Daily Archives

ସାର୍ବଜନୀନ ଅଭିନୟ କଳାଶିକ୍ଷା ଅଭିଯାନ ଅନୁଷ୍ଠିତ

ପାଟଣା : କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଖଜୁରିଡ଼ିହା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମୟୂର ଆଟିଷ୍ଟ ଆସୋସିଏସନ୍ ପକ୍ଷରୁ ସାର୍ବଜନୀନ ଅଭିନୟ କଳାଶିକ୍ଷା ଅଭିଯାନ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାହାରପଡା ଅଞ୍ଚଳର ବହୁ କଳାକାର ଯୋଗଦେଇ ନିଜ ଭିତରେ ଥିବା ପ୍ରତିଭା…
Read More...

ମୋବାଇଲ୍ କିଣିବାକୁ ଟଙ୍କା ନ ଦେବାରୁ କୀଟନାଶକ ଖାଇ ପୁଅର ଆତ୍ମହତ୍ୟା

ପାଟଣା : ମୋବାଇଲ୍ କିଣିବାକୁ ଟଙ୍କା ନ ଦେବାରୁ କୀଟନାଶକ ଖାଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଘଟଗାଁ ଥାନା ଅନ୍ତର୍ଗତ ବଡ଼ ମହୁଲଡିହା ଗ୍ରାମରେ । ମୃତ ଯୁବକ ଜଣକ ହେଲେ ସେହି ଗ୍ରାମର ଯୁଗଳ ନାଏକଙ୍କ ପୁଅ…
Read More...

ରଙ୍ଗମିସ୍ତ୍ରୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ରଙ୍ଗମିସ୍ତ୍ରୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ସ୍ଥାନୀୟ ହାତୀଶାଲପଡା ଫରେଷ୍ଟ କଲୋନୀରୁ ଆଜି ଜଣେ ରଙ୍ଗମିସ୍ତ୍ରୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି । ମୃତ ରଙ୍ଗମିସ୍ତ୍ରୀ ଜଣକ ଠିକାଦାରପଡାର ଅଭି…
Read More...

ଚତୁର୍ଥ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣା : ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଲମ୍ବିତ

ଦେଓଗାଁ, (ମନୀଷ କୁମାର ସାହୁ) : ଚତୁର୍ଥ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକର କୁତୁର୍ଲା ପଞ୍ଚାୟତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ବୁଦ୍ଧିଆ ନିଲମ୍ବିତ ହୋଇଥିବା ଜଣାପଡ଼ିଛି । ସୂଚନା ଯୋଗ୍ୟ ଯେ, ଗତ ୧୦ମାସ ତଳେ…
Read More...

ମୌଳିକ ସୁବିଧାରୁ ବଞ୍ଚିତ ରମାଇଗଡ ଗ୍ରାମବାସୀ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଢୋଲମାନଦଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ରମାଇଗଡ ଗ୍ରାମବାସୀମାନେ ଆଜି ପର୍ଯ୍ୟନ୍ତ ମୌଳିକ ସୁବିଧାରୁ ବଞ୍ଚିତ ଥିବା ଅଭିଯୋଗ ହେଉଛି । ସୂଚନା ଅନୁସାରେ ରମାଇଗଡ ଗାଁରେ କୋଡ଼ିଏରୁ ଅଧିକ ପରିବାର ବସବାସ କରୁଥିଲେ ହେଁ ଯିବା…
Read More...

ସୁନାମୁଖୀ ଜଙ୍ଗଲରେ ଯୁବକଙ୍କ ମୁଣ୍ଡବିହୀନ ଶବ ଜବତ

କଳାହାଣ୍ଡି, (ନରୋତ୍ତମ ସେଲମା) : ରିଷିଡା ମ. ରାମପୁର ରାସ୍ତାର ଅଲାତରା ସଂନିକଟ ସୁନାମୁଖୀ ଜଙ୍ଗଲରେ ଏକ ଯୁବକଙ୍କ ମୁଣ୍ଡବିହୀନ ଶବ ପଡ଼ିଥିବା ଦେଖିବାକୁ ମିଳିଛି । ଖବର ପାଇ ମ. ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛନ୍ତି । ରିପୋର୍ଟ ଲେଖାଯିବା…
Read More...

ଦାଦି ପ୍ରକାଶମଣିଙ୍କ ୧୫ତମ ଶ୍ରାଦ୍ଧ ଦିବସରେ ବିଶ୍ୱ ବନ୍ଧୁତ୍ୱ ଦିବସ ରୂପେ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାକେନ୍ଦ୍ର ଛତ୍ରପୁର ସ୍ଥିତ ଶାନ୍ତି ଅନୁଭୂତି କେନ୍ଦ୍ରରେ ଗୁରୁବାର ବିଶ୍ୱ ବନ୍ଧୁତ୍ୱ ଦିବସ ତଥା ରତ୍ନପ୍ରଭା ରାଜ୍ ଯୋଗିନୀ ଦାଦି ପ୍ରକାଶମଣିଙ୍କ ୧୫ତମ ଶ୍ରାଦ୍ଧ ସ୍ମୃତି ଦିବସ ପାଳିତ ହୋଇଯାଇଛି ।…
Read More...

ଗଞ୍ଜାମ ଜିଲ୍ଲାର ନିର୍ମାଣାଧିନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲାର ନିର୍ମାଣାଧିନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ପାଇଁ RDOOdisha ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ଗସ୍ତରେ ଯାଇ ସିଂ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟଳୟରେ ବିଭିନ୍ନ…
Read More...

ସ୍ତ୍ରୀ ଓ ପ୍ରସୂତୀ ବିଭାଗରେ ଧରାପଡ଼ିଲା ଲାଞ୍ଚ କାରବାର : ଭୁଲ ମାଗି ଟଙ୍କା ଫେରାଇଲେ ନର୍ସ ଦିଦି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବଡ଼ ମେଡ଼ିକାଲର ସ୍ତ୍ରୀ ଓ ପ୍ରସୂତୀ ବିଭାଗରେ ଲାଞ୍ଚ କାରବାରରେ ଧରାପଡ଼ିବାରୁ ଭୁଲ ମାଗି ଟଙ୍କା ଫେରାଇଲେ ନର୍ସ ଦିଦି । ଗାଇନିକ ବିଭାଗରେ ପୁଣି ଲାଞ୍ଚ ବେପାର । ଅସ୍ତ୍ରୋପଚାର ସରି ଛୁଆ ଜନ୍ମ ହେବା ପରେ ଗରିବ ରୋଗୀଙ୍କ ଭାଇଙ୍କ…
Read More...

ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଓ ଅନ୍ୟାନ୍ୟ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି. କେ. ପାଣ୍ଡିଆନ, SDTE_Odisha ପ୍ରମୁଖ ସଚିବ ଗତକାଲି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ…
Read More...