Daily Archives

ବୃଦ୍ଧାଙ୍କୁ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର କଲେ ସ୍ୱେଚ୍ଛାସେବୀ ଅର୍ଜୁନ ବାଗ ଓ ଯଶୋବନ୍ତ ରଣା

ଜୁନାଗଡ଼ : ସ୍ୱେଚ୍ଛାସେବୀ ଅର୍ଜୁନ ବାଗ ଓ ଯଶୋବନ୍ତ ରଣା ଜଣେ ବୃଦ୍ଧାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଭବାନୀପାଟଣା ବ୍ଲକ ଭଙ୍ଗାବାରୀ ଗାଁର ଜଣେ ବୃଦ୍ଧା ମହିଳା ନିଜ ଘରକୁ ବସ୍‌ ଯୋଗେ ଯିବା ବଦଲରେ ଭୁଲ ବଶତଃ ଜୁନାଗଡ଼ ବସ୍‌ରେ ବସି
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଗତକାଲି ମାସର ପ୍ରଥମ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
Read More...

ସାନ ସାହାଜବାହାଲ ଗାଁରେ ବଚସାକୁ ନେଇ ହତ୍ୟାକାଣ୍ଡ : ଅଭିଯୁକ୍ତ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ସାନ ସାହାଜବାହାଲ ଗାଁରେ ବଚସାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ଗଭରା ଗାଁର ଶୁକ୍ରୁ ବରିହା ଓ ଅନ୍ୟ ଚାରି ଜଣ ଯୁବକ ବରଗଡ ଜିଲ୍ଲାକୁ କାମ କରିବାକୁ ଯାଇଥିଲେ । ଗତ ୩୦
Read More...

ଜୈବିକ କୃଷି ଓ ମୃତ୍ତିକା ସ୍ୱାସ୍ଥ୍ୟ ପରିଚାଳନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୈବିକ କୃଷି ଓ ମୃତ୍ତିକା ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ରାଜ୍ୟରେ ୩୦ ଗୋଟି ସ୍ଥାୟୀ ଓ ୩୦ ଗୋଟି ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷା କେନ୍ଦ୍ର ଅଛି । ବ୍ଲକସ୍ତରରେ ୩୧୪ ଗୋଟି ମୃତ୍ତିକା ପରୀକ୍ଷାଗାର ପ୍ରତିଷ୍ଠା କରାଯାଇଛି । ଚାଷୀଙ୍କୁ ମୃତ୍ତିକା
Read More...

ସେକ୍ଟର- ୭ କମ୍ୟୁନିଟି ସେଣ୍ଟରଠାରେ ଚାଲିଥିବା ଆନ୍ତଃରାଜ୍ୟ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସେକ୍ଟର- ୭ କମ୍ୟୁନିଟି ସେଣ୍ଟରଠାରେ ଆନ୍ତଃରାଜ୍ୟ କ୍ୟାରମ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କମ୍ୟୁନିଟି ସେଣ୍ଟର ଓ କାର୍ୟ୍ୟକ୍ରମ ଆୟୋଜନ ସମିତିର ସଭାପତି ସୁଭ୍ରାଂଶୁ ଶେଖର ମହାପାତ୍ର ଓ ସମ୍ପାଦକ ସମିର କୁମାର ଦାସଙ୍କ ନେତୃତ୍ୱରେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୪୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬୧୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୩ ଜଣ
Read More...

ଦେଓଗାଁ ଏବିଇଓଙ୍କ ଅବସର ଗ୍ରହଣ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ଅଜିତ ସାହୁ ୩୧ତାରିଖ ଅବସର ଗ୍ରହଣ କରିଛନ୍ତି । ସେ ଗତ ଫେବୃୟାରୀରେ ଦେଓଗାଁ ବ୍ଲକର ଅତିରିକ୍ତ ଶିକ୍ଷା ଅଧିକାରୀଭାବେ ଯୋଗ ଦେଇଥିଲେ ।
Read More...

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କେନ୍ଦ୍ର ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀଙ୍କ ସୂଚନା

ନୂଆଦିଲ୍ଲୀ, (ପିଆଇବି) : ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ସୋମବାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି କେନ୍ଦ୍ର ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବିବାଦର ସମାଧାନ ଲାଗି ୨୦୧୮ ମାର୍ଚ୍ଚ
Read More...

ଟ୍ରେନ୍‌ରେ କଟି ମହିଳା ମୃତ

ଦେଓଗାଁ, (ମନୀଷ କୁମାର ସାହୁ) : ସୋମବାର ସକାଳ ପ୍ରାୟ ୮ଟା ସମୟରେ ହାତୀସରା ଗାଁର ନରେଶ ବକୁଲଙ୍କ ସ୍ତ୍ରୀ ରୁକ୍ମଣୀ ବକୁଳ(୩୦) ନିକଟସ୍ଥ ରେଲୱେ ଲାଇନ ପଟକୁ ଯାଇଥିବା ସମୟରେ ଟ୍ରେନରେ କଟିଯାଇଥିବା ଜଣାପଡ଼ିଛି । ଖବର ଅନୁଯାୟୀ, ରେଲୱେ ପୋଲିସ ଖବର ପାଇବା ପରେ କେସ୍‌ ନମ୍ବର ୧୪/୨୨ରେ ଏକ
Read More...

ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ଉପରେ ସଚେତନତା ବୈଠକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ହରିଶଙ୍କରଠାରେ ଯୋଗାଣ ବିଭାଗ ତରଫରୁ ଖରିଫ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ସମ୍ପର୍କିତ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...