Daily Archives

ପୋଷ୍ୟ ସ୍କୁଲରେ ପାଣି ପଶୁଥିବାରୁ କ୍ଷୁବ୍ଧ ହୋଇ ଉପଜିଲ୍ଲାପାଳଙ୍କୁ ଅଭିଯୋଗ କଲେ ଦୀପା : ୨୪ ଘଣ୍ଟା ମଧ୍ୟରେ ପାଇକମାଲ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଭିନ୍ନ ସମୟରେ ଅସହାୟ ଲୋକଙ୍କୁ ସହାୟତା କରି ଚର୍ଚ୍ଚାରେ ଥିବା ପାଇକମାଲ ଅଞ୍ଚଳର ସ୍ୱେଚ୍ଛାସେବୀ ଦୀପା ବାରିକ ନିଜ ପୋଷ୍ୟ ସ୍କୁଲର ପିଲାମାନଙ୍କ ପାଇଁ ପ୍ରଶାସନ ସହିତ କରୁଥିବା ସଂଘର୍ଷ ପ୍ରେରଣାଦାୟୀ ହୋଇପାରିଛି । ସୂଚନା ଅନୁସାରେ ବରଗଡ଼ ଜିଲ୍ଲା
Read More...

ଭୁବନେଶ୍ୱରରେ ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଏକ ପ୍ରଦର୍ଶନୀର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ : ଭାରତବର୍ଷର…

• ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ପ୍ରଦର୍ଶନୀରେ ସ୍ଥାନିତ ବିଭାଜନ ସମୟର କରୁଣ ଫଟୋଚିତ୍ରକୁ ଦେଖିବାକୁ ନାଗରକିକଙ୍କୁ ନିବେଦନ• ଦୁଇ ସ୍ୱାଧୀନତା ସଂଗ୍ରାମୀଙ୍କୁ ତ୍ରିରଙ୍ଗା ଦେଇ ସମ୍ମାନିତ କରିବା ସହ ମହାମହିମ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ•
Read More...

ଫସଲ ବୀମା ରାଶି ପ୍ରଦାନ ଦାବୀରେ କୃଷକ ସଂଗଠନ ରେଳରୋକ୍‌ ଆନ୍ଦୋଳନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ଦାବୀରେ ଆଜି ବରଗଡ଼ ରୋଡ଼ ରେଳ ଷ୍ଟେସନରେ ଶହ ଶହ ଚାଷୀ ରେଳରୋକ୍‌ କରିଥିବା ଜଣାପଡିଛି । ଫଳରେ ଦୀର୍ଘ ୫ଘଣ୍ଟା ଧରି ସମ୍ବଲପୁର
Read More...

୭୬ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ର…

ନୂଆଦିଲ୍ଲୀ, (ପିଆଇବି) :ମୋର ପ୍ରିୟ ଦେଶବାସୀ,ନମସ୍କାର !ଛ’ସ୍ତରୀ ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଦେଶରେ ଏବଂ ଦେଶ ବାହାରେ ରହୁଥିବା ସମସ୍ତ ଭାରତୀୟଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି । ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଆପଣମାନଙ୍କୁ ସମ୍ବୋଧିତ କରି ମୁଁ ଅତ୍ୟନ୍ତ ଆନନ୍ଦିତ
Read More...

ସ୍ୱାଧୀନତା ଦିବସ ୨୦୨୨ ଉପଲକ୍ଷେ ୧୦୮୨ ପୁଲିସ କର୍ମୀଙ୍କୁ ମିଳିଲା ପଦକ

• ଓଡ଼ିଶାର ୨ ପୁଲିସ କର୍ମୀଙ୍କୁ ସାହସିକତା ପାଇଁ ପୁଲିସ ପଦକ• ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପୁଲିସ ପଦକ ପାଇଲେ ଓଡ଼ିଶାର ୨ ପୁଲିସ ଅଧିକାରୀ• ୧୧ ଜଣ ଓଡ଼ିଶା ପୁଲିସ କର୍ମୀଙ୍କୁ ଉଲ୍ଲେଖନୀୟ ସେବା ପାଇଁ ପୁଲିସ ପଦକ ନୂଆଦିଲ୍ଲୀ, (ପିଆଇବି) : ସ୍ୱାଧୀନତା ଦିବସ, ୨୦୨୨ ଉପଲକ୍ଷେ ଦେଶର
Read More...

ଗଣ୍ତାବାହାଲି ମେହେର ସମାଜ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଗଣ୍ତାବାହାଲି ମେହେର ସମାଜ ଆନୁକୂଲ୍ୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୦ତମ ଜନ୍ମଜୟନ୍ତୀ ସ୍ଥାନୀୟ କଲ୍ୟାଣ ମଣ୍ତପ ପରିସରରେ ରବିବାର ସମାରୋହରେ ପାଳିତ ହୋଇଯାଇଛି । ସମାଜ ସମିତିର ସଭାପତି ମହେଶ୍ୱର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଛତ୍ରପୁର ସହରରେ ଏକ ସାରସ୍ୱତ ସାମାରୋହରେ କିଚେନ-୯୯ ମେଗା ରେଷ୍ଟୁରାଣ୍ଟ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଯୁଗର ପରିବର୍ତ୍ତନ ଅନୁଯାୟୀ ଲୋକଙ୍କ ଚାଲିଚଳନ ଓ ଖାଦ୍ୟପେୟର ମଧ୍ୟ ପରିବର୍ତ୍ତନ ହେବାରେ ଲୋକଙ୍କ ରୁଚି ରହିଛି । ସୁଲଭ ମୂଲ୍ୟରେ ସ୍ୱାଦିଷ୍ଟ ଖାଦ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ ଏଠାରେ ଏକ ମୋଡେଲିଙ୍ଗ ହୋଟେଲ ଖୋଲିଯାଇଛି । ରବିବାର ଅପରାହ୍ନରେ
Read More...

ଛତ୍ରପୁର ମହିଳା ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ସଫଳ ରୂପାୟନ ଲାଗି ଛତ୍ରପୁର ମହିଳା ମହାବିଦ୍ୟାଳୟ ପକ୍ଷରୁ ମୋ କଲେଜ ଅଭିଯାନ ଓ ଜାତୀୟ ସେବା ସଂସ୍ଥା ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଆମନ୍ତ୍ରିତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଛତ୍ରପୁରଠାରେ ସ୍ୱାଗତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପବିତ୍ର ୭୬ତମ ସ୍ୱାଧୀନତା ଦିବସ ସମାରୋହରେ ବିଜ୍ଞାନ ଏବଂ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଅଭିବାଦନ ଗ୍ରହଣ କରିବେ ।
Read More...

ଯୁବକ ସଙ୍ଘ ପକ୍ଷରୁ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଯାତ୍ରା

ବୌଦ୍ଧ, (ବଂଶୀଧର ମାଝୀ) : ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଅମୃତ ମହୋତ୍ସବ ପାଳନ କରୁଛି । ଏହାକୁ ଅଧିକ ସ୍ମରଣୀୟ କରିବା ପାଇଁ ଅଗଷ୍ଟ ୧୩ରୁ ୧୫ତାରିଖ ପର୍ଯ୍ୟନ୍ତ ପ୍ରତି ଘରେ ତ୍ରିରଙ୍ଗା ଉଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ
Read More...