pakka
Daily Archives

ଦିବ୍ୟରଂଜନଙ୍କ ମୃତ ଦେହ ଉଦ୍ଧାର ପରେ ସୋନପୁରରେ ହେଲା ଶବ ବ୍ୟବଚ୍ଛେଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତିପଡ ନିବାସୀ ତଥା ବରଗଡ ଜିଲ୍ଲା ବରପାଲି ପିଏନ୍‌ବି ବ୍ୟାଙ୍କର କୃଷି ଅଧିକାରୀ ଦିବ୍ୟରଂଜନ ମିଶ୍ରଙ୍କ ମୃତ ଦେହ ଆଜି ଅପରାହ୍ନରେ ଲଛିପୁର ନିକଟସ୍ଥ ଅଙ୍ଗନଦୀ କୂଳରେ ଉଦ୍ଧାର ହୋଇଥିବା ବେଳେ ସୋନପୁର ମୁଖ୍ୟ ଚିକିତ୍ସାଳୟର ଶବ ବ୍ୟବଚ୍ଛେଦ
Read More...

ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ତରଫରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ତରଫରୁ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଏବଂ ପୂଜ୍ୟପୂଜା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରମ୍ଭା ଗାୟତ୍ରୀ ଶକ୍ତିପୀଠ ପରିସରରେ
Read More...

ଅଖିଳ ଭାରତୀୟ ମାରୱାଡ଼ି ମହିଳା ସଙ୍ଘ ପକ୍ଷରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଶନିବାର ଦିନ ମଧ୍ୟାହ୍ନରେ ଅଖିଳ ଭାରତୀୟ ମାରୱାଡ଼ି ମହିଳା ସଙ୍ଘର ଦେଓଗାଁ ଶାଖା ପକ୍ଷରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶାଖାର ସଭ୍ୟାମାନଙ୍କ ମଧ୍ୟରେ ଖୁସବୁ ଅଗ୍ରୱାଲ, ରେଣୁ ଅଗ୍ରୱାଲ, ମଞ୍ଜୁ ଅଗ୍ରୱାଲ, ଟିଙ୍କି ଅଗ୍ରୱାଲ, ସବିତା
Read More...

କୁଡ଼ାସିଂହାରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ ): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ସ୍ଥିତ ବୁଢ଼ାଡଙ୍ଗର ଉଚ୍ଚ ମାଧ୍ୟମିକ ସ୍କୁଲରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସ୍କୁଲର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ସ୍ଥାନୀୟ ପ୍ରାଥମିକ ଚିକିତ୍ସା
Read More...

ବରଗଡ ପଞ୍ଚାୟତ କଲେଜରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଞ୍ଚାୟତ ମହାବିଦ୍ୟାଳୟ, ବରଗଡର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ଆନୁକୁଲ୍ୟରେ ଆଜି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ଡ. ପ୍ରଭାସ ସିପ୍ସ ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ
Read More...

ବରଗଡ ଜିଲ୍ଲାରେ ୫୬୩ ମିମି ବର୍ଷା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଗତ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇଛି । ଜିଲ୍ଲାରେ ୫୭୩.୫ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି । ବିଜେପୁର ବ୍ଲକ ଅଞ୍ଚଳରେ ସର୍ବାଧିକ ୭୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ପଦ୍ମପୁର ବ୍ଲକ ଅଞ୍ଚଳରେ ୨୮
Read More...

ରଣ୍ଡା ବିଦ୍ୟାଳୟରେ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ସ୍ଥିତ ରଣ୍ଡା ଉଚ୍ଚ ବିଦ୍ୟାଳୟରେ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋର୍ତିମୟୀ ନାୟକଙ୍କ ତତ୍ତ୍ୱାବଧାନରେ
Read More...

ରାଷ୍ଟ୍ରୀୟ ସେବା ଯୋଜନାର ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସେକ୍ଟର-୪ ସ୍ଥିତ ରାଉରକେଲା କଲେଜର ରାଷ୍ଟ୍ରୀୟ ସେବା ଯୋଜନା(ଏନ୍.ଏସ୍.ଏସ୍.)ର ସଂଯୁକ୍ତ ଶାଖା ଏବଂ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏନ୍.ଏସ୍.ଏସ୍. ସଂଯୁକ୍ତ ଶାଖା ତରଫରୁ 'ହର ଘର ତ୍ରିରଙ୍ଗା' କାର୍ଯ୍ୟକ୍ରମ
Read More...

ଆଜାଦୀ କା ଅମୃତ ମହୋତ୍ସବରେ ବୃକ୍ଷ ରୋପଣ, ମିଷ୍ଟାନ୍ନ ବଣ୍ଟନ ଓ ତ୍ରିରଙ୍ଗା ଯାତ୍ରା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଦୁଲଦୁଲି କଳା ପରିଷଦ ତରଫରୁ ବୃକ୍ଷରୋପଣ, ମିଷ୍ଟାନ୍ନ ବଣ୍ଟନ ଓ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ରଣ୍ଡା ସ୍ଥିତ ରଣ୍ଡା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠାନ
Read More...

ବଲାଙ୍ଗିରରେ ରାଷ୍ଟ୍ରୀୟ ଲୋକ ଆଦଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧିଶ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ।
Read More...