Daily Archives

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୬୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ
Read More...

ବୈତାଳି କ୍ଲଷ୍ଟରରେ ବଜ୍ରପାତରୁ ସତର୍କତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିବସ କୁମାର ସାହୁଙ୍କ ନେତୃତ୍ୱ ତଥା ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ 'ବିଦ୍ୟାଳୟ ନିରାପତ୍ତା ଯୋଜନା' ଉପରେ ଏକ ସଚେତନତା
Read More...

ବିଜେପି ଯୁବ ସଂଗଠକ ସୁରଜ କୁମାର ଗୁରୁ ଆଉ ନାହାନ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବିଜେପି ଦଳର ଜଣେ ପ୍ରଖର ଏବଂ ଟାଣୁଆ ଯୁବ ନେତା ତଥା ପୂର୍ବତନ ମନ୍ତ୍ରୀ ମୁରଲୀ ଗୁରୁଙ୍କ ନାତି ସୁରଜ କୁମାର ଗୁରୁ ବଲାଙ୍ଗିର ବରପାଲିପଡା ବାସିନ୍ଦାଙ୍କ ଆଜି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ହୋଇଯାଇଥିବା ସୂଚନା ମିଳିଛି ।
Read More...

ଓଡିଶା କୈବର୍ତ୍ତ ମହାସଭାର ସାଧାରଣ ଅଧିବେଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ନିଖିଳ ଓଡ଼ିଶା କୈବର୍ତ୍ତ ମହାସଭାର ୫ମ ସାଧାରଣ ଅଧିବେଶନ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି । ବରଗଡ଼ ଜିଲ୍ଲା କୈବର୍ତ୍ତ ମହାସଭା ଆନୁକୂଲ୍ୟରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ଭାଜପା ଜିଲ୍ଲା
Read More...

ମାଗୁରବେଡାରେ ନୂତନ ସାପ୍ତାହିକ ବଜାର ଉଦ୍‌ଘାଟିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଆଭ୍ୟନ୍ତରୀଣ ମାଗୁରବେଡା ଗ୍ରାମରେ ନୂତନ ସାପ୍ତାହିକ ବଜାର ଉଦ୍‌ଘାଟିତ ହୋଇଯାଇଛି । ସରପଞ୍ଚ ସଞ୍ଜୟ ଗଡତ୍ୟାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣ ଯୋଗ ଦେଇଥିଲେ ।
Read More...