Daily Archives

ସେପ୍ଟେମ୍ୱର ପ୍ରଥମ ସପ୍ତାହରେ ସୁପ୍ରିୟା ମେମୋରିଆଲ ଜିଲ୍ଲା ଫୁଟବଲ୍ ପ୍ରତିଯୋଗିତା

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଅନୁଷ୍ଠିତ ହେଉଥିବା ଜିଲ୍ଲା ସୁପ୍ରିୟା ମେମୋରିଆଲ ଫୁଟବଲ୍ ପ୍ରତିଯୋଗିତା ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଅଛି । ଏଥିରେ ଅଂଶଗ୍ରହଣ କରିବାକୁ ଇଚ୍ଛୁକ ଥିବା ଜିଲ୍ଲା କ୍ରୀଡା ସଂସଦର
Read More...

ମହିୟସୀ ମହିଳାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ପଲସଦା ଗ୍ରାମର ସ୍ଵର୍ଗତଃ ଜଗନ୍ନାଥ ପାଣିଗ୍ରାହୀଙ୍କ ଧର୍ମପତ୍ନୀ ଭଗବତୀ ପାଣିଗ୍ରାହୀଙ୍କ ଦେହାନ୍ତ ହୋଇଯାଇଛି । ଜଣେ ପରୋପକାରୀ ତଥା ଧର୍ମ ପରାୟଣା ମହିଳା ଭାବରେ ସେ ଅଞ୍ଚଳରେ ବେଶ ଜଣାଶୁଣା ଥିଲେ । ଜୈଷ୍ଠ ପୁତ୍ର ସେବାରାମ ପାଣିଗ୍ରାହୀ
Read More...

ଇମ୍ପରିୟଲ କଲେଜର ପ୍ରତିଷ୍ଠା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଇମ୍ପରିୟଲ କଲେଜର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ୨୦୦୮ରେ ଆରମ୍ଭ ହୋଇଥିବା ସମ୍ବଲପୁର ବିଶ୍ୱବିଦ୍ୟାଳୟର ଏହି ପ୍ରଥମ ସେଲଫ୍ ଫାଇନାନ୍ସ ଡିଗ୍ରୀ ମହାବିଦ୍ୟାଳୟ ୧୪ ବର୍ଷ ସଂପୂର୍ଣ୍ଣ କରିଛି । ଏହି ଅବସରରେ କଲେଜ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ
Read More...

ସଂକୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁର ସଂକୁଳର ସଂକୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଆଜି ସଭାପତି ପୃଥିରାଜ ସାହୁ ଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍‌ଘାଟନ କରି ଉପସ୍ଥିତ ଶିଶୁମାନଙ୍କୁ ବୈଜ୍ଞାନିକ ଚିନ୍ତାଧାରା ପାଇଁ ପ୍ରେରଣା ଯୋଗାଇ ଥିଲେ ।
Read More...

ମହିଳା ଏସ୍‌ସିଏସ୍‌ଓଙ୍କୁ ଯୌନ ନିର୍ଯାତନା ଘଟଣା : ପିଡ଼ିତାଙ୍କୁ ଭେଟି ଆଲୋଚନା କଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଯୋଗାଣ ବିଭାଗର ମହିଳା ଅଧିକାରୀଙ୍କୁ ଯୌନ ନିର୍ୟାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି । ଆଜି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରୀ ସଭାନେତ୍ରୀ ବଂଲତ ମାଝୀଙ୍କ ନେତୃତ୍ୱରେ ଏକ ଦଳ ପିଡ଼ିତାଙ୍କୁ ଦେଖା କରି ସହଯୋଗର ହାତ ବଢ଼ାଇଛି ।
Read More...

ରୁଗୁଡିପଡା ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରୁଗୁଡିପଡା ଶାରଦୀୟ ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ ପର୍ବ ଅନୁଷ୍ଠିତ ହୋଇଯାଇଛି । ମା'ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ପାଇଁ ବୈଦିକ ରୀତିନୀତି ଅନୁସାରେ ଶନିବାର ଭାଦ୍ରବ ଶୁକ୍ଳ ନବମୀ ତିଥିରେ ବିଲ୍ୱବୃକ୍ଷ ମୂଳରୁ ମୃତ୍ତିକା ସଂଗ୍ରହ କରାଯାଇଛି ।
Read More...

ଜିଲ୍ଲାରେ କ୍ରୀଡାର ବିକାଶ ନିମନ୍ତେ ଜିଲ୍ଲା ପ୍ରଶାସନର ସମନ୍ଵୟ ବୈଠକ

ସୁବର୍ଣ୍ଣପୁର, (ସର୍ଜନ ବାରିକ) : ସୁବର୍ଣ୍ଣପୁର ଜିଲ୍ଲାରେ ତୃଣମୂଳ ସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡାର ବିକାଶ ସହ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ପ୍ରଶାସନ ତରଫରୁ ଏକ ସମନ୍ଵୟ ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ
Read More...

ବିଦ୍ୟାଳୟ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଅର୍ଜୁନପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଓଡ଼ିଶା ସରକାରଙ୍କ ଆୟୁଷ ମନ୍ତ୍ରଣାଳୟର ବିଦ୍ୟାଳୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ବିଷୟକୁ ନେଇ ବଲାଙ୍ଗିର ଜିଲ୍ଲା ହୋମିଓପାଥି ମୁଖ୍ୟ ଚିିକିତ୍ସା ଅଧିକାରୀ ଅଶୋକ କୁମାର ସେଠିଙ୍କ ସହଯୋଗରେ ଏକ ସ୍ୱାସ୍ଥ୍ୟ
Read More...

ପୁରୁଣା ପେନସନ୍‌ ଦାବୀ ନେଇ ଆନ୍ଦୋଳନ କରିବା ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡସ୍ତରୀୟ ନୂତନ ପେନସନ୍‌ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଏକ ବୈଠକ ସ୍ଥାନୀୟ ଶିକ୍ଷକ ଭବନରେ ଅନୁଷ୍ଠିତ ହୋଇଯାଇଛି । ୨୦୦୫ ପରବର୍ତ୍ତୀ ସମୟରେ ନିଯୁକ୍ତ ସମସ୍ତ କର୍ମଚାରୀଙ୍କ ପେନସନ୍‌ ଉଚ୍ଛେଦ କରିଛନ୍ତି । ଏହା ଫଳରେ ଚାକିରିରୁ ଅବସର
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ଝରଣୀପାଲି ଗ୍ରା.ପ.ରୁ ୨ ଜଣ, ନଅଗାଁ ବି ଗ୍ରା.ପ.ରୁ ୧ ଜଣ, ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ଗ୍ରା.ପ.ରୁ ୧ ଜଣ,
Read More...