ପ୍ରାଣହାନୀ ହୋଇ…
Read More...

ସ୍ୱେଚ୍ଛାସେବୀ ଅନୁଷ୍ଠାନ ପାହାଡ଼ ତରଫରୁ ବୃକ୍ଷ ରୋପଣ ଓ କର୍ମନିଯୁକ୍ତିକୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ

ଫୁଲବାଣୀ : ସ୍ୱେଚ୍ଛାସେବୀ ଅନୁଷ୍ଠାନ ପାହାଡ଼ ତରଫରୁ ଫୁଲବାଣୀ ସରକାରୀ ବହୁମୁଖୀ ବୈଷୟିକ ମହାବିଦ୍ୟାଳୟଠାରେ ବୃକ୍ଷ ରୋପଣ ସହିତ ଡିପ୍ଲୋମା ପାଠ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀ କିପରି କର୍ମନିଯୁକ୍ତି ପାଇପାରିବେ ସେ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାହାଡ ଅନୁଷ୍ଠାନର…
Read More...

ଅଧରପଣା ନୀତି ସମ୍ପନ୍ନ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରଥ ଉପରେ ସୋମବାର ତିନି ଦିଅଁଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି । ରାଘବଦାସ ମଠ, ବଡ଼ ଓଡ଼ିଆ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଟିଏ ଲେଖାଏଁ ରଥରେ ଦିଅଁଙ୍କୁ ଅଧରପଣା ଲାଗି କରାଯାଇଛି । ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି…
Read More...

ପୂର୍ବ ଶତୃତାକୁ କେନ୍ଦ୍ର କରି ଯୁବକକୁ ରଡରେ ଆକ୍ରମଣ ଅଭିଯୋଗ

ସୋର : ପୂର୍ବ ଶତୃତାକୁ କେନ୍ଦ୍ର କରି ଯୁବକକୁ ରଡରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ଜଣକ ହେଲେ ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ବର୍ତ୍ତନା ପଞ୍ଚାୟତ ଆନ୍ଦୋଳା ଗ୍ରାମର ଭରତ ବେହେରା । ସୂଚନା ଅନୁସାରେ…
Read More...

କେରଳର ଆର୍‌ଏସ୍‌ଏସ୍‌ କାର୍ଯ୍ୟାଳୟରେ ପଡ଼ିଲା ବୋମା

ନୂଆଦିଲ୍ଲୀ : କେରଳର କନ୍ନୁ ଜିଲ୍ଲାର ପୟାନୁରରେ ଆର୍‌ଏସ୍‌ଏସ୍‌ କାର୍ଯ୍ୟାଳୟ ଉପରେ ପଡ଼ିଲା ବୋମା । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳ ଶୁନଶାନ ହୋଇଯାଇଛି । ପୟାନୁର ପୋଲିସ ଅନୁସାରେ ଏହି ଘଟଣା ଆଜି ସକାଳେ ହୋଇଛି । ଏହି ଆକ୍ରମଣରେ କୋଠାର ଝରକା ଓ କାଚ ଭାଙ୍ଗି ଯାଇଛି । ପୋଲିସ ଘଟଣାସ୍ଥଳରେ…
Read More...

ଘାଟୀ ତଳକୁ ଖସିଲା କାର, ଜଣେ ଆହତ

ଦେବଗଡ଼ : ଭାରସାମ୍ୟ ହରାଇ ଘାଟୀ ତଳକୁ ଖସିଲା କାର୍ । ମଙ୍ଗଳବାର ଭୋର ସମୟରେ ୫୩ ନମ୍ବର ଜାତୀୟ ରାଜପଥର ଦେବଗଡ଼-କୁଚିଣ୍ଡା ରାସ୍ତାରେ ଢୁଡିଖୋଳ-ବିଜାଡିହି ଗ୍ରାମ ମଧ୍ୟବର୍ତ୍ତୀ ଘାଟୀରେ ଏକ କାର୍ ଭାରସାମ୍ୟ ହରାଇ ଖସି ପଡ଼ିଛି । ଫଳରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ସୂଚନାନୁଯାୟୀ, ଆହତ…
Read More...

ସାପ କାମୁଡାରେ ଯୁବକ ମୃତ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମର ଜଣେ ବ୍ୟକ୍ତିଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ ଗ୍ରାମର ନରେନ୍ଦ୍ର ମୁଣ୍ଡାଙ୍କ ପୁଅ ଚିତ୍ତରଞ୍ଜନ ମୁଣ୍ଡା(୪୫) ଗତକାଲି ଘରେ ଶୋଇଥିବା ବେଳେ ତାଙ୍କୁ ଏକ ବିଷଧର ଚିତି ସାପ କାମୁଡି ଦେଇଥିଲା ।…
Read More...

ବହୁ ଚର୍ଚ୍ଚିତ ଜରାସିଂହା ବୁଢୀଆଈ ଯାତ୍ରା ଆରମ୍ଭ

ଗୋରସରୁକା ପର୍ବ ଶେଷ, ଆଜି ସେରନିବଟାବୁଧବାର ବୁଢୀଆଈ ଯାତ୍ରା ଦେଓଗାଁ, (ମନୀଷ କୁମାର ସାହୁ) : କେବଳ ଜରାସିଂହା ନୁହେଁ ଦେଓଗାଁ ବ୍ଲକର ବହୁ ପ୍ରସିଦ୍ଧ ବୁଢୀଆଈ ଯାତ୍ରା ଆରମ୍ଭ ହୋଇଯାଇଛି । ପ୍ରତିବର୍ଷ ଆଶାଢ଼ ଶୁକ୍ଳ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେଉଥିବା ଗୋରସ ରୋକା ପର୍ବ…
Read More...

ବୌଦ୍ଧରେ ନିଦ୍ରାକରଣ ଔଷଧ ଓ ମାନସିକ ପଦାର୍ଥ ଗୋଦାମ ଉଦ୍‌ଘାଟିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧରେ ବ୍ୟାପକ ଭାବରେ ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି । ତେବେ ଜବତ ହେଉଥିବା ନିଶା ପଦାର୍ଥ ରଖିବାକୁ ମାଲଖାନାର ଅଭାବ ରହିଥିଲା । ତେଣୁ ଜିଲ୍ଲାରେ ଅବକାରୀ ବିଭାଗ ପକ୍ଷରୁ ୮୦ ଲକ୍ଷ ଟଙ୍କା ବ୍ୟୟରେ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୫୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୯ ଜଣ…
Read More...