ବରିଷ୍ଠ ନାଗରିକ ମଞ୍ଚର ଅମୃତ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ
ଗୁରୁଡିଝାଟିଆ : ଦେଶ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଅମୃତ ମହୋତ୍ସବ ପାଳନ ପାଇଁ କଖଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଶ୍ରୀରାମ ବରିଷ୍ଠ ନାଗରିକ ସଂଘର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଭାଗିରଥି ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସଂଘର!-->…
Read More...
Read More...