Daily Archives

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲା କଂଗ୍ରେସ କମିଟିର ପଦଯାତ୍ରା

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଗୌରବମୟ ପଦଯାତ୍ରା ବରଗଡ଼ ଜିଲ୍ଲା କଂଗ୍ରେସ କମିଟିର ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ ସଭାପତିତ୍ୱରେ ଆଜି ଅଗଷ୍ଟ ୯ କ୍ରାନ୍ତି ଦିବସରେ ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ଭେଡେନ ବ୍ଲକ କଂଗ୍ରେସ
Read More...

ଉଦ୍ଧାର ହୋଇ ମିଶନ ଚାରିଟିରେ ଥଇଥାନ ହେଲେ ମାନସିକ ବିକାର ଗ୍ରସ୍ତ ମହିଳା

ଭବାନୀପାଟଣା : ଉଦ୍ଧାର ହୋଇ ମିଶନ ଚାରିଟିରେ ଥଇଥାନ ହେଲେ ମାନସିକ ବିକାର ଗ୍ରସ୍ତ ମହିଳା । ସୂଚନା ଅନୁସାରେ ଭବାନୀପାଟଣା ସହରରେ ଜଣେ ଚାଳିଶ ବର୍ଷୀୟ ମାନସିକ ବିକାର ଗ୍ରସ୍ତ ମହିଳା ଏଣେତେଣେ ବୁଲୁଥିବା ନେଇ ସଦର ଥାନା ଆଇଆଇସି ରଶ୍ମିତା ପ୍ରଧାନ ଜାଣିବା ପରେ ତାଙ୍କୁ ଉଦ୍ଧାର କରି ଖାଇବା
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୩୦ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୩ଟି କେନ୍ଦ୍ରରେ(କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୋନପୁର ମ୍ୟୁନିସିପାଲିଟି
Read More...

ଲଘୁଚାପ ଜନିତ ବର୍ଷା : ବରଗଡ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଙ୍ଗ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଲଘୁଚାପ ଜନିତ ବର୍ଷା ଯୋଗୁଁ ଗତ ଦୁଇ ଦିନ ଧରି ବରଗଡ଼ ଜିଲ୍ଲାର ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ବରଗଡ଼ ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଯୋଗୁଁ ରେଡ୍ ୱାର୍ଣ୍ଣିଙ୍ଗ ଜାରି
Read More...

ସଡକ ଦୁର୍ଘଟଣା, ୧ ମୃତ

ସିମୁଳିଆ : ବାଇକ ଯୋଗେ ସୋରରୁ ଘରକୁ ଫେରିବା ବାଟରେ ୧୬ନଂ ଜାତୀୟ ରାଜପଥରେ ଅଜଣା ଗାଡି ସହ ଧକ୍କା ହୋଇ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନାରୁ ପ୍ରକାଶ ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ସବଙ୍ଗ
Read More...

ଦେଓଗାଁ ବ୍ଲକ କାର୍ଯ୍ୟାଳୟ ରାସ୍ତା ଓଭରବ୍ରିଜ ତଳେ ଆଣ୍ଠୁଏ ପାଣି, ଯାତାୟତରେ ବ୍ୟାହତ

ଦେଓଗାଁ, (ମନୀଷ କୁମାର ସାହୁ) : ମଙ୍ଗଳବାର ଦିନ ଲଗାଣ ବର୍ଷା ଯୋଗୁଁ ଦେଓଗାଁ ବ୍ଲକ୍ କାର୍ଯ୍ୟାଳୟ ରାସ୍ତାର ରେଲୱେ ଓଭରବ୍ରିଜ ତଳେ ଆଣ୍ଠୁଏରୁ ଅଧିକ ପାଣି ଜମି ରହିଥିଲା । ଫଳରେ ଯାତ୍ରୀମାନେ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାସହ ହାତୀସରା ପଞ୍ଚାୟତ ନାଇକେନଶିରା ଗାଁକୁ
Read More...

ବିଶ୍ୱ ଆଦିବାସୀ ଦିବସ ପାଳିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଛକଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ଆଜି ପାଳିତ ହୋଇଯାଇଛି । ଏଥିରେ ପଞ୍ଚାୟତ କନ୍ଧ ସମାଜ ସଭାପତି ଭୀମ ଭୋଇ ସଭାପତିତ୍ୱ କରିଥିବା ବେଳେ ସମ୍ପାଦକ ନନ୍ଦି କିଶୋର
Read More...

ସିଏନ୍‌ସି ମହାବିଦ୍ୟାଳୟରୁ ରିଙ୍କି ଓ ରାବିଆ ବିଶ୍ୱ ବିଦ୍ୟାଳୟର ଟପ୍ପର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସମ୍ବଲପୁର ବିଶ୍ୱ ବିଦ୍ୟାଳୟର ଯୁକ୍ତ ୩ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶିତ ହୋଇଯାଇଛି । ଉକ୍ତ ପରୀକ୍ଷାରେ ଅଗ୍ରଣୀ ଶିକ୍ଷାନୁଷ୍ଠାନ ନାଇସ ବାଣିଜ୍ୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବାଜିମାତ କରିଛନ୍ତି । ଉକ୍ତ ମହାବିଦ୍ୟାଳୟର ୪ ଜଣ ଛାତ୍ରୀ ଯଥାକ୍ରମେ
Read More...

ଅମୃତ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ରାୟଗଡା, (ମମତା ମହାକୁର) : ୨୦୨୨-୨୩ ଶିକ୍ଷା ବର୍ଷ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଅମ୍ବାଦଳାର ଅବିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ଭାରତବର୍ଷର ୭୫ ବର୍ଷ ପୂର୍ତ୍ତି ଅବସରରେ ସ୍ୱାଧୀନତାର ଅମୃତ ମହୋତ୍ସବ କିପରି ସୁନ୍ଦର ଭାବେ ପାଳନ କରାଯିବ ଓ ବିଦ୍ୟାଳୟର ଶିକ୍ଷା
Read More...

ବଲାଙ୍ଗିର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସିବିଏସ୍‌ଇ ଏଫିଲିଏସନ ପାଇଁ ମନ୍ତ୍ରୀଙ୍କ ସହ ରାଜ୍ୟସଭା ସାଂସଦଙ୍କ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦ୍ର ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ, ବଲାଙ୍ଗିର ଜିଲ୍ଲାର ଡୁମେରବାହାଲ ଏକଲବ୍ୟ ମୋଡେଲ ରେସିଡେନ୍ସିଏଲ ସ୍କୁଲ ବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସିବିଏସ୍‌ଇ ଏଫିଲିଏସନ ପାଇଁ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ
Read More...