Daily Archives

ପୋଖରୀରେ ବୁଡ଼ି ସପ୍ତମ ଶ୍ରେଣୀ ଛାତ୍ର ମୃତ

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ଗ୍ରାମରେ ଅଭାବନୀୟ ଘଟଣା । ସ୍କୁଲ ଯାଇଥିବା ସପ୍ତମ ଶ୍ରେଣୀ ଛାତ୍ର ପୋଖରୀରେ ବୁଡ଼ି ମୃତ । ମୃତ ଛାତ୍ର ଜଣଙ୍କ ହେଲେ ରାଜନନ୍ଦନ ସାହୁ । ସେ ଚିକିଲିରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀରେ ପାଠ
Read More...

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୧ତମ ପ୍ରତିଷ୍ଠା ଦିବସ

‘ଚାପଗ୍ରସ୍ତ ସାମ୍ବାଦିକ ଓ ଆହ୍ୱାନ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୧ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଂଘୀୟର ସଦସ୍ୟମାନଙ୍କ ଉପସ୍ଥିତିରେ ବରିଷ୍ଠ ସଦସ୍ୟ
Read More...

ଜୁନିଅର ରେଡକ୍ରସ ତରଫରୁ ମେଧାବୀ ଛାତ୍ରଙ୍କୁ ସହାୟତା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ମେଧାବୀ ଛାତ୍ର କ୍ରିସଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ସୋନପୁର ଶିଶୁ ମନ୍ଦିରରେ ଅଧ୍ୟୟନ କରୁଥିବା ଛାତ୍ର କ୍ରିସ ନାଏକ ମ୍ୟାଟ୍ରିକ ପରୀକ୍ଷା-୨୦୨୨ରେ କୃତିତ୍ୱ ହାସଲ କରିଛନ୍ତି । ମ୍ୟାଟ୍ରିକ
Read More...

ପାଟଣାଗଡ଼ ଏନ୍‌ଏସିରୁ ଜନ୍ମ ପ୍ରମାଣ ପତ୍ର ପାଇବାରେ ବଞ୍ଚିତ ଅଭିଯୋଗ

ପାଟଣାଗଡ଼, (ଗୋରେଖନାଥ ବରିହା) : ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ସହ ହିତାଧିକାରୀଙ୍କ ବହୁବିଧ ସ୍ୱାର୍ଥ ପାଇଁ ୫ଟି ଯୋଜନାରେ ଅନେକ ଯୋଜନା ହାତକୁ ନେଇଥିବା ବେଳେ ଏଥିରୁ ବଞ୍ଚିତ ହେବା ସହ ଅଧିକାରୀଙ୍କ ମନମୂଖୀ ଶାସନ ଯୋଗୁଁ ଜନ୍ମଗତ ପ୍ରମାଣ ପତ୍ର ପାଇବାରେ ବଞ୍ଚିତ ଥିବା ଅଭିଯୋଗ
Read More...

ନବରଙ୍ଗପୁର ଲାଖ ହସ୍ତଶିଳ୍ପୀଙ୍କୁ ଗୌରବଶ୍ରୀ ସମ୍ମାନ

ନବରଙ୍ଗପୁର : କୋରାପୁଟ ଜିଲାର ଜୟପୁର ସନ୍ଧ୍ୟା ଫଙ୍କସନ୍ ହଲ୍ ଠାରେ ଜୟପୁର ପୁଜ୍ୟପୂଜା ସଂସଦର ରୌପ୍ୟ ଜୟନ୍ତୀ ସମାରୋହ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ଡ. ଶରତ କୁମାର ପଳିତା, ମୁଖ୍ୟ ବକ୍ତା ଭାବେ ଭଞ୍ଜ ସାହିତ୍ୟ ଗବେଷକ ଡ.
Read More...

ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ପିପିଲି : ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପିପିଲି ସାଂସ୍କୃତିକ ପରିଷଦ ପକ୍ଷରୁ ସୋମବାର ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳ ୭ଟାରେ ପିପିଲି ନୋଡାଲ ହାଇସ୍କୁଲ ଖେଳପଡ଼ିଆରୁ ଏକ ବିଶାଳ କ୍ରୀଡା ଶୋଭାଯାତ୍ରା ବାହାରି
Read More...

ତ୍ରିଲୋଚନପୁର ଗ୍ରାମ ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣି ଶିବିର

ଲାଞ୍ଜିଗଡ଼ : ମହାମାରୀ କୋଭିଡ ପରିସ୍ଥିତି ପରେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ଲକରେ ଜନ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଆରମ୍ଭ ହୋଇଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଏବେ ପ୍ରତି ସୋମବାର ଦିନ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ଗ୍ରାମ ପଞ୍ଚାୟତରେ ଜନ ଅଭିଯୋଗ
Read More...

ଶଗଡାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ବ୍ଲକର ଶଗଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାର ଦିନ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ
Read More...

ସଚେତନ ହେମା ଅନୁଷ୍ଠାନ ତରଫରୁ ଅହିଂସା ରଥକୁ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ସର୍ଗିବାହାଲ ଛକଠାରେ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା ଓ ସ୍ୱାଗତ କରାଯାଇଛି । ଅହିଂସା ଓ ଭାରତ ମାତାର ଜୟ ଗାନ କରାଯାଇ ରଥକୁ ପୂଜା କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମିରଞ୍ଜନ ମହନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି
Read More...