Daily Archives

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ କ୍ୟାମ୍ପସ ସଫେଇ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଅପରାହ୍ନ ପ୍ରାୟ ତିନିଟା ସମୟରେ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଭାରତର ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଅବଦାନ ଓ ଗାନ୍ଧିଜୀଙ୍କ ପ୍ରଭାବ ଉପଲକ୍ଷେ ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା
Read More...

ରାଜବୋଡାସମ୍ବର ହାଇସ୍କୁଲରେ ପରିବେଶ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକର ରାଜବୋଡାସମ୍ବର ହାଇସ୍କୁଲରେ 'ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ ପ୍ରଧାନ ଶିକ୍ଷକ ଧର୍ମ କୁମାର ଶତପଥୀ ସଭାପତିତ୍ୱ କରିଥିଲେ । ଅତିଥି ଭାବରେ ପ୍ରକୃତି ବନ୍ଧୁ
Read More...

ସାଂସଦ ନିରଞ୍ଜନ ବିଶିଙ୍କ ନୂତନ ବସ୍‌ ଟର୍ମିନାଲ ପରିଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ବଲାଙ୍ଗିର ନୂତନ ବସ୍‌ ଟର୍ମିନାଲକୁ ପରିଦର୍ଶନ କରିଛନ୍ତି । ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘ ସଭାପତି ହେମନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାଂସଦ ବିଶି ଓଡିଶାର ସାମୂହିକ
Read More...

ରକ୍ଷକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ଲୋଇସିଂହା ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଭାସ କୁମାର ବାଗଲାଙ୍କ ସଭାପତିତ୍ୱ
Read More...

ନରସିଂହଙ୍କ ଭୀମଭୋଇ ମେଡିକାଲ କଲେଜ ପରିଦର୍ଶନ

ପୂର୍ତ୍ତ, ବିଜୁଳି ଓ ଜନସ୍ୱାସ୍ଥ୍ୟ ଯନ୍ତ୍ରୀଙ୍କୁ ନେଇ ସମସ୍ୟା ସମ୍ପର୍କରେ ଆଲୋଚନା ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜରେ ବିଜୁଳି, ପାଣି ଓ ଅନ୍ୟାନ୍ୟ ଭିତ୍ତିଭୂମିରେ ଥିବା ସମସ୍ୟା ସବୁର ସମାଧାନ କରିବା ପାଇଁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର
Read More...

ଦଳିତ ଓ ମହିଳାଙ୍କ ପ୍ରତି ଅତ୍ୟାଚାର ବିରୁଦ୍ଧରେ ପଶ୍ଚିମ ଓଡିଶା ମହିଳା ସଂଘର ଧାରଣା, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ…

ନ୍ୟାୟ ଦାବୀରେ ସ୍ନେହଲତା ଛତ୍ରୀଆଙ୍କ ବାପା ମା’ ଧାରଣାରେ ସାମିଲ ବଲାଙ୍ଗିର, (ଦେବାଶିଶ ମିଶ୍ର) : ଦେଶରେ ଦଳିତ ଓ ମହିଳାଙ୍କ ପ୍ରତି ଅତ୍ୟାଚାର ବଢୁଥିବା ଅଭିଯୋଗ କରି ଆଜି ପଶ୍ଚିମ ଓଡିଶା ମହିଳା ସଂଘ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହିତ
Read More...

ତଳିଉଡ଼ାରରେ ଆଜୀବିକା କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ ତଳିଉଡ଼ାର ପଞ୍ଚାୟତ ରାଜୀବ ସେବା କେନ୍ଦ୍ରରେ ଆଜୀବିକା କାର୍ଯ୍ୟକର୍ତ୍ତାଙ୍କ ଏକ ପ୍ରଶିକ୍ଷଣ ଆୟୋଜିତ ହୋଇଛି । ରିଲାଏନ୍ସ ଫାଉଣ୍ଡେସନ ଓ ସ୍ୱେଚ୍ଛାସେବୀ ସଂସ୍ଥା ସଂକଳ୍ପର ସହଯୋଗରେ ଅନୁଷ୍ଠିତ ଏହି ଶିବିରରେ ମହିଳା ସ୍ୱୟଂ ସହାୟିକା
Read More...

ବଲାଙ୍ଗିର ଜିଲ୍ଲା ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ୨୦୨୨ ସେପ୍ଟେମ୍ବର ୪ରୁ

ଭାଗ ନେବେ ପୁରୁଷ ୯୪ ଦଳ ଓ ମହିଳା ୫ ଦଳ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ସେପ୍ଟେମ୍ବର ୪ ତାରିଖଠାରୁ ଜିଲ୍ଲାର ୧୧ ଗୋଟି ପଡିଆରେ ନକ୍‌ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ଫାଇନାଲ ଖେଳ ୨୪ ତାରିଖରେ ଗାନ୍ଧି ଷ୍ଟାଡିୟମ ଠାରେ
Read More...

ବିଦ୍ୟାଳୟରେ ପୋଷାକ ବଣ୍ଟନ

କଳାହାଣ୍ଡି, (ନରୋତ୍ତମ ସେଲମା) : ମ.ରାମପୁର ବ୍ଲକ ଗୋଚ୍ଛାଡେଙ୍ଗେନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ମ.ରାମପୁର ବ୍ଲକ ଉପାଧ୍ୟକ୍ଷ ଶମ୍ଭୁ ଭୂଷଣ ପଧାନ ମୁଖ୍ୟ ଅତିଥି,
Read More...

ଓଏଭିଏସରେ ବିଶ୍ୱ ସଂସ୍କୃତ ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ବିଶ୍ଵ ସଂସ୍କୃତ ଦିବସ ପାଳିତ ହୋଇଯାଇଛି । ଏଥିରେ ବରଗଡ଼ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଗୋପବନ୍ଧୁ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେହିପରି ସଂସ୍କୃତ ଭାରତୀ ସଂସ୍ଥାର
Read More...
error: Content is protected !!