Daily Archives

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ରାକ୍ଷୀ ପୂର୍ଣ୍ଣିମା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ବଲାଙ୍ଗିର ମୁଖ୍ୟାଳୟ ଶାନ୍ତିପଡା କମାଣ୍ଡାଣ୍ଟ ପୱନ କୁମାର ତିୱାରୀଙ୍କ ନେତୃତ୍ୱରେ ଏକ ବିଶାଳ “ରାକ୍ଷୀ ପୂର୍ଣ୍ଣିମା" ଅବସରରେ “ରକ୍ଷା ବନ୍ଧନ” ଉତ୍ସବର ଆୟୋଜନ କରାଯାଇଥିଲା । ଏଥିରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର
Read More...

ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶାହ ସମାରୋହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ ସାମ୍ବାଦିକ ତଥା ଛତ୍ରପୁର ପ୍ରେସ୍ କ୍ଲବର ସଦସ୍ୟ, ଶିକ୍ଷାବିତ୍ ଓ ସାହିତ୍ୟିକ, କବି ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶାହ ସମାରୋହ ଶୁକ୍ରବାର ଛତ୍ରପୁର ସ୍ଥିତ ଗୌରୀଶଙ୍କର କଲ୍ୟାଣ ମଣ୍ଡପଠାରେ ଏକ ସ୍ମୃତି ସଭା ସହ ଅନୁଷ୍ଠିତ
Read More...

ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କରିବା ସହିତ ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ
Read More...

ନରେନ୍ଦ୍ରପୁର ହାଇସ୍କୁଲରେ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁନିସପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ନରେନ୍ଦ୍ରପୁର ହାଇସ୍କୁଲରେ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ ହୋଇଯାଇଛି । ଡା. ସୁଦର୍ଶନ ସାହୁ ଓ ଡା. ସନ୍ତୋସିନୀ ସେଠିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ସାରା ଛତ୍ରପୁର
Read More...

ଗାୟତ୍ରୀ ପରିବାର ଦ୍ୱାରା ରକ୍ଷା ବନ୍ଧନ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାୟତ୍ରୀ ପରିବାର ଟ୍ରଷ୍ଟ, ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ କାମାକ୍ଷୀନଗର ନିକଟସ୍ଥ ଗାୟତ୍ରୀ ମନ୍ଦିରରେ ପବିତ୍ର ରକ୍ଷା ବନ୍ଧନ ମହାସମାରୋହରେ ସମ୍ପନ୍ନ ହୋଇଯାଇଛି । ସୁଦୁର୍ଲଭ ମାନବ ଜନ୍ମରେ ଜ୍ଞାନ ଓ କର୍ମର ସମ୍ମିଶ୍ରଣ ଦ୍ୱାରା ଜନ କଲ୍ୟାଣ ଉଦ୍ଦେଶ୍ୟରେ
Read More...

ଭବାନୀପାଟଣାଠାରେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜାଦୀ କା ଅମୃତ ମହୋତ୍ସବର ବିଭିନ୍ନ କାର୍ଯ୍ୟକ୍ରମ…

କଳାହାଣ୍ଡି, (ପି.କେ. ସାହୁ) : ସ୍ଥାନୀୟ ଓସ୍ଵାନ କେନ୍ଦ୍ରରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମର ଚୂଡାନ୍ତ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ଏବଂ ଏଥିରେ ସମସ୍ତ ବ୍ଲକର ବିଡିଓ ତଥା ନିର୍ବାହୀ ଅଧକାରୀ,
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୮ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୬୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ ଜଣ
Read More...

ଆଜାଦୀ କା ଅମୃତ ମହୋତ୍ସବ : ଦେଶର ୭୫ଟି ଜେଲରେ ହେବ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, (ପିଆଇବି) : ମହର୍ଷି ଅରବିନ୍ଦଙ୍କର ୧୫ଠତମ ଜନ୍ମ ଦିବସ ଏବଂ ଦେଶ ସ୍ୱାଧୀନତାର ୭୫ ବର୍ଷ ପାଳନ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଶ୍ରୀ ଅରବିନ୍ଦଙ୍କର ଜୀବନାଦର୍ଶ ଉପରେ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ୭୫ଟି ଜେଲରେ ଆୟୋଜନ କରାଯିବ । ଅଗଷ୍ଟ ୧୨ ତାରିଖରୁ ୧୫ ତାରିଖ
Read More...

ବନସ୍ତର ସୁରକ୍ଷାରେ ଗଜରାଜଙ୍କ ସୁରକ୍ଷା : ହୃଷୀକେଶ ପାଢୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିଶ୍ୱ ହାତୀ ଦିବସ ପାଳନ ଅବସରରେ ଘଞ୍ଚ ଜଙ୍ଗଲ ସୃଷ୍ଟି ଦିଗରେ ତଥା ବନସ୍ତର ସୁରକ୍ଷାରେ ଗଜରାଜଙ୍କ ସୁରକ୍ଷା ବୋଲି ପ୍ରକୃତି ପ୍ରେମୀ ଆଇନଜୀବୀ ହୃଷୀକେଶ ପାଢ଼ୀ ମତ ରଖି କହିଛନ୍ତି- 'ବର୍ତ୍ତମାନ ସଂକଟରେ ଗଜରାଜ । ଜଙ୍ଗଲ ପଦା ହେବାରୁ ଗଜରାଜ(ହାତୀ)
Read More...

ହରଡ ଡାଲିର ମହଜୁଦ ପରିମାଣ ଜଣାଇବା ବାଧ୍ୟତାମୂଳକ : ସବୁ ବଡ ବ୍ୟବସାୟୀ ଓ ମହଜୁଦକାରୀ ଏହି ତଥ୍ୟ ଦେବାକୁ ବାଧ୍ୟ

● ଏହାକୁ ଅବିଳମ୍ବେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ କହିଲେ କେନ୍ଦ୍ର ସରକାର● ମହଜୁଦକାରୀ (ଷ୍ଟକ ହୋଲଡର) ନିଜ ଷ୍ଟକ ସମ୍ପର୍କୀତ ତଥ୍ୟ ପ୍ରତି ସପ୍ତାହରେ ଥରେ ଅନ୍ଲାଇନ ମନିଟରିଂ ପୋର୍ଟାଲରେ ଅପ୍ଲୋଡ କରିବେ: କେନ୍ଦ୍ର● ବିଭିନ୍ନ ପ୍ରକାର ଡାଲିର ଉପଲବ୍ଧତା ଓ
Read More...