ବିଦ୍ୟାଳୟ ପରିସର ମଧ୍ୟକୁ ସାମ୍ବାଦିକଙ୍କୁ ମନା ପ୍ରତିବାଦରେ ବାଲିଗୁଡା ପ୍ରେସ କ୍ଲବ ପକ୍ଷରୁ ରାଜ୍ୟପାଳଙ୍କୁ ଦାବୀପତ୍ର…
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍କୁଲ ହତା ମଧ୍ୟକୁ ସାମ୍ବାଦିକଙ୍କୁ ମନା । ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହେବା ପରେ ସାମ୍ବାଦିକଙ୍କ ମନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ପ୍ରତି ଏହା ଅସମ୍ମାନ ଏଣୁ ଏହାକୁ ତିବ୍ର ନିନ୍ଦା!-->…
Read More...
Read More...