Daily Archives

ସିନାପାଲି ହାଇସ୍କୁଲପଡାଠାରେ ଆଦର୍ଶ ଗୋଷ୍ଠୀ ଗୃହ ନିର୍ମାଣ ନେଇ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ସ୍ଥିତ ହାଇସ୍କୁଲପଡା (ପଲ୍ଲୀଜାଗରଣପଡା, ୱାର୍ଡ ନଂ.୩)ଠାରେ ଏକ ଆଦର୍ଶ ଗୋଷ୍ଠୀ ଗୃହ ନିର୍ମାଣ ପାଇଁ ନୂଆପଡା ଜିଲ୍ଲାପାଳ ହେମକାନ୍ତ ସାଏଙ୍କୁ ସିନାପାଲିଠାରେ ଆୟୋଜିତ ଅଭିଯୋଗ ଶୁଣାଣି ଶିବିରରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି ।…
Read More...

ବଲାଙ୍ଗିର ସହରର ସମ୍ପୂର୍ଣ୍ଣା ମାତୃଛାୟା ବୃଦ୍ଧାଶ୍ରମଠାରେ ବୁଷ୍ଟରଡୋଜ ଟୀକାକରଣ ସ୍ୱାସ୍ଥ୍ୟ କ୍ୟାମ୍ପ ଆୟୋଜିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୌରାଞ୍ଚଳ ଅଧୀନସ୍ଥ ୨୧ ନମ୍ବର ୱାର୍ଡ ଚନ୍ଦ୍ରଶେଖର ନଗରଠାରେ ଅବସ୍ଥାପିତ "ସମ୍ପୂର୍ଣ୍ଣା" ମାତୃଛାୟା ବୃଦ୍ଧାଶ୍ରମଠାରେ ଜନସାଧାରଣ ତଥା ଉକ୍ତ ଆଶ୍ରମର ଅନ୍ତେବାସୀମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ କ୍ୟାମ୍ପ ତଥା କୋଭିଡ଼-୧୯ ବୁଷ୍ଟରଡୋଜ ଟୀକାକରଣ…
Read More...

୯ ଅଗଷ୍ଟ କ୍ରାନ୍ତି ଦିବସ ଉପଲକ୍ଷେ ସ୍ୱାଧୀନତାର ଗୌରବ ଯାତ୍ରା

ନୂଆପଡା, (ନିରାକାର ମେହେର) : ୯ ଅଗଷ୍ଟ କ୍ରାନ୍ତି ଦିବସ ଉପଲକ୍ଷେ ନୂଆପଡା ଜିଲ୍ଲା କଂଗ୍ରେସ କମିଟି ଓ ସିନାପାଲି ବ୍ଲକ କଂଗ୍ରେସ କମିଟି ତରଫରୁ ସ୍ୱାଧୀନତାର ଗୌରବ ଯାତ୍ରା ପାଳନ କରାଯାଇଛି । ଏହି ପଦଯାତ୍ରା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଗ୍ରାମଠାରୁ ସିଙ୍ଗଝର ଗ୍ରାମ…
Read More...

ବିର୍ସାମୁଣ୍ଡା ଆଦିବାସୀ ଯୁବକ ସଂଘ କଣ୍ଟାବାଞ୍ଜି ଦ୍ଵାରା ବିଶ୍ଵ ଆଦିବାସୀ ଦିବସ ପାଳନ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ଆଜି ସ୍ଥାନୀୟ ପ୍ରେସ କ୍ଲବ ଅଫିସ ପରିସରରେ ବିର୍ସାମୁଣ୍ଡା ଆଦିବାସୀ ଯୁବକ ସଂଘ କଣ୍ଟାବାଞ୍ଜି ଦ୍ଵାରା ବିଶ୍ଵ ଆଦିବାସୀ ଦିବସ ପାଳିତ ହୋଇଯାଇଛି । 'ବିଶ୍ଵ ଆଦିବାସୀ ଦିବସ କ'ଣ ପାଇଁ ପାଳନ କରାଯାଏ ଏବଂ ଆଜିର ଯୁଗରେ ଆଦିବାସୀମାନଙ୍କ ଉପରେ ହେଉଥିବା…
Read More...

ଶିକ୍ଷକ ନିଯୁକ୍ତି ଦାବୀରେ ପାଢେଲ ସରକାରୀ ଉଚ୍ଚ ବିଦ୍ୟାଳୟ ସ୍କୁଲ ଗେଟ୍‌ରେ ତାଲା ଦେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ…

ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପ୍ରତିଶୃତି ପରେ ଖୋଲିଲା ତାଲା ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ମରୁଆଁ ପଞ୍ଚାୟତ ପାଢେଲ ଗ୍ରାମର ସର୍ବ ପୁରାତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ସ୍କୁଲ ଗେଟ୍‌ରେ ତାଳା ପକାଇ ଛାତ୍ରଛାତ୍ରୀ ଓ ଅଭିଭାବକମାନେ…
Read More...

ଭୁବନେଶ୍ୱରର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ

ଭୁବନେଶ୍ୱର : ଭୁବନେଶ୍ୱରରେ ବଢ଼ୁଛି ଦିନକୁ ଦିନ ଲୋକସଂଖ୍ୟା । ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ଯାହାଫଳରେ ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ…
Read More...

ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ : ୭ ଗୁରୁତର, ୩୦ରୁ ଅଧିକ ଆହତ

ସୋର : ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ୍ ଓଲଟିପଡ଼ି ୩୦ରୁ ଅଧିକ ଯାତ୍ରୀ ଆହାତ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତର ଓ ଆହତଙ୍କୁ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ…
Read More...

ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅଳ୍ପକେ ବର୍ତ୍ତିଲେ ପରିବାର

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚଚରାଭଟା ନିବାସୀ ବିଧବା ମହିଳା ସାବିତ୍ରୀ ବାଗଙ୍କ ଘର ଲଗାଣ ବର୍ଷାରେ ଭାଙ୍ଗି ଭୁଶୁଡି ପଡିଥିବା ଜଣାପଡିଛି । ଘର ଭାଙ୍ଗି ଭୁଶୁଡି ପଡିଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପରିବାର ଲୋକେ…
Read More...

ସ୍ୱାଧୀନତା ଦିବସ ଉତ୍ସବରେ ସାମିଲ ହେବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ସ୍ୱାଧୀନତା ଦିବସକୁ ନେଇ ବଦଳିଲା ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ଚଳିତ ବର୍ଷ ସ୍ୱାଧୀନତା ଦିବସ ଉତ୍ସବରେ ଛାତ୍ରଛାତ୍ରୀମାନେ ସାମିଲ ହୋଇପାରିବେ । ଶିକ୍ଷାନୁଷ୍ଠାନରେ ହେବାକୁ ଥିବା ସ୍ୱାଧୀନତା ଦିବସ ଉତ୍ସବରେ ପିଲାମାନେ ସାମିଲ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
Read More...

ଲଗାଣ ବର୍ଷାରେ ବେହାଲ ବଲାଙ୍ଗିର ସହର : ସ୍ଥିତି ପରଖିଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଗତ ଦୁଇ ଦିନ ହେବ ଲଗାଣ ବର୍ଷା ଲାଗାତାର ଭାବେ ବର୍ଷା ଲାଗିରହିଥିବା ବେଳେ ସହରର ବିଭିନ୍ନ ସ୍ଥାନରେ ତଥା ବିଭିନ୍ନ ୱାର୍ଡର କିଛି ଘରେ ବର୍ଷା ପାଣି ପଶି ଯାଇଥିବା ଦେଖିବାକୁ ମିଳିଥିଲା । ଏହାକୁ ଆଖି ଆଗରେ ରଖି ପୌରାଞ୍ଚଳର ୱାର୍ଡକୁ ୱାର୍ଡ ବୁଲି…
Read More...