Daily Archives

କେନ୍ଦୁଝରରେ ବିଶ୍ୱ ଜନଜାତି ଦିବସ ପାଳିତ

କେନ୍ଦୁଝର : ଅଗଷ୍ଟ ୯ ତାରିଖରେ ସାରା ବିଶ୍ୱ ଆଦିବାସୀଙ୍କ ସମ୍ମାନରେ ବିଶ୍ୱ ଜନଜାତି ଦିବସ ପାଳନ କରୁଥିବା ବେଳେ କେନ୍ଦୁଝରରେ ଏହାକୁ ଆଗ୍ରହ ଉଲ୍ଲାସର ସହ ପାଳନ କରାଯାଇଛି । ଜିଲ୍ଲାର ସମସ୍ତ ବହୁଭାଷୀ ବିଦ୍ୟାଳୟମାନଙ୍କରେ ବିଶ୍ୱ ଜନଜାତି ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ଆଶୀଷ ଠାକରେ
Read More...

ସଡକ ଦୁର୍ଘଟଣା : ୧ ଗୁରୁତର ଆହତ

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚେମଣା ଜଙ୍ଗଲ ନିକଟରେ ଟ୍ରାକ୍ଟର ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପଥକର ଫାଟକ ରୋଗୀଯାନ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ
Read More...

ଆଡେଣିଗଡରେ ନୂତନ ସାପ୍ତାହିକ ହାଟର ଉଦଘାଟନ

ହରଭଙ୍ଗା : ହରଭଙ୍ଗା ବ୍ଲକ ଆଡେଣିଗଡ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ନୂତନ ସାପ୍ତାହିକ ହାଟର ଶୁଭ ଉଦ୍‌ଘାନ କାର୍ଯ୍ୟକ୍ରମ ସ୍ଥାନୀୟ ସରପଞ୍ଚ ଅଜିତ କୁମାର ପ୍ରଧାନଙ୍କ ଦ୍ୱାରା ହୋଇଯାଇଛି । ସ୍ଥାନୀୟ ଶିବମନ୍ଦିର ନିକଟରେ ହାଟଟି ବସିବ ବୋଲି ସ୍ଥିର କରାଯାଇଛି । ବ୍ୟବସାୟିକ ଏବଂ ବଜାର
Read More...

ବିଜେଡ଼ିରେ ମିଶ୍ରଣ ପର୍ବ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ତୁରେକେଲା ବ୍ଲକର ୧୫ ଜଣ ଯୁବକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜଳଧର ବାଗ ଯାଦବଙ୍କ ନେତୃତ୍ୱରେ ଘନଶ୍ୟାମ ନାଗ, ଟେମ୍ପୁ ନାଗ, ଦୁଃଖନାସନ ନାଗ, ମୋନୋଜ ବାଗ, କ୍ଷୀରମନ ପୋଡ଼, ପରମେଶ୍ୱର
Read More...

ଟାଉନ ଥାନାର ଦ୍ୱାରସ୍ଥ ହେଲେ ନିର୍ଜାତିତା ମହିଳା ଏସ୍‌ସିଏସ୍‌ଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଚିପ୍‌ ସିଏସ୍‌ଓଙ୍କ ବିରୁଦ୍ଧରେ ବଲାଙ୍ଗିର ମ୍ୟୁନିସିପାଲିଟିର ମହିଳା ଏସ୍‌ସିଏସ୍‌ଓ ଯୌନ ନିର୍ଜାତନା ଅଭିଯୋଗ ଆଣି ବଲାଙ୍ଗିର ଟାଉନଥାନାର ଦ୍ୱାରସ୍ଥ ହୋଇଥିବା ବେଳେ ଅଭିଯୋଗକୁ ଭିତ୍ତି କରି ଟାଉନ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିବା
Read More...

ସ୍ଵଚ୍ଛ ଭାରତ ଏବଂ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ : ଫୁଲବାଣୀ ବ୍ଲକ ଅନ୍ତର୍ଗତ ତୁଡ଼ିପାଜୁ ପଂଚାୟତ କାର୍ଯ୍ୟାଳୟ ପରିସରରେ ସ୍ଵଚ୍ଛ ଭାରତ ଏବଂ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଡମସିଂ ଯୁବ ପରିଷଦ ପୁନ୍ଦାଲିର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ
Read More...

କଣ୍ଟାବାଞ୍ଜି ମାନସ ଭବନରେ ବିଦ୍ୟାଳୟସ୍ତରୀୟ ଚେସ୍‌ ପ୍ରତିଯୋଗିତା ଆୟୋଜିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : କଣ୍ଟାବାଞ୍ଜି ମାନସ ଭବନଠାରେ ମଙ୍ଗଳବାର ବିଦ୍ୟାଳୟସ୍ତରୀୟ ଚେସ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଚେସ ଫାଉଣ୍ଡେସନ କଣ୍ଟାବାଞ୍ଜି ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ କଣ୍ଟାବାଞ୍ଜି ତଥା ବାହାର ସହରରୁ ଆସି ଖେଳାଳିମାନେ ଯୋଗ ଦେଇଥିଲେ । ବିଘ୍ନେସ୍ୱର
Read More...

ଉପରାଷ୍ଟ୍ରପତିଙ୍କୁ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମାନନୀୟ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁଙ୍କୁ ନୂଆଦିଲ୍ଲୀ ଠାରେ ବ୍ୟକ୍ତିଗତ ଭାବେ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ
Read More...

ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

ଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ତ୍ତାରେ କହିଛନ୍ତି:-“ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ରକ୍ଷା ବନ୍ଧନ ଭାଇ ପ୍ରତି ଭଉଣୀର ଭଲପାଇବା ଓ ସ୍ନେହର ଅଭିବ୍ୟକ୍ତି
Read More...

ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଆୟୋଜିତ

ଚୌଦ୍ୱାର : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଜ୍ଞାନ ବିଜ୍ଞାନ ମେଳା ଆୟୋଜିତ ହୋଇଯାଇଛି । ପରିଚାଳନା କମିଟି ସଭାପତି ସ୍ୱପ୍ନା ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଗୋଖଲେ ଆଦର୍ଶ ମହାବିଦ୍ୟାଳୟର ଅଧ୍ୟାପକ ଉତ୍ତମ କୁମାର ଦାସ ଉଦ୍‍ଘାଟନ
Read More...