Daily Archives

ବିଡିଓଙ୍କ ସରକାରୀ ବାସଭବନ ଉଦ୍‌ଘାଟନ କଲେ ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓଙ୍କ ସରକାରୀ ବାସଭବନକୁ ଉଦ୍‌ଘାଟନ କରିଛନ୍ତି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏଥିରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ବିଡ଼ିଓ
Read More...

ନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ୨୦ ବର୍ଷ ଜେଲ, ୨୦ ହଜାର ଜରିମାନା

କନ୍ଧମାଳ : (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନା ଅଂଚଳର ଏକ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାର ଶୁଣାଣି କରି ଫୁଲବାଣୀ ସ୍ୱତନ୍ତ୍ର ପୋକସୋ କୋର୍ଟ ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡ ଶୁଣାଇବା ସହିତ ୨୦ ହଜାର ଟଙ୍କାର ଜରିମାନା
Read More...

ସଂଗ୍ରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ୟାବିନେଟ୍ ଗଠିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ବ୍ଲକ ତାଳସରଡା କ୍ଲଷ୍ଟର ଅନ୍ତର୍ଗତ ସଂଗ୍ରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଅଜିତ୍‌ କୁମାର ମେଣ୍ଡିଲିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟ କ୍ୟାବିନେଟ୍ ଗଠିତ ହୋଇଯାଇଛି । ଏହି ବିଦ୍ୟାଳୟ କ୍ୟାବିନେଟ୍ ଗଠନ ସମ୍ପୂର୍ଣ୍ଣ
Read More...