ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ
				ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ପୃଥିରାଜ ସାହୁ ସ୍ଥାନୀୟ ସଭାପତି ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ ।!-->…					
Read More...
				Read More...
