Daily Archives

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଗତକାଲି ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିବା ପରେ ଆଜି ଶ୍ରୀ ଶାହା ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ପରେ କଟକ ଗସ୍ତରେ ଯାଇ ଓଡିଆ ବଜାରସ୍ଥିତ ନେତାଜୀ ସୁଭାସ ଚନ୍ଦ୍ର
Read More...

ପିପିଲିପାଲି ଛକ ନିକଟରେ ଦୁର୍ଘଟଣା

ଲୋଇସିଂହା, (କେପିଏନ୍‌ଏସ୍‌) : ପିପିଲିପାଲି ଛକ ନିକଟରେ ସଡକ ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଭରସୁଜା ଗ୍ରାମର ରାନୀ ବରିହା ଓ ଶଶୀ ଜୁଏଡ ୨ ଜଣ ବାଇକ ଯୋଗେ ଯାଉଥିବା ବେଳେ ଭାରସାମ୍ୟ ହରାଇ ପିପିଲିପାଲି ଛକରେ ପଡିଯାଇଥିଲେ । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ
Read More...

ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପାଣିଗୁଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ପାଣିଗୁଡା ଗ୍ରାମର ଖଗେଶ୍ୱର ସୁନା ନାମକ ଜଣେ ଯୁବକଙ୍କୁ ସେହି ଗ୍ରାମର କିଛି
Read More...

ବଜ୍ରାଘାତ ଯୋଗୁଁ ଜଲିଗଲା ଇଲେକ୍ଟ୍ରି ବୋର୍ଡ : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ବେଲପଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଭାଲୁଖାଇ ଗ୍ରାମରେ ଗତକାଲି ଦିନ ୨ଟା ସମୟରେ ବର୍ଷା ସାଙ୍ଗକୁ ଘଡଘଡି ହୋଇଥିଲା । ଫଳରେ ଚୈତନ ଖର୍ସେଲଙ୍କ ଘରେ ଲାଗିଥିବା ବିଦ୍ୟୁତ ବୋର୍ଡରେ ସର୍ଟ ସାର୍କିଟ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ଏହା ଦେଖି ଭୟରେ ଚୈତନଙ୍କ ପରିବାର
Read More...

ଦେଉଳି ଶିବ ମନ୍ଦିରରୁ ୩ ଫୁଟର ନାଗ ସାପ ଉଦ୍ଧାର

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଘୁନସରର ଶିବ ମନ୍ଦିରରୁ ୩ ଫୁଟର ନାଗ ସାପ ଉଦ୍ଧାର । ସୂଚନା ଅନୁସାରେ ଘୁନସର ଶିବ ମନ୍ଦିରରେ ଏକ ନାଗ ସାପ ରହିଥିବା ମନ୍ଦିରର ପୂଜକ ଓ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ ଏବଂ ସାପ ଧରାଳି ତଥା ପ୍ରକୃତିମିତ୍ର ବିକିଜି ନାଗଙ୍କୁ
Read More...

ଜୁହାର ପରିବାର ଦିଲ୍ଲୀର ୨୨ତମ ପ୍ରତିଷ୍ଠା ଦିବସ ପାଳିତ

ସମ୍ବଲପୁର : ପ୍ରବାସୀ ଓଡିଆଙ୍କ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଜୁହାର ପରିବାରର ଦିଲ୍ଲୀର ୨୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ରବିବାର ସ୍ଥାନୀୟ ତ୍ୟାଗରାଜ ନଗର ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ଏହି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମର ପ୍ରାରମ୍ଭରେ ମା' ସମଲେଶ୍ୱରୀ, ମା'
Read More...

ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଷ୍ଟେଟ ବ୍ୟାଙ୍କ ଗ୍ରାହାକ ସେବା ବୈଠକ

ବୌଦ୍ଧ, (ମମତା ମହାକୁର) : ଭାରତୀୟ ଷ୍ଟେଟ ବ୍ୟାଙ୍କ ବୌଦ୍ଧ ମୁଖ୍ୟ ଶାଖାଠାରେ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଗ୍ରାହାକ ସେବା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ସୁରକ୍ଷା ବୀମା ଯୋଜନା ସାମିଲଥିବା ସଂଜିତ କୁମାର ସାହୁଙ୍କ କୌଣସି ରୋଗଜନିତ ମୃତ୍ୟୁ
Read More...

ବାଉଁଶୁଣୀ ନାଗରିକ କମିଟି ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲାର ବାଉଁଶୁଣୀଠାରେ ଥିବା ବାଉଁଶୁଣୀ ନାଗରିକ କମିଟି ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସଭାଗୃହଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଙ୍କନିଧି ଗାଗରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କମିଟିକୁ ମଜବୁତ୍ କରିବା ସହ ୧୨ଗୋଟି
Read More...

ଶିଶୁ ବିଦ୍ୟା ମନ୍ଦିର ପରିସରରେ ୩୪ତମ ବିଦ୍ୟାଳୟ ବିଜ୍ଞାନ ମେଳା ଅନୁଷ୍ଠିତ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୩୪ତମ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ମୁଖ୍ୟଅତିଥି ଭାବରେ ଡେପୁଟି କଲେକ୍ଟର ଝରଣା ପ୍ରଧାନ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିବା ସହିତ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ
Read More...

ଶ୍ରୀଅରବିନ୍ଦଙ୍କ ୧୫୦ତମ ଜନ୍ମୋତ୍ସବ ତଥା ଭାରତର ୭୫ତମ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀଅରବିନ୍ଦ ଯୋଗ ମନ୍ଦିର ଓ ସ୍କୁଲ ଆନୁକୂଲ୍ୟରେ ଶ୍ରୀଅରବିନ୍ଦଙ୍କ ୧୫୦ତମ ଜନ୍ମୋତ୍ସବ ଓ ସ୍ୱାଧୀନତାର ୭୫ତମ ଅମୃତ ମହୋତ୍ସବ ସିଭିକ ସେଣ୍ଟେରଠାରେ ଦିବସ ବ୍ୟାପୀ ପାଳନ ହୋଇଯାଇଛି । ଏହି ଉପଲକ୍ଷେ ଶ୍ରୀଅରବିନ୍ଦଙ୍କ ଜୀବନ ଦର୍ଶନ ଆଧାରିତ ଏକ ସଦଭାବନା ରଥ
Read More...