Daily Archives

ବେଲପଡାରେ ଗଙ୍ଗାଧର ଜୟନ୍ତୀ ଓ ଆଲୋଚନାଚକ୍ର ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ବେଲପଡା ଆନୁକୂଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଓ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସାରସ୍ଵତ ସଭାରେ କଣ୍ଟାବାଞ୍ଜି କେ.ଭି କଲେଜର ଓଡ଼ିଆ ବିଭାଗ ମୁଖ୍ୟ ଡକ୍ଟର ସଂଜୟ କୁମାର ମିଶ୍ର ମୁଖ୍ୟ
Read More...

ସ୍ୱାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା ଶୋଭାଯାତ୍ରା ଓ ଶିକ୍ଷାନୁଷ୍ଠାନ ମାନଙ୍କରେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ଅନୁକମ୍ପାରେ ନିଶା ମୁକ୍ତ ଭାରତ ଅଭିଯାନ ଓ ଆଜାଦି କା ଅମୃତ ମହୋତ୍ସବ ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ଏହି ଶୋଭାଯାତ୍ରାରେ ବଲାଙ୍ଗିର ଜିଲ୍ଲାପାଳ ଉପସ୍ଥିତ
Read More...

ଦୀପ ତଳ ଅନ୍ଧାର : ସ୍ଵାଧୀନତାର ୭୫ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଅତିଥିପଡା ବାସିନ୍ଦା

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ବର୍ଥଲା ପଞ୍ଚାୟତ ପାଟଣାଗଡ଼ରୁ ହରିଶଙ୍କର ଯିବା ରାସ୍ତାରେ ପଢୁଥିବା ଅତିଥିପଡ଼ା ସ୍ୱାଧୀନତାର ୭୫ ବର୍ଷ ବିତିବାକୁ ଯାଉଥିବା ବେଳେ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ଥିବା ନେଇ ବାରମ୍ବାର ବ୍ଲକ ପ୍ରଶାସନକୁ ପଡ଼ା ବାସିନ୍ଦା ଅଭିଯୋଗ କରି
Read More...

ପାଟଣାଗଡ ଥାନାରେ ରାକ୍ଷୀ ବାନ୍ଧିଲେ ନାଇସ କିଡସ୍‌ ଇଣ୍ଟର୍‌ନ୍ୟାସନାଲ୍‌ ସ୍କୁଲର କୁନିକୁନି ଛାତ୍ରଛାତ୍ରୀ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ସକାଳ ୧୦ଟା ସମୟରେ ନାଇସ କିଡସ୍‌ ଇଣ୍ଟର୍‌ନ୍ୟାସନାଲ୍‌ ସ୍କୁଲର କୁନିକୁନି ଛାତ୍ରଛାତ୍ରୀମାନେ ପାଟଣାଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ । ଏସଡିପିଓ ଜ୍ୟୋର୍ତିମୟ ଭୁକ୍ତାଙ୍କୁ ଛାତ୍ରୀମାନେ ରାକ୍ଷୀ ବାନ୍ଧିଥିଲେ ।
Read More...

ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପବିତ୍ର ଗହ୍ମା ପୂର୍ଣ୍ଣିମା ଓ ଏ ମାଟିର ଯୁଗ ଜନ୍ମା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଗୋଶାଳା ଛକ ସ୍ଥିତ କବିଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏ
Read More...

ଖପ୍ରାଖୋଲରେ ବ୍ରହ୍ମକୁମାରୀ ଈଶ୍ଵରୀୟବିଦ୍ୟାଳୟ ତରଫରୁ ରକ୍ଷା ବନ୍ଧନ ଉତ୍ସବ : ଯବାନକୁ ବାନ୍ଧିଲେ ରାକ୍ଷୀ

ଖପ୍ରାଖୋଲ, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଲକର ବିଭିନ୍ନ ଗାଁରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ଅବସରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ମନ୍ଦିରମାନଙ୍କରେ ରକ୍ଷା ବନ୍ଧନ ଉତ୍ସବ ପାଳନ ହୋଇଥିବା ବେଳେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ ପୋଲିସ
Read More...

+୩ ପରୀକ୍ଷା ଫଳାଫଳରେ ଜେଏସ୍‌ଏମ୍‌ର ସଫଳତା

ବଲାଙ୍ଗିର, (କେପିଏନ୍‌ଏସ୍‌) : +୩ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ବଲାଙ୍ଗିର ଜିଲ୍ଲାର ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ୭ ଜଣ ଛାତ୍ରଛାତ୍ରୀ ୮୦% ମାର୍କ ରଖିଛନ୍ତି ପୁଣି ପ୍ରତି ବର୍ଷପରି ଏହି ବର୍ଷ ମଧ୍ୟ ୧୦୦% ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି । ଏହା ସହିତ ସମ୍ୱଲପୁର
Read More...

ପଖନମୁଣ୍ଡା ବିଦ୍ୟାଳୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ କମେଇମୁଣ୍ଡା ପଞ୍ଚାୟତର ପଖନମୁଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ରେଡକ୍ରସ କର୍ମୀ ବିରଂଚି ନାରାୟଣ ଦାଶଙ୍କ ନେତୃତ୍ୱରେ ସର୍ବ ପ୍ରଥମେ
Read More...

ପାଇକମାଲ ଯମୁନା କାନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଯମୁନା କାନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟରେ ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ଜୟନ୍ତୀ ପାଳନ ଅବସରରେ ଛାତ୍ରୀମାନେ କବିଙ୍କ ସଂଗୀତ ଗାନ କରିଥିଲେ । ଜୟନ୍ତୀରେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଅତିରିକ୍ତ ବ୍ଲକ
Read More...

ବାଲିଗୁଡ଼ାରେ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦି କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା
Read More...