Daily Archives

ଶାନ୍ତି ତପୋବନ ଆଶ୍ରମରେ ସ୍ୱାଧୀନତା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଚକରକେନ୍ଦ ଛକ ସ୍ଥିତ ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ ପରିସରରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବାନପ୍ରସ୍ଥର ଅନ୍ତେବାସିନୀ ଶ୍ରୀମତୀ ସୁମିତ୍ରା ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ
Read More...

ତ୍ରିରଙ୍ଗାରେ ଝଲସୁଛି ଐତିହାସିକ ପୋତାଗଡ଼

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସାରା ଦେଶରେ ପାଳିତ ହୋଇଛି ୭୬ତମ ସ୍ୱାଧୀନତା ଦିବସ । ପ୍ରଥମ ଥର ପାଇଁ ଐତିହାସିକ ପୋତାଗଡ଼ ତ୍ରିରଙ୍ଗାରେ ଝଲସୁଥିବା ଦେଖିବାକୁ ମିଳିଛି । ତହସିଲଦାର ଅରୁଣ କୁମାର ନାୟକଙ୍କ ନିଜସ୍ୱ ଉଦ୍ୟମରେ ପୋତାଗଡ଼ ଚାରି ପାଖରେ ତ୍ରିରଙ୍ଗା ଉଡୁଥିବା ବେଳେ ପୋତାଗଡ଼
Read More...

କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଛତ୍ରପୁର ଅଷ୍ଟମ ବାଟାଲିୟନ ଓଡ୍ରାଫ ଟିମ୍‌

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗତ କିଛିଦିନ ହେବ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ସରକାର ଏବଂ ଜିଲ୍ଲା ପ୍ରଶାସନ ନଈକୂଳିଆ ଲୋକଙ୍କୁ ସ୍ଥାନାନ୍ତର କରିଥିବା ବେଳେ ବନ୍ୟା ସ୍ଥିତି ଅଞ୍ଚଳଗୁଡିକ ପ୍ରତି ସତର୍କତା
Read More...

ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୭୬ତମ ସ୍ୱାଧୀନତା ଦିବସ ପାଳିତ : ଯୋଗ ଦେଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌର ପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପତାକା ଉତ୍ତୋଳନ କରିଥିଲେ ।
Read More...

ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଂଚାୟତିରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ
Read More...

ସ୍ୱାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଛକ ସ୍ଥିତ ରାଇଜିଙ୍ଗ ୟୁଥ କ୍ଲବ ଆନୁକୂଲ୍ୟରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହେମସାଗର ନନ୍ଦ ଯୋଗଦେଇ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିଥିଲେ । ସରୋଜ
Read More...

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୧୫ ଅଗଷ୍ଟ, ୨୦୨୨ଠାରୁ ଅକ୍ଟୋବର ୨ ଗାନ୍ଧୀଜୟନ୍ତୀ ପର୍ଯ୍ୟନ୍ତ ଓଡ଼ିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରୁ ଆରମ୍ଭ ହେବ ଅଂହିସା ରଥ
Read More...

ଶହ ଶହ ଗଙ୍ଗାଧର ପ୍ରେମୀଙ୍କ ଗହଣରେ ଘେଁସରେ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଭିମନ୍ୟୁ ସାହିତ୍ୟ ସଂସଦ ଘେଁସ ଓ ଭୂଲିଆ ସମାଜ ମିଳିତ ଆୟୋଜନରେ ବୈଦିକ ଯଜ୍ଞ ମଣ୍ଡପଠାରେ ସ୍ୱଭାବ କବିଙ୍କର ଜୟନ୍ତୀ ପାଳିତ ହୋଇଯାଇଛି । ସାହିତ୍ୟ ସଂସଦର ସଭାପତି ସୁଶାନ୍ତ ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଜୟନ୍ତୀ ସଭାରେ ଗଙ୍ଗାଧର ସାହିତ୍ୟର ପ୍ରସିଦ୍ଧ
Read More...

ହୀରାକୁଦ ଜଳଭଣ୍ଡାରର ପଛୁଆ ଜଳରେ ଜଳବନ୍ଦୀ ଗାଁ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି, ଅନ୍ତରାଡି, ଘୁଘୁରାପାଲି ଗାଁରେ ଗତକାଲିଠାରୁ ହୀରାକୁଦ ଜଳଭଣ୍ଡାରର ପଛୁଆ ଜଳ ପ୍ରବେଶ ଯୋଗୁଁ ଗ୍ରାମବାସୀମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଅମ୍ଭାଭୋନା ତହସିଲଦାର
Read More...

ଏସ୍‌ପି ଅଫିସରେ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଏସ୍‌ପି ଅଫିସ ପରିସରରେ ୭୬ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବଲାଙ୍ଗିର ଏସ୍‌ପି ନୀତିନ କୁଶଲକର ଜାତୀୟ ପତକାକୁ ଉତ୍ତୋଳନ କରିଥିବା ବେଳେ ଜିଲ୍ଲା ପୋଲିସର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।
Read More...