Daily Archives

ଜାତୀୟ କ୍ରୀଡା ଦିବସ ଉପଲକ୍ଷେ ସାଇକ୍ଲୋଥନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଇଁତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କେରମେଲି ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ ସାଇକ୍ଲୋଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ ମିଶ୍ରଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ
Read More...

ବାଗୁଆରେ ବନ୍ୟା ବିପନ୍ନଙ୍କୁ ରିଲିଫ ବଣ୍ଟନ

ବାଙ୍କୀ : ଡମପଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଗୁଆ ଗ୍ରାମରେ ସୋମବାର ଅପରାହ୍ନରେ ବନ୍ୟା ବିପନ୍ନ ପରିବାରଙ୍କୁ ସ୍ୱତନ୍ତ୍ର ରିଲିଫ ପ୍ୟାକେଟ ବଣ୍ଟନ କରାଯାଇଛି । ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ସହଯୋଗ ଏବଂ ଡମପଡ଼ା ପଞ୍ଚାୟତ ପରିଚାଳନାରେ ବାଗୁଆର ୧୭୦ ପରିବାରଙ୍କୁ
Read More...

ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ସିନଖମନ ସ୍ଥିତ ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଶିକ୍ଷକ ଅନୀଲ କୁମାର ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଓ ମଦନ ମୋହନ ରଥ
Read More...

ଦୁଷ୍କର୍ମକାରୀ ଅଭିଯୁକ୍ତଙ୍କୁ ୧୫ ବର୍ଷ ସଶ୍ରମ କାରାଦଣ୍ଡ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୀର୍ଘ ୯ ବର୍ଷ ପରେ କାଲିଭନା ଦୁଷ୍କର୍ମ ଘଟଣାରେ ଦୋଷୀଙ୍କୁ ମାନ୍ୟବର ନ୍ୟାୟାଳୟ ୧୫ ବର୍ଷ ସଶ୍ରମ କାରାଦାଣ୍ଡରେ ଦଣ୍ଡିତ କରିଛନ୍ତି । ୨୦୧୩ ମସିହା ଜୁନ ୧୩ ସନ୍ଧ୍ୟା ସମୟରେ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ କାଲିଭନା ଗ୍ରାମର ଜଣେ ୧୬ ବର୍ଷର ନାବାଳିକା ସନ୍ଧ୍ୟା
Read More...

ଅହିଂସା ରଥକୁ ସ୍ୱାଗତ ଜଣାଇଲେ ନରସିଂହ

ଅହିଂସାକୁ ବୟାନରେ ସୀମିତ ନ ରଖି ଏହାର କାର୍ଯ୍ୟକାରିତା ଉପରେ ଧ୍ୟାନ ଦେଉ ସରକାର- ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜାତିର ଜନକ ମହାତ୍ମା ଗାନ୍ଧୀ ଅହିଂସାକୁ ଅସ୍ତ୍ର କରି ଦେଶ ପାଇଁ ସ୍ୱାଧିନତା ଆଣିଥିଲେ । ଆମ ରାଜ୍ୟର ମୁଖ୍ୟମନ୍ତ୍ରୀ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ
Read More...

ମାଣ୍ତିଆଢିପାରେ ପଞ୍ଚାୟତ ସ୍ତରୀୟ କୃଷକ ସଙ୍ଗଠନର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ଡିଆଢିପା ଧାନ ମଣ୍ଡିଠାରେ ମାଣ୍ଡିଆଢିପା ପଞ୍ଚାୟତ ସ୍ତରୀୟ ହାଡୁ ସାହୁଙ୍କର ସଭାପତିତ୍ୱରେ ଏକ କୃଷକ ସଂଗଠନର ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜବୋଡାସମ୍ବର କୃଷକ ସଂଗଠନ ପାଇକମାଳ ବ୍ଲକ ସଭାପତି ବିଶ୍ୱନାଥ ରଣା,
Read More...

ବାସନ୍ତୀ ପାଠାଗାରରେ ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରଫେସର ଜେ.କେ ରାଓଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର
Read More...

ଫସଲ ଅବଶେଷକୁ ଗୋଖାଦ୍ୟ ରୂପେ ବ୍ୟବହାର ପାଇଁ ତାଲିମ ଶିବିର

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ଥାନୀୟ ବ୍ଲକ୍ ପ୍ରାଣୀ ସମ୍ପଦ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ପରିସରର କୃଷିଜାତ ଫସଲର ଅବଶେଷ ପୃଷ୍ଟିସାର ଗୋଖାଦ୍ୟ ପ୍ରସ୍ତୁତ ତାଲିମ ଶିବିର ଗତକାଲି ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ା ସୁଜିତ କୁମାର ଶତପଥିଙ୍କ ଅଧ୍ୟକ୍ଷତାରେ
Read More...

ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ, କୋଲକାତାରେ ଦୀପାବଳୀ ଠାରୁ ୫ଜି ସେବା ଆରମ୍ଭ ହେବ, ୨୦୨୩ ସୁଦ୍ଧା ପ୍ରତ୍ୟେକ ଗ୍ରାମରେ…

ନୂଆଦିଲ୍ଲୀ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଜିଓ) ର ୪୫ତମ ବାର୍ଷିକ ସାଧାରଣ ସଭା(ଏଜିଏମ୍)ରେ କମ୍ପାନୀର ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଦୀପାବଳୀଠାରୁ ଦେଶରେ ରିଲାଏନ୍ସ ଜିଓର ୫ଜି ସେବା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ,
Read More...

ଅଗସ୍ତି ନୂଆଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୫ ଆହତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅଗସ୍ତି ନୂଆଗାଁ ଛକ ୧୬ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି କାର ଦୁର୍ଘଟଣାରେ ଜଣଙ୍କର ଘଟଣା ସ୍ଥଳରେ ଅତି ଶୋଚନୀୟ ଭାବେ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ
Read More...
error: Content is protected !!