Daily Archives

ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସିପିଆଇ ନେତା ସ୍ୱର୍ଗତ ଏନ୍. ଇରେଶୁ ଆଚାରୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସିପିଆଇ ନେତା ସ୍ୱର୍ଗତ ଏନ୍. ଇରେଶୁ ଆଚାରୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ ଗତକାଲି ପାଳିତ ହୋଇଯାଇଛି । ଛତ୍ରପୁର ବ୍ଲକ ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମସ୍ଥ ସିପିଆଇ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସିପିଆଇ ଛତ୍ରପୁର
Read More...

ଛତ୍ରପୁର ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ସହାୟତା ଚିହ୍ନଟକରଣ ଶିବିର ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ସୌଜନ୍ୟରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଛତ୍ରପୁର ବ୍ଲକସ୍ତରୀୟ ସହାୟତା ଚିହ୍ନଟକରଣ ଶିବିର କାର୍ଯ୍ୟକ୍ରମ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ
Read More...

ଡିସେମ୍ବର ୨୭ରୁ ବରଗଡ ଧନୁଯାତ୍ରା ମହୋତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା ଡ଼ିସେମ୍ବର ମାସ ୨୭ ତାରିଖରୁ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ । ଏହା ୧୧ ଦିନ ବ୍ୟାପୀ ଚାଲିବ ଓ ୬ ଜାନୁଆରୀ ୨୦୨୩ରେ ଉଦ୍‌ଯାପିତ ହେବ ବୋଲି ଆଜି ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର
Read More...

ରୁକ୍ମିଣୀ ଗାଁଠାରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ୍ ପକ୍ଷରୁ ସ୍ଥାନୀୟ ବ୍ଲକ ଅନ୍ତର୍ଗତ ରୁକ୍ମିଣୀ ଗାଁଠାରେ ଏକ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ପରିବେଶର
Read More...

ପାଟଣେଶ୍ୱରୀ ମନ୍ଦିର ପରିଦର୍ଶନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପାଟଣେଶ୍ୱରୀ ମନ୍ଦିର ପରିଦର୍ଶନ କରିଛନ୍ତି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି । ବଲାଙ୍ଗିରର ଦିନିକିଆ ଗସ୍ତରେ ସମୀକ୍ଷାରେ ଆସିଥିବା ବେଳେ ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟିର ଅନୁରୋଧ କ୍ରମେ ସାଂସଦ କମିଟି ସଦସ୍ୟଙ୍କ ସହ ମନ୍ଦିର ପରିଦର୍ଶନ କରିଥିଲେ ।
Read More...

ଭିଜିଲାନ୍ସ ଜାଲରେ ଲୋଇସିଂହା ଥାନା ଅଧିକାରୀ ସଂଗ୍ରାମ ପଟ୍ଟନାୟକ

ଲୋଇସିଂହା, (କେପିଏନ୍‌ଏସ୍‌) : ପୋଲିସକୁ ବାନ୍ଧିଲା ପୋଲିସ । ଭିଜିଲାନ୍ସ ଜାଲରେ ଲୋଇସିଂହା ଥାନା ଅଧିକାରୀ ସଂଗ୍ରାମ ପଟ୍ଟନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଥାନା ଅଧିକାରୀଙ୍କୁ କାବୁ କଲା ବରଗଡ ଭିଜିଲାନ୍ସ ଟିମ୍‌ । ବରଗଡ ଜିଲ୍ଲା ଗାଇସିଲେଟ ଥାନା କେନ୍ଦୁମୁଣ୍ଡି ଗାଁର ଜଣେ
Read More...

ସେପ୍ଟେମ୍ବର ୭ରେ କୋସଲ ମହାବନ୍ଦର ଡାକରା ଦେଲା କୋସଲ ସେନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଯାଦବ ଭବନଠାରେ କୋସଲ ସେନା ତାର ନୂତନ କାର୍ଯ୍ୟକାରୀ କମିଟି ଗଠନ କରିଛି । ବଲାଙ୍ଗିର ଜିଲ୍ଲାର କୌସ୍ତୁଭ ସାହୁ ନୂତନ ସଭାପତି ଭାବେ ମନୋନୀତ ହୋଇଥିବା ବେଳେ ସେନାର ନିଜସ୍ୱ ପଞ୍ଜିକରଣ ଓ ପାନ ନଂ ମଧ୍ୟ ଉନ୍ମୋଚନ କରିଛି । ସେହିପରି ଲଢେଇକୁ
Read More...

ବରିକେଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ବରିକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ସାହୁ ସଭାପତିତ୍ୱ କରି ସଭା ପରିଚାଳନା କରିଥିଲେ । ଏହି
Read More...

ସମଗ୍ର ବଲାଙ୍ଗିର ଜିଲ୍ଲାରେ ଅଗଷ୍ଟ ୨୯ ତାରିଖଠାରୁ ୩୧ ତାରିଖ ପର୍ଯ୍ୟନ୍ତ ପରିକ୍ରମା କରିବ ଅହିଂସା ରଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ୧୫ ଅଗଷ୍ଟରୁ ଭୁବନେଶ୍ଵରରୁ ବାହାରିଥିବା ଅହିଂସା ରଥ ବିଭିନ୍ନ ଜିଲ୍ଲା ପରିକ୍ରମା କରି ବଲାଙ୍ଗିର ଜିଲ୍ଲାରେ ଅଗଷ୍ଟ ୨୯ ତାରିଖରେ ପହଞ୍ଚି ସମଗ୍ର ବଲାଙ୍ଗିର ଜିଲ୍ଲାରେ ଅଗଷ୍ଟ ୨୯
Read More...

ଶିଶୁ ସୁରକ୍ଷା ୟୁନିଟର ତାଲିମ : ଶିଶୁ ଯତ୍ନ ଅନୁଷ୍ଠାନରୁ ଶିଶୁଙ୍କ ପାରିବାରିକ ପୁନଃ ମିଶ୍ରଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ସିଆରଏସ୍‌ ଅରୁଣା ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟଠାରେ ଏକ ଦୁଇ ଦିନିଆ ଶିଶୁ ଯତ୍ନ ଅନୁଷ୍ଠାନରୁ ଶିଶୁଙ୍କ ପାରିବାରିକ ପୁନଃ ମିଶ୍ରଣ ତାଲିମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ତାଲିମ ଶିବିରରେ ଜିଲ୍ଲା ସମାଜ ମଙ୍ଗଳ
Read More...