Daily Archives

ଶାନ୍ତି ତପୋବନ ଆଶ୍ରମରେ ସ୍ୱାଧୀନତା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଚକରକେନ୍ଦ ଛକ ସ୍ଥିତ ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ ପରିସରରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବାନପ୍ରସ୍ଥର ଅନ୍ତେବାସିନୀ ଶ୍ରୀମତୀ ସୁମିତ୍ରା ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ…
Read More...

ତ୍ରିରଙ୍ଗାରେ ଝଲସୁଛି ଐତିହାସିକ ପୋତାଗଡ଼

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସାରା ଦେଶରେ ପାଳିତ ହୋଇଛି ୭୬ତମ ସ୍ୱାଧୀନତା ଦିବସ । ପ୍ରଥମ ଥର ପାଇଁ ଐତିହାସିକ ପୋତାଗଡ଼ ତ୍ରିରଙ୍ଗାରେ ଝଲସୁଥିବା ଦେଖିବାକୁ ମିଳିଛି । ତହସିଲଦାର ଅରୁଣ କୁମାର ନାୟକଙ୍କ ନିଜସ୍ୱ ଉଦ୍ୟମରେ ପୋତାଗଡ଼ ଚାରି ପାଖରେ ତ୍ରିରଙ୍ଗା ଉଡୁଥିବା ବେଳେ ପୋତାଗଡ଼…
Read More...

କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଛତ୍ରପୁର ଅଷ୍ଟମ ବାଟାଲିୟନ ଓଡ୍ରାଫ ଟିମ୍‌

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗତ କିଛିଦିନ ହେବ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ସରକାର ଏବଂ ଜିଲ୍ଲା ପ୍ରଶାସନ ନଈକୂଳିଆ ଲୋକଙ୍କୁ ସ୍ଥାନାନ୍ତର କରିଥିବା ବେଳେ ବନ୍ୟା ସ୍ଥିତି ଅଞ୍ଚଳଗୁଡିକ ପ୍ରତି ସତର୍କତା…
Read More...

ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୭୬ତମ ସ୍ୱାଧୀନତା ଦିବସ ପାଳିତ : ଯୋଗ ଦେଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌର ପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପତାକା ଉତ୍ତୋଳନ କରିଥିଲେ ।…
Read More...

ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଂଚାୟତିରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ…
Read More...

ସ୍ୱାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଛକ ସ୍ଥିତ ରାଇଜିଙ୍ଗ ୟୁଥ କ୍ଲବ ଆନୁକୂଲ୍ୟରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହେମସାଗର ନନ୍ଦ ଯୋଗଦେଇ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିଥିଲେ । ସରୋଜ…
Read More...

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୧୫ ଅଗଷ୍ଟ, ୨୦୨୨ଠାରୁ ଅକ୍ଟୋବର ୨ ଗାନ୍ଧୀଜୟନ୍ତୀ ପର୍ଯ୍ୟନ୍ତ ଓଡ଼ିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରୁ ଆରମ୍ଭ ହେବ ଅଂହିସା ରଥ…
Read More...

ଶହ ଶହ ଗଙ୍ଗାଧର ପ୍ରେମୀଙ୍କ ଗହଣରେ ଘେଁସରେ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଭିମନ୍ୟୁ ସାହିତ୍ୟ ସଂସଦ ଘେଁସ ଓ ଭୂଲିଆ ସମାଜ ମିଳିତ ଆୟୋଜନରେ ବୈଦିକ ଯଜ୍ଞ ମଣ୍ଡପଠାରେ ସ୍ୱଭାବ କବିଙ୍କର ଜୟନ୍ତୀ ପାଳିତ ହୋଇଯାଇଛି । ସାହିତ୍ୟ ସଂସଦର ସଭାପତି ସୁଶାନ୍ତ ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଜୟନ୍ତୀ ସଭାରେ ଗଙ୍ଗାଧର ସାହିତ୍ୟର ପ୍ରସିଦ୍ଧ…
Read More...

ହୀରାକୁଦ ଜଳଭଣ୍ଡାରର ପଛୁଆ ଜଳରେ ଜଳବନ୍ଦୀ ଗାଁ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି, ଅନ୍ତରାଡି, ଘୁଘୁରାପାଲି ଗାଁରେ ଗତକାଲିଠାରୁ ହୀରାକୁଦ ଜଳଭଣ୍ଡାରର ପଛୁଆ ଜଳ ପ୍ରବେଶ ଯୋଗୁଁ ଗ୍ରାମବାସୀମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଅମ୍ଭାଭୋନା ତହସିଲଦାର…
Read More...

ଏସ୍‌ପି ଅଫିସରେ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଏସ୍‌ପି ଅଫିସ ପରିସରରେ ୭୬ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବଲାଙ୍ଗିର ଏସ୍‌ପି ନୀତିନ କୁଶଲକର ଜାତୀୟ ପତକାକୁ ଉତ୍ତୋଳନ କରିଥିବା ବେଳେ ଜିଲ୍ଲା ପୋଲିସର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।
Read More...