Daily Archives

ଡ. ସଦାନନ୍ଦ ଅଗ୍ରାୱାଲଙ୍କ ପଞ୍ଚମ ଶ୍ରାଦ୍ଧ ଦିବସରେ ଆନ୍ତରିକ ଶ୍ରଦ୍ଧାଞ୍ଜଳି

ପୂର୍ଣ୍ଣଚନ୍ଦ୍ର ପଣ୍ଡା ସାମ୍ବାଦିକ ଡ. ସଦାନନ୍ଦ ଅଗ୍ରୱାଲ ଥିଲେ ଓଡିଶାର ଜଣେ ଜଣାଶୁଣା ଐତିହାସିକ, ଗବେଷକ, ଲିପିତତ୍ୱବିଦ୍‌, ସାହିତ୍ୟିକ, ସାମ୍ବାଦିକ, ନାଟ୍ୟକାର ଓ ସଙ୍ଗୀତଜ୍ଞ । ତେବେ ତାଙ୍କ ସହିତ ମିଶିବା ଭିତରେ ଜଣେ କଲେଜ କିମ୍ବା ବିଶ୍ୱବିଦ୍ୟାଳୟରେ ପାଠ ପଢିପାରିନଥିବା ଦରପାଠୁଆ
Read More...

ୱାଇଏମଏଫଆଇ ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

ରାଉରେକଲା, (ସସ୍ମିତା ପ୍ରଧାନ) : ୟୁଥ୍ ମୁଭ୍‌ମେଣ୍ଟ ଫେଡେରେସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ସ୍ୱାଧୀନତାର ୭୫ ବର୍ଷ ଅମୃତ ମେହୋତ୍ସବ ପାଳନ ଅବସରରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ରବିବାର ଦିନ ସ୍ଥାନୀୟ ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ସ୍କୁଲର
Read More...

ଅଭିଯୋଗ ସମାଧାନ ସମୟସୀମା ୪୫ ଦିନରୁ ୩୦ ଦିନକୁ ହ୍ରାସ

ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନାଗରିକଙ୍କ ଅଭିଯୋଗର ଉପଯୁକ୍ତ କାର୍ଯ୍ୟାନ୍ୱୟନ ପାଇଁ ସାଧାରଣ ଅଭିଯୋଗ ସମାଧାନର ସମୟସୀମା ୪୫ ଦିନରୁ ୩୦ ଦିନକୁ ହ୍ରାସ କରାଯାଇଛି ବୋଲି କହିଲେ କେନ୍ଦ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଡିଏଆରପିଜିଙ୍କ ଓଏମ ଦ୍ୱାରା ଜାରି ଆଦେଶ ଅନୁଯାୟୀ
Read More...

ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ (୧ ଅଗଷ୍ଟ, ୨୦୨୨) ଅନୁଷ୍ଠିତ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୯୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୭୩୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୬ ଜଣ
Read More...

କେନ୍ଦ୍ରୀୟ ପ୍ରାଣୀ ଉଦ୍ୟାନ ପ୍ରାଧିକରଣର ୩୯ତମ ବୈଠକ ଅନୁଷ୍ଠିତ

ଦିଲ୍ଲୀ, (ପିଆଇବି) : କେନ୍ଦ୍ରୀୟ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ପ୍ରାଣୀ ଉଦ୍ୟାନ ପ୍ରାଧିକରଣର ୩୯ତମ ବୈଠକ ଗତକାଲି ଜାତୀୟ ପ୍ରାଣୀ ଉଦ୍ୟାନ, ନୂଆ ଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁଶ୍ରୀ ଲୀଲା ନନ୍ଦନ,
Read More...

ସରକାରୀ ଯୋଜନା ସଫଳ ରୂପାୟନ ପାଇଁ ଉପଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ସମୀକ୍ଷା ବୈଠକ

ପାଟଣାଗଡ, (ଗୋରେଖନାଥବରିହା) ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଲୟ ସଭାଗୃହଠାରେ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ପାଟଣାଗଡ ଉପଜିଲ୍ଲାପାଳ ଡ଼ା. ବିଜୟାନନ୍ଦ ସେଠି ସମୀକ୍ଷା କରିଥିଲେ । ସମୀକ୍ଷା ବୈଠକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭୀମସେନ କହଁର, ତହସିଲଦାର ଆଦିତ୍ୟ ପ୍ରସାଦ
Read More...

ଦାନ ସୂତ୍ରରେ ମିଳିଥିବା ଜମିରେ ବସଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲ୍ଲାପାଳଙ୍କୁ ଦାବୀପତ୍ର

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଅନ୍ତର୍ଗତ ସିନାପାଲିଠାରେ ଏକ ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ନେଇ ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟା ସମାଧାନର ରାସ୍ତା ବର୍ତ୍ତମାନ ସୁଗମ ହେବାରେ ଲାଗିଛି । ବସଷ୍ଟାଣ୍ଡ ନିର୍ମାଣ ପାଇଁ ସିନାପାଲି ସହରରେ ଉପଯୁକ୍ତ ଜମି ମିଳୁନଥିବା ବେଳେ
Read More...