Daily Archives

ଜିଲ୍ଲା ପରିବହନ ଓ ପୋଲିସ ବିଭାଗ ତରଫରୁ ଅଗଷ୍ଟ ୧୬ରୁ ୩୦ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଚଢାଉ

ଜବତ ହେଲା ୨୪ଟି ଦୁଇ ଚକିଆ ଯାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ପରିବହନ କମିଶନର ଏବଂ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଆବୋଲୀ ସୁନିଲ ନରୱଣେଙ୍କ ନିର୍ଦ୍ଦେଶ ମତେ ତା ୧୬/୦୮/୨୨ ଠାରୁ ତା ୩୦/୦୮/୨୨ ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାରେ ଦୁଇ ଚକିଆ ଯାନ ଚଳାଚଳ
Read More...

ବନ୍ୟା ପରିସ୍ଥିତର ମୁକାବିଲା ନେଇ ସମୀକ୍ଷା ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଦୟାନଦୀରେ ବନ୍ୟା ଆସିବାରୁ କଣ୍ଟି କାଜରେ ଅତିରିକ୍ତ ବନ୍ୟା ଜଳ ପ୍ରବାହିତ ହୋଇ ଡେଲାଙ୍ଗ ବ୍ଲକର ଚାଁଇପୂର, ସିଙ୍ଗ ବ୍ରହ୍ମପୁର, ସୂଜନପୂର, ମୋତରୀ ଏହି ୪ଟି ପଞ୍ଚାୟତର ପ୍ରାୟ ୧୦-୧୩ଟି ଗାଁ ଜଳବନ୍ଦୀରେ ମୁଖ୍ୟ ରାସ୍ତା ଓ ଚାଷ ଜମିରେ ଆଣ୍ଠୁଏ ଉଚ୍ଚରେ
Read More...

ଚାଷୀମାନଙ୍କ ଦ୍ୱାରା ଚାଷ ଜମିରେ ୭୬ତମ ସ୍ୱାଧୀନତା ଦିବସ ପାଳନ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡଡକଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡକଲା ଗାଁର ଚାଷମାନେ ନିଜ ଚାଷ ଜମିରେ ୭୬ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି । ଏହି ଅବସରରେ ବାଞ୍ଛାନିଧି ମାଝି, ପରଖିତ ଚିର୍‌ଗୁନ, ଯୁଗେ ମାଝି, ହେମସାଗର ମାଝି, ତିଲୋତମା
Read More...

ବରଗଡ ସୋସିଆଲ କ୍ଲବରେ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ସୋସିଆଲ କ୍ଲବରେ ଚାଲିଥିବା କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଅଛି । କ୍ଲବର ସଭାପତି ନିଧୁବନ ବିହାରୀ ପ୍ରସାଦ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ବରଗଡ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ
Read More...

ପୁଣି ସମୁଦ୍ରର ଆଁରେ ଲୀନ ହେଲେ ପୋଡମପେଟା ଗାଁର ଆଉ ତିନି ଘର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଉଚ୍ଚ ଜୁଆର ସାଙ୍ଗକୁ ଲଘୁଚାପ ଜନିତ ଅଶାନ୍ତ ସମୁଦ୍ରର ଉଚ୍ଚ ଲହଡ଼ିମାଡ଼ ପ୍ରଭାଵରେ ଗଞ୍ଜାମ ବ୍ଲକର ପୁରୁଣା ପୋଡ଼ମପେଟା ଗ୍ରାମର ପୁଣି ତିନୋଟି ଘର ସମୁଦ୍ରର ଆଁ ମଧ୍ୟରେ ଲୀନ ହୋଇଯାଇଥିବା ଦେଖିବାକୁ ମିଳିଛି । ଫଳରେ ଘର ନ ପାଇ ଉକ୍ତ ଗ୍ରାମରେ ନିଜ ପିଲା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୮୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୮୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୫ ଜଣ
Read More...

ଦୋକାନ ଉପରକୁ ବୋମା ମାଡ ଘଟଣା : ଆଉ ଜଣେ ଗିରଫ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଏକ ଦୋକାନ ଉପରକୁ ଗତ କିଛି ଦିନ ତଳେ ବୋମା ମାଡ଼ ହୋଇଥିଲା । ଏହି ଘଟଣାରେ ପୋଲିସ ଆଉ ଜଣକୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା
Read More...

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଚତୁର୍ଥ ତିରୋଧାନ ଦିବସ ଗତକାଲି ବାଜପେୟୀ ସ୍ମୃତି କମିଟି ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ବାଜପେୟୀ ଛକରେ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିଛବିରେ
Read More...

ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାଠାରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ଦେଶ ପାଳନ କରୁଛି ସ୍ୱାଧୀନତାର ଆଜାଦୀ କା ଅମୃତ ମହୋତ୍ସବ, ସେହି ଅବସରରେ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାଠାରେ ମହାସମାରୋହରେ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ବିଦ୍ୟାଳୟ ପରିଚାଳନା ପରିଷଦର
Read More...