Daily Archives

ଟ୍ରାକ୍ଟର ଓଲଟି ଚାଳକ ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଥାନା ମାଣ୍ଡୋସିଲ ଗ୍ରାମର ଧାନମଣ୍ଡି ନିକଟରେ ଆଜି ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକ ଜଣକ ଧାରୋଲ ଗାଁର ପୂର୍ଣ୍ଣଚନ୍ଦ୍ର ରଣା (୨୬) ବୋଲି ଜଣାପଡିଛି । ସୂଚନା ଅନୁସାରେ ଟ୍ରାକ୍ଟରରେ ଚାଷ ଜମିକୁ କାଦୁଅ କରୁଥିବା
Read More...

ବିଜେପୁର ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ବ୍ଲକସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ବ୍ଲକ
Read More...

ହର ଘର ତ୍ରିରଙ୍ଗା ଅଭିଯାନରେ ଜିଲ୍ଲାବାସୀ ସାମିଲ ହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ

ବୌଦ୍ଧ, (ବଂଶୀଧର ମାଝୀ) : ଆଜାଦି କା ଅମୃତ ମହୋତ୍ସବ ଅବସରରେ ସ୍ୱାଧୀନତାର ୭୫ବର୍ଷର ସ୍ମରଣୀୟତା ପାଇଁ ଭାରତ ବର୍ଷର ପ୍ରତିଟି ଘରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ନିଜ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ପ୍ରେରଣା ଦେଇ ଲୋକଙ୍କ ହୃଦୟରେ ଦେଶଭକ୍ତିର ଭାବନାକୁ ଆହ୍ୱାନ କରିବା ଏହି
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୦ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ବିଭିନ୍ନ ୦୮ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ
Read More...

ଦେଓଗାଁଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମାସର ଦ୍ୱିତୀୟ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଦେଓଗାଁ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଓଡ଼ିଶା ଫାର୍ମାସିଷ୍ଟ ସେବାସଂଘର କାର୍ଯ୍ୟକାରିଣୀ ବୈଠକ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଓଡିଶା ଫାର୍ମାସିଷ୍ଟ ସେବାସଂଘ ବରଗଡ ଶାଖାପକ୍ଷରୁ ସ୍ଥାନୀୟ ମହାରାଜା ହୋଟେଲଠାରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶାର ସମସ୍ତ ଜିଲ୍ଲାରୁ କର୍ମକର୍ତ୍ତା ଏବଂ ପ୍ରତିନିଧିମାନେ ଯୋଗଦେଇଥିଲେ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରମୁଖ
Read More...

ନିଷ୍ଠା ପରିବାର ତରଫରୁ ଶ୍ରାବଣର ଶେଷ ସୋମବାରରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଅଷ୍ଟଶମ୍ଭୁ ଶୈବପୀଠ ଗାଈସୀମାଠାରେ ଭକ୍ତି ଓ ସେବାର ନିଆରା ପରମ୍ପରା ଏଠାରେ ଦେଖିବାକୁ ମିଳିଥିଲା । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଷ୍ଠା ପରିବାର ତରଫରୁ ଅଷ୍ଠଶମ୍ଭୁ ପୀଠ ଶ୍ରୀ ଶ୍ରୀ ବାବା ବରାଡ ବାଲୁଙ୍କେଶ୍ୱର ଧାମ, ଗାଇସୀମା, ବରଗଡ଼ରେ
Read More...

ଦିବ୍ୟାଙ୍ଗ ଛାତ୍ରୀ କଳ୍ପନା ଦଶମ ପରୀକ୍ଷାରେ ବ୍ଲକ ଟପର

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ଚଳିତ ବର୍ଷ ମେଟ୍ରିକ ପରୀକ୍ଷା ଫଳାଫଳ ଘୋଷଣା ହୋଇଯାଇଛି । ତୁରେକେଲା ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୧୨ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମେଟ୍ରିକ ପରୀକ୍ଷା ଦେଇଥିଲେ । ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ସହିତ କୁଇବାହାଲ
Read More...

ଲୋଇସିଂହା ସରପଞ୍ଚଙ୍କ ପିତୃ ବିୟୋଗ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ସ୍ଥାନୀୟ ସରପଞ୍ଚ ନବକିଶୋର ନାଏକଙ୍କ ବାପା ଗୌରଚରଣ ନାଏକଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ସ୍ଥାନୀୟ ହାଇସ୍କୁଲରେ ସେ ଦୀର୍ଘଦିନ ଧରି ପ୍ରଧାନ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ରିନବଚନ ଗ୍ରା.ପ.ରୁ ୨ ଜଣ, ବୁଦୁଲା ଗ୍ରା.ପ.ରୁ ୨ ଜଣ, ଭରସୁଜା ଗ୍ରା.ପ.ରୁ ୧ ଜଣ, ନଅଗାଁ ‘ବି’ରୁ ୧ ଜଣ, ଡୁଡୁକା
Read More...